ଜାତୀୟ

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଗୁଆହାଟୀ,୧୦।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ଶପଥ ନେଇଛନ୍ତିି। ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ସୋମବାର ଦିନ ୧୨ଟାରେ ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ମନ୍ତ୍ରୀମାନେ ମଧ୍ୟ ଶପଥ ନେଇଥିଲେ।…

ଖୁସି ଖବର: ଲକ୍‌ଡାଉନ୍‌ ଯୋଗୁ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ରିପୋର୍ଟରୁ ଜଣାପଡୁଛି। ଦିଲ୍ଲୀରେ…

ଦିଦିଙ୍କ ସରକାରରେ ୪୩ ମନ୍ତ୍ରୀ ନେଲେ ଶପଥ

କୋଲକାତା,୧୦।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରରେ ୪୩ ମନ୍ତ୍ରୀ ସୋମବାର ଶପଥ ନେଇଛନ୍ତି। କୋଲକାତାର ରାଜ ଭବନରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। କିଛି ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ…

ଏବେ ଆକ୍ରାନ୍ତଙ୍କ ଘରେ ପହଞ୍ଚିବ ଅକ୍ସିଜେନ୍‌…

ନୂଆଦିଲ୍ଲୀ,୧୦।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ସଙ୍କଟ ପରିସ୍ଥିତିକୁ ଅଧିକ ଗୁରୁତର କରୁଛି। ଘରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା କରୋନା ଆକ୍ରାନ୍ତଙ୍କ ସୁବିଧା ପାଇଁ ଆମାଜନ ଏବଂ ଜୋମାଟୋ…

ଶପଥ ନେବାର ୪୮ ଘଣ୍ଟା ପରେ କରୋନା ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧୦।୫: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି କରୋନା ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମୁଖପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଙ୍ଗାସାମୀଙ୍କ ଅବସ୍ଥା ସ୍ଥିର ରହିଛି। ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି…

ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…

ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ ବନ୍ଦ କରିବାକୁ ଆକୁଳ ନିବେଦନ କରିଛନ୍ତି। ଆସନ୍ତାକାଲି ମୋ ଗର୍ଲଫ୍ରେଣ୍ଡର ବିବାହ। ମୁଖ୍ୟମନ୍ତ୍ରୀ ମହାଶୟ…

୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ ମୃତକଙ୍କ…

ସରୋଜ ହସ୍ପିଟାଲରେ ୮୦ ଡାକ୍ତର କରୋନା ପଜିଟିଭ୍‌ …

ନୂଆଦିଲ୍ଲୀ,୧୦।୫: କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ୮୦ ଜଣ ଡାକ୍ତରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଦିଲ୍ଲୀର ସରୋଜ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଏହି ଡାକ୍ତରଙ୍କ ମଧ୍ୟରୁ ୧୨ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ୬୮ ଜଣଙ୍କୁ ଘରେ…

ବିଗ୍‌ ବି, ଟ୍ରମ୍ପ୍‌ଙ୍କ ନାଁରେ ଫେକ୍‌ ଇ-ପାସ୍‌

ହିମାଚଳ ପ୍ରଦେଶରେ କରୋନା କଟକଣା ଜାରି ହୋଇଥିବାବେଳେ ଜରୁରୀ ସେବାରେ ନିୟୋଜିତ ଲୋକଙ୍କ ପାଇଁ ଇ-ପାସ୍‌ ବାଧ୍ୟତାମୂଳକ କରାଯାଇଛି। ସ୍ଥାନୀୟ ପୋଲିସ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାଁରେ ଫେକ୍‌ ଇ-ପାସ୍‌…

ମୃତ୍ୟୁକାଳୀନ ଜମାନବନ୍ଦୀ ଆଧାରରେ ଦୋଷୀ ସାବ୍ୟସ୍ତ କରାଯାଇପାରିବ

ନୂଆଦିଲ୍ଲୀ,୧୦ା୫: ଜଣଙ୍କର ମୃତ୍ୟୁକାଳୀନ ଜମାନବନ୍ଦୀକୁ ସତ୍ୟ ଓ ସ୍ବେଚ୍ଛାକୃତ ବୋଲି କୋର୍ଟ ଗ୍ରହଣ କରିବା ପରେ ତାକୁ ଦଣ୍ଡବିଧାନର ମୌଳିକ ଆଧାର ରୂପେ ଧରାଯାଇପାରିବ। ଏଥିଲାଗି ଅନ୍ୟ ଅଧିକ ସାକ୍ଷ୍ୟ ପ୍ରମାଣର ଆବଶ୍ୟକତା ନାହିଁ ବୋଲି ସୁପ୍ରିମକୋର୍ଟ ଦୋହରାଇଛନ୍ତି। ଏକ ହତ୍ୟା…

୬ ଫୁଟ୍‌ରୁ ଅଧିକ ଦୂରକୁ ବ୍ୟାପିପାରେ କରୋନା ଭୂତାଣୁ

ନୂଆଦିଲ୍ଲୀ, ୧୦।୫: କରୋନା ଭୂତାଣୁ ବାୟୁବାହିତ। ଏହା ବାୟୁରେ ୬ ଫୁଟ୍‌ରୁ ଅଧିକ ଦୂରକୁ ବ୍ୟାପିପାରେ ବୋଲି ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ ପକ୍ଷରୁ କୁହାଯାଇଛି। ସଂକ୍ରମଣରୁ ବର୍ତ୍ତିବା ପାଇଁ ଏହି ସଂସ୍ଥା ପକ୍ଷରୁ ନୂଆ ଗାଇଡ୍‌ଲାଇନ…

କରୋନା ରୋଗୀଙ୍କୁ ବିକଳାଙ୍ଗ କରୁଛି ବ୍ଲାକ୍‌ ଫଙ୍ଗସ୍‌

ନୂଆଦିଲ୍ଲୀ, ୧୦।୫: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ମାଡ଼ିଚାଲିଛି। ଏଥିରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏବେ ଗୁଜରାଟ, ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ କରୋନାରୁ ସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?