ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଆଡଭାଇଜରୀ ଜାରି କଲା କେନ୍ଦ୍ର
ନୂଆଦିଲ୍ଲୀ, ୧୦।୧୦: ଉତ୍ତରପ୍ରଦେଶ ହାଥରସ୍ ମାମଲାକୁ ଦୃଷ୍ଟିରେ ରଖି ମହିଳାଙ୍କୁ ସୁରକ୍ଷା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମର୍ମରେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟ ସରକାରଙ୍କ ଲାଗି ଆଡଭାଇଜରୀ ଜାରି କରାଯାଇଛି। ମହିଳା ଉପରେ...
ମୂଷା କାଟି ଦେଲେ ଜମିଜମା କାଗଜପତ୍ର: ପ୍ରଶାସନର ଅକଲ ଗୁଡୁମ୍
ଆଗ୍ରା, ୧୦।୧୦: ଆଗ୍ରା ନଗର ନିଗମ କାର୍ଯ୍ୟାଳୟର ଅବହେଳା ସମ୍ପର୍କରେ ଏକ ଖବର ପଦାକୁ ଆସିଛି। ଏଠାରେ ମୂଷାମାନେ ଲୋକଙ୍କ ଜମିଜମା କାଗଜ ପତ୍ରର ରେକର୍ଡ କାଟିକୁଟି ନଷ୍ଟ କରିଦେଇଛନ୍ତି। ଏଠାରେ ୧୯୮୭ରୁ ୧୯୯୨ ପର୍ଯ୍ୟନ୍ତ ଜମିଜମା ରେକର୍ଡ ରହିଥିଲା।...
ହାଥରସ ମାମଲା: ଅଭିଯୁକ୍ତ ପରିବାର ସଦସ୍ୟଙ୍କୁ ଭେଟିଲେ ନିର୍ଭୟା ମାମଲାର ଓକିଲ ଏପି ସିଂ
ହାଥରସ,୧୦ ।୧୦: ଉତ୍ତର ପ୍ରଦେଶ ହାଥରସ ଜିଲା ଚମ୍ପଦା କୋତବାଲି ଅଞ୍ଚରେ ହୋଇଥିବା ଗଣ ବଳାତ୍କାର ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମନାକୁ ଆସୁଛି । ପୋଲିସ ପୀଡ଼ିତାଙ୍କ ଘରେ ସିସିଟିଭି ଲାଗାଇଥିଲା । ପୀଡ଼ିତାଙ୍କ ଘରେ ସିସିଟିଭି...
ବିହାର ନିର୍ବାଚନ: ମୋଦିଙ୍କ ରାଲି ଉପରେ ଜେଡିୟୁର ନଜର
ନୂଆଦିଲ୍ଲୀ,୧୦ ।୧୦: ପାଖେଇ ଆସିଲାଣି ବିହାର ବିଧାନସଭା ନିର୍ବାଚନ ତାରିଖ । ଏହାକୁ ନେଇ ସବୁ ରାଜନୈତିକ ଦଳ ମଧ୍ୟ ତତ୍ପର । ଏଥର ଭାରତୀୟ ଜନତା ପାର୍ଟି(ଭାଜପା) ସହ ମିଶି ନିର୍ବାଚନ ଲଢୁଥିବା ଜନତା ଦଳ ୟୁନାଇଟେଡ(ଜେଡିୟୁ) ବିଜୟ...
କନ୍ନଡ ଫିଲ୍ମ ନିର୍ଦ୍ଦେଶକ ବିଜୟ ରେଡ୍ଡିଙ୍କ ପରଲୋକ
ବେଙ୍ଗାଲୁରୁ,୧୦ ।୧୦: କନ୍ନଡ ଫିଲ୍ମର ଜଣାଶୁଣା ନିର୍ଦ୍ଦେଶକ ବିଜୟ ରେଡ୍ଡିଙ୍କର ଶୁକ୍ରବାର ରାତିରେ ୮୪ ବର୍ଷ ବୟରେ ପରଲୋକ ହୋଇଛି । ତାଙ୍କ ପୁଅ ତ୍ରିପନ ରେଡ୍ଡି ଏହି ସୂଚନା ଦେଇଛନ୍ତି । ପ୍ରଥମେ ୧୯୭୦ରେ ସେ କନ୍ନଡ ଫିଲ୍ମ...
ଲଞ୍ଚ୍ପ୍ୟାଡ୍ରେ ୩୦୦ ଆତଙ୍କବାଦୀ: ଭାରତରେ ଅନୁପ୍ରବେଶ ଲାଗି ବସିଛନ୍ତି ସୁଯୋଗ ଉଣ୍ଡି
ଶ୍ରୀନଗର, ୧୦।୧୦: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ସୃଷ୍ଟି ହେବାରେ ଲାଗିଛି। ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବା ଚିନରା କର୍ପସ୍ର ଜେନେରାଲ କମାଣ୍ଡିଂ ଅଫିସର ଲ୍ୟୁଟନାଟ୍ ଜେନେରାଲ...
