ଇଞ୍ଚେ ଜମି ବି ଦେବ ନାହିଁ ଭାରତ: ରାଜନାଥ
ନୂଆଦିଲ୍ଲୀ,୧୧।୨: ପୂର୍ବ ଲଦାଖର ଏଲ୍ଏସିରେ ଭାରତୀୟ ସେନା ଚାଇନା ସୈନ୍ୟ ବାହିନୀଙ୍କୁ କଡ଼ା ଜବାବ ଦେଇଛନ୍ତି। ଏ ସମ୍ପର୍କରେ ରାଜ୍ୟ ସଭାରେ ପ୍ରତିରକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି। ଗତବର୍ଷ ଚାଇନା ଏଲ୍ଏସିରେ ବିପୁଳ ପରିମାଣର ଗୋଳାବାରୁଦ ଠୁଳ କରୁଥିଲା। ତେବେ ଏବେ ଆଲୋଚନାର…
ସ୍ତ୍ରୀଙ୍କ ପ୍ରତାରଣା ସହି ନ ପାରି ସ୍ବାମୀ ନେଲେ ଏମିତି ପଦକ୍ଷେପ
ଅହମ୍ମଦାବାଦ,୧୧।୨: ପାରିବାରିକ ହିଂସା ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଫଳସ୍ବରୂପ ଅନେକ ଲୋକ ଆତ୍ମହତ୍ୟା କରୁଛନ୍ତି। ଅହମ୍ମଦାବାଦ ସହରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ପ୍ରତାରାଣା ସହି ନ ପାରି ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ଫଳରେ…
ଟୁଇଟର ବିରୋଧରେ ପାତର ଅନ୍ତର ଅଭିଯୋଗ ଆଣିଲା ଭାରତ
ନୂଆଦିଲ୍ଲୀ,୧୧।୨: ଭାରତ ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟୁଇଟର ପାତର ଅନ୍ତର କରୁଥିବା ଅଭିଯୋଗ ସରକାରଙ୍କ ପକ୍ଷରୁ କରାଯାଇଛି। ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ହୋଇଥିବା ଟ୍ରାକ୍ଟର ରାଲି ହିଂସା ପରେ ଭାରତ ସରକାର…
ଗ୍ଲେସିୟର ବିପତ୍ତିକୁ ଦୈବୀ ଦଣ୍ଡ କହିଲେ ରାଇନି ଗ୍ରାମବାସୀ
ନୂଆଦିଲ୍ଲୀ, ୧୧।୨: ଗ୍ଲେସିୟର ଭାଙ୍ଗି ଉତ୍ତରାଖଣ୍ଡର ଚାମୋଲିରେ ବିପର୍ଯ୍ୟୟ ସୃଷ୍ଟି କରିଥିବାବେଳେ ରାଇନି ଗ୍ରାମର ସ୍ଥାନୀୟ ଲୋକେ ଓ ବରିଷ୍ଠ ବ୍ୟକ୍ତିମାନେ ଏହାକୁ ଦୈବୀ ଦଣ୍ଡ କହିଛନ୍ତି। ଗାଁ ମନ୍ଦିର ଉଚ୍ଛେଦରୁ ଏଭଳି ବିପର୍ଯ୍ୟୟ ହେଲା ବୋଲି ସେମାନେ ମତ ଦେଇଛନ୍ତି।…
ପାଙ୍ଗୋଙ୍ଗ୍ରୁ ସେନା ପ୍ରତ୍ୟାହାର ଆରମ୍ଭ
ନୂଆଦିଲ୍ଲୀ, ୧୧।୨(ପି.ଟି.): ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି)ରେ ସୀମା ବିବାଦକୁ ନେଇ ୯ ମାସ ହେଲା ଅଚଳାବସ୍ଥା ଲାଗି ରହିଥିବା ବେଳେ ବୁଧବାର ପାଙ୍ଗୋଙ୍ଗ୍ ହ୍ରଦ ଉଭୟ ପାର୍ଶ୍ୱରୁ ଭାରତ ଓ ଚାଇନା ସେମାନଙ୍କ ସୈନ୍ୟ ପ୍ରତ୍ୟାହାର…
୧୮ରେ ଚାଷୀଙ୍କ ରେଳରୋକୋ
ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି। ଏଥିସହିତ ୧୨ ତାରିଖରୁ ରାଜସ୍ଥାନରେ ଟୋଲ୍ ଆଦାୟ କରିବାକୁ ଦିଆଯିବନି ବୋଲି ସଂଯୁକ୍ତ କିଷାନ…
ୟୁପିରେ କନଷ୍ଟେବଳଙ୍କୁ ପିଟି ହତ୍ୟା
