ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୭୦ ହଜାରରୁ ଅଧିକ ଚିହ୍ନଟ, ୯୬୪ ମୃତ୍ୟୁ
ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୭୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୦ ହଜାର ୪୯୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ...
ପାଶ୍ୱାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି
ନୂଆଦିଲ୍ଲୀ,୯।୧୦: ମୋଦି ସରକାରରେ ମନ୍ତ୍ରୀ ଥିବା ରାମବିଳାଶ ପାଶ୍ୱାନଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେଲାଣି ସେ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗୁରୁବାର ସନ୍ଧ୍ୟାରେ ତାଙ୍କ ଦେହାନ୍ତ...
ଅଭିବ୍ୟକ୍ତି ସ୍ବାଧୀନତାର ଅପବ୍ୟବହାର କରାଯାଉଛି
ନୂଆଦିଲ୍ଲୀ,୯।୧୦(ପି.ଟି./ଆଇଏଏନ୍ଏସ୍):ବାକ୍ ଓ ଅଭିବ୍ୟକ୍ତି ସ୍ବାଧୀନତାର ଅପବ୍ୟବହାରକୁ ନେଇ ଗୁରୁବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବର୍ତ୍ତମାନ ସମୟରେ ଏହି ଅଧିକାରର ସବୁଠୁ ବେଶି ଅପବ୍ୟବହାର କରାଯାଉଥିବା କହିଛନ୍ତି। ଏହାସହ ଗତ ମାର୍ଚ୍ଚରେ ଆୟୋଜିତ ତବଲିଘି ଜମାତ୍ କାର୍ଯ୍ୟକ୍ରମର ମିଡିଆ କଭରେଜ...
ପୋଲିସ-ଭାଜପା କର୍ମୀ ଖଣ୍ଡଯୁଦ୍ଧ
କୋଲକାତା,୯।୧୦:କୋଲକାତାରେ ଗୁରୁବାର ଭାଜପାର ‘ନବାନ୍ନ ରାଲି’ ବେଳେ ସଂଘର୍ଷ ଦେଖିବାକୁ ମିଳିଛି। ଭାଜପା ସମର୍ଥକମାନେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କାର୍ଯ୍ୟାଳୟ ଅଭିମୁଖେ ରାଲିରେ ବାହାରିଥିବାବେଳେ କେତେଜଣ କର୍ମୀ ବ୍ୟାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ ଅଟକାଇଥିଲା। ଏହାକୁ...
ପ୍ରଥମରୁ ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ସ୍କୁଲ୍ କିଟ୍ ଦେବେ ଏହି ସରକାର
ହାଇଦ୍ରାବାଦ୍, ୮।୧୦: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ଗୁରୁବାର ଦିନ ଆଉ ଏକ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାର ନାମ ‘ଜଗନ୍ନା ବିଦ୍ୟା କାନୁକା’ ରଖାଯାଇଛି। ଏହି ସ୍କିମ ଅନୁଯାୟୀ, ପ୍ରଥମରୁ ୧୦ ଶ୍ରେଣୀ...
ପରଲୋକରେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶଓ୍ବାନ
ନୂଆଦିଲ୍ଲୀ,୮।୧୦- କେନ୍ଦ୍ରମନ୍ତ୍ରୀ ଖାଦ୍ୟ ଯୋଗାଣ ମନ୍ତ୍ରୀ ତଥା ଏଲଜେପି ନେତା ରାମବିଳାସ ପାଶଓ୍ବାନଙ୍କ ଗୁରୁବାର ପରଲୋକ ହୋଇଯାଇଛି। ୭୪ ବର୍ଷ ବୟସରେ ରାମବିଳାସ ପାଶଓ୍ବାନ ଆଖି ବୁଜିଛନ୍ତି। ଏ ନେଇ ତାଙ୍କ ପୁଅ ଚିରାଗ ପାଶଓ୍ବାନ ଟୁଇଟ କରି ସୂଚନା...