ରବିବାର ‘ସ୍ବାମୀତ୍ୱ’ ଯୋଜନା ଆରମ୍ଭ କରିବେ ମୋଦି: ୭୬୩ ଗ୍ରାମର ହିତାଧିକାରୀ ହେବେ ଉପକୃତ
ନୂଆଦିଲ୍ଲୀ, ୧୦।୧୦: ଗ୍ରାମବାସୀଙ୍କ ଜମିର ମାଲିକାନା ସ୍ଥିତିିକୁ ସୁଦୃଢ଼ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ସ୍ବାମୀତ୍ୱ’ ଯୋଜନାର ଶୁଭାରମ୍ଭ କରିବେ। ଯୋଜନା ଅନ୍ତର୍ଗତ ଲୋକଙ୍କୁ ଜମି ପଟା ବଣ୍ଟନ କରାଯିବ। ଏହା ଦ୍ୱାରା ୬ଟି ରାଜ୍ୟର ୭୬୩...
ବିନା ପାଇଲଟର ଡ୍ରୋନ୍ ରୁସ୍ତମ-୨ର ସଫଳ ପରୀକ୍ଷଣ
ଚିତ୍ରଦୁର୍ଗ,୧୦ ।୧୦: ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂଗଠନ(ଡିଆର୍ଡିଓ)ଶୁ୍କ୍ରବାର ସ୍ୱଦେଶୀ ପ୍ରୋଟୋଟାଇପ୍ ଡ୍ରୋନ୍ ରୁସ୍ତମ-୨ର ଫ୍ଲାଇଟ୍ ଟେଷ୍ଟିଂ କରିଛି । କର୍ନାଟକର ଚିତ୍ରଦୁର୍ଗରେ ରୁସ୍ତମ-୨ ପ୍ରାୟ ୧୬,୦୦୦ଫୁଟ ଉଚ୍ଚତାରେ ୮ ଘଣ୍ଟାର ଉଡାଣ କରିଛି । ଆଶା କରାଯାଇଛି ଏହି...
ଯବାନଙ୍କ ପାଇଁ ବିନା ବୁଲେଟ୍ ପ୍ରୁଫ୍ ଟ୍ରକ୍, ମୋଦିଙ୍କ ଲାଗି ୮୪୦୦ କୋଟିର ବିମାନ: ପ୍ରଶ୍ନ କଲେ ରାହୁଲ
ନୂଆଦିଲ୍ଲୀ, ୧୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଘେରିବା ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ ରାହୁଲ ଗାନ୍ଧୀଙ୍କର ଏକ ଭିଡ଼ିଓ ଟୁଇଟରରେ ଅପଲୋଡ୍ କରାଯାଇଛି। ଏଥିରେ ରାହୁଲ ମୋଦିଙ୍କୁ ଟାର୍ଗେଟ୍ କରିଛନ୍ତି। ରାହୁଲ ପ୍ରଶ୍ନ କରିଛନ୍ତି ଯେ,...
ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା
ଶ୍ରୀନଗର, ୧୦।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସ୍ଥାନୀୟ କୁଲଗାମ୍ ଜିଲାର ଚିଙ୍ଗାମ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଶନିବାର ସକାଳେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ...
ମନ୍ଦିର ପୂଜକଙ୍କୁ ଜାଳିଦେଲେ
ଜୟପୁର,୧୦।୧୦: ରାଜସ୍ଥାନର କରୌଲିରେ ଜମି ବିବାଦକୁ ନେଇ ଦୁର୍ବୃତ୍ତମାନେ ମନ୍ଦିର ପୂଜକ ବାବୁଲାଲ୍ ବୈଷ୍ଣବଙ୍କୁ ନିସ୍ତୁକ ମାଡ଼ମାରିବା ସହ ପେଟ୍ରୋଲ ଢାଳି ଜାଳିଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିବାବେଳେ ରାଜନୈତିକ ବାକ୍ଯୁଦ୍ଧ ଆରମ୍ଭ ହୋଇଛି।...
ଜେଡିୟୁକୁ ଅଡ଼ୁଆ ଅନୁକମ୍ପା ହାଓ୍ବା
ପାଟନା, ୧୦ା୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଖେଇ ଆସୁଥିବାବେଳେ ଗୁରୁବାର କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ପ୍ରତିଷ୍ଠାତା ରାମବିଳାସ ପାଶ୍ୱାନଙ୍କ ପରଲୋକ ହୋଇଛି। ଏହି ଘଟଣା ରାଜନୈତିକ ସମୀକରଣକୁ ବଦଳାଇଦେବା ଭଳି ସମ୍ଭାବନା ସୃଷ୍ଟି...
Archives