କାସ୍ଗଞ୍ଜ, ୧୧।୨: ମଦ ମାଫିଆ କିଙ୍ଗ୍ପିନ୍ଙ୍କୁ ଓ୍ବାରେଣ୍ଟ ଦେବାକୁ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତରପ୍ରଦେଶର କାସ୍ଗଞ୍ଜ ଜିଲା ଅନ୍ତର୍ଗତ ଏକ ଗ୍ରାମକୁ ଯାଇଥିବା ପୋଲିସ ଟିମ୍ ଉପରେ ନିସ୍ତୁକ ମାଡ଼ ହୋଇଥିଲା। ଏଥିରେ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ…
ଏମ୍ଏସ୍ପି, ମଣ୍ଡି ରହିବ
ନୂଆଦିଲ୍ଲୀ,୧୧ା୨(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବୁଧବାର ୭୭ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା ଜରିଆରେ ଏହି ପ୍ରସଙ୍ଗର ସମାଧାନ ପାଇଁ ସେମାନଙ୍କୁ ଆମନ୍ତ୍ରଣ କରିଛନ୍ତି। କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ…
ଫେମିନା ମିସ୍ ଇଣ୍ଡିଆ ଜିତିଲେ ମାନସା ବାରାଣସୀ
ମୁମ୍ବାଇ,୧୧।୨: ୨୦୨୦ ବର୍ଷ ପାଇଁ ଭିଏଲ୍ସିସି ଫେମିନା ମିସ୍ ଇଣ୍ଡିଆ ଜିତିଛନ୍ତି ମାନସା ବାରାଣସୀ। ଫେମିନା ମିସ୍ ଇଣ୍ଡିଆ ଇନ୍ଷ୍ଟାଗ୍ରାମରେ ଏହା ଘୋଷଣା କରାଯାଇଛି। ଫେବୃୟାରୀ ୧୦ ଆୟୋଜିତ ଗ୍ରାଣ୍ଡ ଫାଇନାଲରେ ତେଲେଙ୍ଗାନାର ମାନସା ବାଜି ମାରିନେଇଛନ୍ତି। ମାନ୍ୟା ସିଂ ଦ୍ୱିତୀୟ…
ଭିକ୍ଷାବୃତ୍ତିକୁ ନିଷିଦ୍ଧ ଘୋଷଣା କରିଥିବା ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ,୧୦।୦୨: ବିଭିନ୍ନ ରାଜ୍ୟରେ ଭିକ୍ଷାବୃତ୍ତିକୁ ବେଆଇନ କରାଯାଇଛି। ଏ ସମ୍ପର୍କରେ ଦାଖଲ କରାଯାଇଥିବା ଏକ ଯାଚିକାର ଶୁଣାଣି କରିବାକୁ ରାଜି ହୋଇଯାଇଛନ୍ତି ସୁପ୍ରିମକୋର୍ଟ। ଅଶୋକ ଭୂଷଣ ଓ ଆର. ସୁଭାଷ ରେଡ୍ଡୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁଜରାଟ, ପଞ୍ଜାବ, ହରିୟାଣା, ବିହାର…
ବିରୋଧୀଙ୍କ ନାରାବାଜି ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଭାଷଣ ଦେଉଥିବା ବେଳେ ବିରୋଧୀଦଳ ନେତା ତଥା କଂଗ୍ରେସ ଏମ୍ପି ଅଧୀର ରଞ୍ଜନ ଚୌଧୁରୀ ବାରମ୍ବାର ବିଭ୍ରାଟ ସୃଷ୍ଟି କରିଥିଲେ। ଏହା ଶୁଣି ପ୍ରଧାନମନ୍ତ୍ରୀ ତାଙ୍କୁ ଦାଦା କହି…
ମଣିଷ ଖିଆ ବାଘୁଣୀ ନ ଥିଲା ଅବନୀ
ନୂଆଦିଲ୍ଲୀ, ୧୦ା୨- ୨୦୧୮ ନଭେମ୍ବରରେ ମଣିଷ ଖିଆ ଅଭିଯୋଗରେ ଅବନୀ ନାମକ ବାଘୁଣୀକୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ମାମଲା ସମ୍ପର୍କିତ ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ବୁଧବାର ମହାରାଷ୍ଟ୍ର ସରକାରଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି। ଆଉ ବାଘର…
Archives