ଫେକ୍ ଟିଆର୍ପି ସ୍କାମ୍ର ପର୍ଦ୍ଦାଫାଶ: ୪ ଗିରଫ, ସ୍କାନରରେ ରିପବ୍ଲିକ୍ ଟିଭି
ମୁମ୍ବାଇ, ୮ା୧୦-ମୁମ୍ବାଇ ପୋଲିସ ଗୁରୁବାର ଏକ ବଡ଼ଧରଣର ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଉକ୍ତ ର଼୍ୟାକେଟ ଜାଲିଆତି କରି ରିପବ୍ଲିକ୍ ଟିଭି ସମେତ ଆଉ କେତେକ ଟିଭି ଚ୍ୟାନେଲର ଟେଲିଭିଜନ ରେଟିଂସ୍ ପଏଣ୍ଟସ୍ (ଟିଆର୍ପି) ବଢ଼ାଇଥିବା ପୋଲିସ ଦାବି କରିଛି। ଏହି...
ସାମ୍ନାକୁ ଆସିଲା ହାଥରସ୍ ଘଟଣାସ୍ଥଳର ଭିଡିଓ
ଲକ୍ଷ୍ନୌ, ୮।୧୦- ଉତ୍ତରପ୍ରଦେଶ ହାଥରସ୍ ଗଣବଳାତ୍କାର ମାମଲାର ତଦନ୍ତ ଚାଲିଥିବାବେଳେ ବର୍ତ୍ତମାନ ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ଘଟଣାର ପରବର୍ତ୍ତୀ ସ୍ଥିତି ରେକର୍ଡ କରାଯାଇଛି। ଏହି ଭିଡିଓଟି ସେପ୍ଟେମ୍ବର ୧୪ର ବୋଲି ପୋଲିସ କହିଛି। ଏହି ହୃଦୟଥରା ଘଟଣା...
ଅଳ୍ପକେ ବର୍ତ୍ତିଗଲେ ୪୦ ଆଇଟିବିପି ଯବାନ
ମସୌରୀ, ୮।୧୦: ଉତ୍ତରାଖଣ୍ଡ ମସୌରୀରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି। ଇଣ୍ଡୋ-ତୀବ୍ଦତୀୟ ବର୍ଡର ପୋଲିସ (ଆଇଟିବିପି)ର ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ ଅଳ୍ପକେ ଏକ ଖାଇକୁ ଖସି ପଡ଼ିବାରୁ ବର୍ତ୍ତିଯାଇଛି। ମସୌରୀର କ୍ୟାମ୍ପଟି ରୋଡ୍ ଜେଡବ୍ଲ୍ୟୁ ମେରିୟଟ୍...
ସାହିତ୍ୟ ପାଇଁ ଲୁଇସଙ୍କୁ ନୋବେଲ
ଷ୍ଟକହୋମ,୮।୧୦-ଚଳିତ ବର୍ଷ ଆମେରିକାର କବୟତ୍ରୀ ଲୁଇସ ଗ୍ଲୁକ ନୋବେଲ ପୁରସ୍କାର ପାଇବେ। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ନୋବେଲ ପ୍ରଦାନ କରାଯିବ। ଏ ନେଇ ଗୁରୁବାର ନୋବେଲ ପୁରସ୍କାର କମିଟି ପକ୍ଷରୁ ଲୁଇସଙ୍କ ନାମ ଘୋଷଣା କରାଯାଇଛି।...
ତବଲିଘ୍ ଜମାତ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ଛାଟ: ବାକ୍ ସ୍ବାଧୀନତାର ହୋଇଛି ଦୂରୁପଯୋଗ
ନୂଆଦିଲ୍ଲୀ,୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ଦିଲ୍ଲୀରେ ହୋଇଥିବା ତବଲିଘ୍ ଜମାତ ପ୍ରସଙ୍ଗରେ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କୁ ତାଗିଦ୍ କରିଛନ୍ତି। ଏହି ପ୍ରସଙ୍ଗରେ ବାକ୍ ସ୍ବାଧୀନତାର ବ୍ୟାପକ ଦୂରୁପଯୋଗ କରାଯାଇଥିବା କୋର୍ଟ କହିଛନ୍ତି। ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ଜୁନିଅର...
ମମତା ସରକାରଙ୍କୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଲା ଭାଜପା
କୋଲକାତା,୮ ।୧୦: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)କର୍ମୀଙ୍କୁ ହତ୍ୟା ଘଟଣାରେ ଗୁରୁବାର ଦଳ ରାଜରାସ୍ତାକୁ ଓହ୍ଲାଇଛି । ରାଜଧାନୀ କୋଲକାତାର ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ କରାଯାଉଛି । ଏଥିପାଇଁ ହାୱଡା ବ୍ରିଜକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରି ଦିଆଯାଇଛି...
Archives


