Pahalgam Attack Updates: ଘଟଣାସ୍ଥଳରେ ପହଞ୍ଚି ଶାହା କହିଲେ, ‘ଆତଙ୍କବାଦ ସାମ୍ନାରେ ନଇଁବ ନାହିଁ ଭାରତ’
ଶ୍ରୀନଗର,୨୩।୪: ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣର ଦାୟିତ୍ୱ ଲସ୍କର-ଏ-ତୈବାର ହିଟ…
ଶାହାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ, ଏବେ ପାକ୍ ବିରୋଧରେ ମୋଦି ନେବେ ବଡ଼ ଆକ୍ସନ
ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ନିରସ୍ତ୍ର ପର୍ଯ୍ୟଟକଙ୍କ ଉପରେ ଏପରି ବର୍ବର ଆକ୍ରମଣ ପରେ, ଆଜି ଦିଲ୍ଲୀରେ ଏକ CCS ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟରେ, ବିରୋଧୀ…
Pahalgam Terror Attack: ପାକିସ୍ତାନ ଏୟାର ସ୍ପେସ ଦେଇ ସାଉଦି ଯାଇଥିଲେ ମୋଦି, ଲେଉଟାଣି ବେଳେ କାହିଁକି ଡାଇଭର୍ଟ ହେଲା ରୁଟ୍, ଜାଣନ୍ତୁ
ନୂଆଦିଲ୍ଲୀ,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦି ଆରବରୁ ଫେରିବା ସମୟରେ ପାକିସ୍ତାନୀ ଆକାଶ ସୀମା ବ୍ୟବହାର କରି ନଥିଲେ। ପହଲଗାମ Terror Attack ପରେ ପ୍ରଧାନମନ୍ତ୍ରୀ ମୋଦି ବୁଧବାର (୨୩ ଏପ୍ରିଲ, ୨୦୨୫) ସାଉଦି ଆରବରୁ ଫେରିଥିଲେ। ସେ ମଙ୍ଗଳବାର ସକାଳେ…
Jammu Kashmir Terror Attack: ଚିହ୍ନଟ ହେଲେ ଆତଙ୍କବାଦୀ, ଏବେ ଏୟାରଷ୍ଟ୍ରାଇକ୍…
ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀର ପୋଲିସ ପହଲଗାମ ଆତଙ୍କବାଦୀ ଆକ୍ରମଣର ତିନି ଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍କେଚ ଜାରି କରିଛି। ଏହି ସନ୍ଦିଗ୍ଧମାନଙ୍କୁ ଆସିଫ ଫୁଜି, ସୁଲେମାନ ଶାହ ଏବଂ ଆବୁ ତଲହା ଭାବରେ ଚିହ୍ନଟ କରାଯାଇଛି। ପୋଲିସ କହିଛି ଯେ…
ପହଲଗାମ ପରେ ଟାର୍ଗେଟ୍ରେ ଉରି: ଆତଙ୍କବାଦୀ ନିପାତ
ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଏହି ଆତଙ୍କବାଦୀମାନଙ୍କଠାରୁ ଦୁଇଟି AK47 ରାଇଫଲ ଏବଂ…
ପ୍ରତିଶୋଧ ନେବ ଭାରତ: ଭୟରେ ଥରହର ପାକିସ୍ତାନ ବାୟୁସେନାକୁ କଲା ସତର୍କ
ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ତାର ବାୟୁସେନାକୁ ହାଇ ଆଲର୍ଟରେ ରଖିଛି। ପାକିସ୍ତାନୀ ବାୟୁସେନାର ଗୋଇନ୍ଦା ବିମାନ ଭାରତୀୟ ସୀମା ସଂଲଗ୍ନ ଅଞ୍ଚଳର ଆକାଶମାର୍ଗ ଉପରେ ନିରନ୍ତର ନଜର ରଖିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ବାଲାକୋଟ…
ପହଲଗାମରେ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ପ୍ରଥମ ଫଟୋ ସାମ୍ନାକୁ ଆସିଲା: ତଦନ୍ତ ଆରମ୍ଭ
ନୂଆଦିଲ୍ଲୀ,୨୩।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଆକ୍ରମଣକାରୀଙ୍କ ମଧ୍ୟରୁ ଜଣଙ୍କର ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ ଆତଙ୍କବାଦୀ ହାତରେ ଏକ ଅସ୍ତ୍ର ଏବଂ ପଠାନୀ ଶୁଟ ପିନ୍ଧିଥିବା ଦେଖାଯାଉଛି। ସୁରକ୍ଷା ଏଜେନ୍ସିଗୁଡ଼ିକ ଏହି ଫଟୋ ସହିତ ଜଡିତ ସମସ୍ତ ସନ୍ଦିଗ୍ଧ…
ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ମାଷ୍ଟରମାଇଣ୍ଡ କିଏ ଜାଣନ୍ତି? ମହଙ୍ଗା କାର, ଆଧୁନିକ ଅସ୍ତ୍ରଶସ୍ତ୍ର ପ୍ରତି ରଖନ୍ତି ରୁଚି
ଶ୍ରୀନଗର,୨୩।୪: ଜମ୍ମୁ-କାଶ୍ମୀର ମାଟିରେ ପୁଣି ଥରେ ଆତଙ୍କବାଦ ମାଡ଼ି ଆସିଛି। ପହଲଗାମ୍ର ବୈସାରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଛନ୍ତି। ରିପୋର୍ଟ ଅନୁସାରେ, ଏହି ଆକ୍ରମଣର ପଛରେ ପାକିସ୍ତାନ ସ୍ଥିତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର TRF ଅର୍ଥାତ୍…
ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ
ଶ୍ରୀନଗର/ପହଲଗାମ୍,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ବିଦେଶୀ ଓ ୨ ସ୍ଥାନୀୟ ଲୋକ ଅଛନ୍ତି। ପହଲଗାମ୍ର ବୈସରନ…
ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ
ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍ରେ…
୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ ଉପସ୍ଥାପନ କରାଗଲା। ୨୦୦୦ ମାର୍ଚ୍ଚ ୨୧: ଆତଙ୍କବାଦୀମାନେ ଅନନ୍ତନାଗ ଜିଲାର ଛତିସିଂପୋରା ଗ୍ରାମରେ ଥିବା…
ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା
ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ ସୁରକ୍ଷା ଉପଦେଷ୍ଟା ଦ୍ୱାରା ସୂଚନା ଦିଆଯାଇଛି ଏବଂ ଅଧିକ ତଥ୍ୟ ଜଣାପଡ଼ିବା ସହ ତାଙ୍କୁ…
Archives


