ଜାତୀୟ

ଖୁସି ଖବର: କରୋନା ଚିକିତ୍ସାର ନୂଆ ପଦ୍ଧତି ଖୋଜି ପାଇଲା ଆଇସିଏମ୍‌ଆର୍‌

ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏହା ଦ୍ୱାରା ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇସାରିଛି। ତେବେ ଏହାରି ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌...

ମାମଲା ଲଢ଼ିବେ ନିର୍ଭୟା ଓକିଲ

ଲକ୍ଷ୍ନୌ,୩।୧୦: ହାଥ୍‌ରସ ଗଣ ବଳାତ୍କାର ଓ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ସପକ୍ଷରେ ମାମଲା ଲଢ଼ିବେ ସୀମା କୁଶଓ୍ବାହ। ୨୦୧୨ ଦିଲ୍ଲୀ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲା ଲଢ଼ିଥିବା ଓକିଲ ସୀମା ଏନେଇ ସ୍ପଷ୍ଟ କରିଛନ୍ତି। ପ୍ରକାଶଥାଉ କି...

ୟୁପି ସରକାରଙ୍କୁ ହାଇକୋର୍ଟ ନୋଟିସ

ଲକ୍ଷ୍ନୌ,୩।୧୦: ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ଖଣ୍ଡପୀଠ ପକ୍ଷରୁ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ଘଟଣା ସମ୍ପର୍କରେ ରିପୋର୍ଟ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାରେ ରାଜ୍ୟ ସରକାର ଓ ପୋଲିସ...

ହାଥରସରେ ଗଣବଳାତ୍କାର ମାମଲା: ନିଲମ୍ବିତ ହେଲେ ଏସପି, ଡିଏସ୍‌ପି

ଲକ୍ଷ୍ନୌ, ୨।୧୦-ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣବଳାତ୍କାର ମାମଲାରେ ଯୋଗୀ ସରକାର ଡିଏସପି ଏବଂ ଏସପିଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହିତ ଇନ୍ସପେକ୍ଟରଙ୍କ ସହ କିଛି ପୋଲିସ କର୍ମଚାରୀ ମଧ୍ୟ ନିଲମ୍ବିତ ହୋଇଛନ୍ତି। ଡିଏସ୍‌ପି ଏବଂ ଏସପିଙ୍କ ନାର୍କୋ ପଲିଗ୍ରାଫ ପରୀକ୍ଷା କରାଯିବ...

ଡୋନାଲ୍ଡ ଟ୍ରମ୍ପଙ୍କୁ ବାବା ସେହୱାଗଙ୍କ ଆର୍ଶୀବାଦ

ନୂଆଦିଲ୍ଲୀ,୨।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ। ଏ ନେଇ ଶୁକ୍ରବାର ନିଜେ ଟ୍ରମ୍ପ୍‌ ଟୁଇଟ କରି ସୂଚନା ଦେଇଛନ୍ତି। ଭାରତର ପୂର୍ବତନ କ୍ରିକେଟ ଖେଳାଳି ବୀରେନ୍ଦ୍ର ସେହୱାଗ ଟ୍ରମ୍ପଙ୍କ ଆଶୁ...

ହାଥରସ ଗଣବଳାତ୍କାର ମାମଲା: ଜନ୍ତରମନ୍ତରଠାରେ ଶତାଧିକ ଲୋକଙ୍କ ବିକ୍ଷୋଭ ପ୍ରଦର୍ଶନ, ସାମିଲ ହେଲେ ବହୁ ରାଜନେତା

ନୂଆଦିଲ୍ଲୀ,୨।୧୦-ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣବଳାତ୍କାର ଘଟଣାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ହେଉଛି। ଏହି କ୍ରମରେ ଶୁକ୍ରବାର ଦିଲ୍ଲୀର ଜନ୍ତରମନ୍ତରଠାରେ ଶତାଧିକ ଲୋକ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ସିପିଏମ ସାଧାରଣ ସମ୍ପାଦକ ସୀତାରମଣ ୟେଚୁରୀ,...

କରୋନାରେ ସଂକ୍ରମିତ ହେବା ପରେ ମମତାଙ୍କୁ ଆଲିଙ୍ଗନ କରିବା କଥା କହିଥିବା ଭାଜପା ନେତା କରୋନା ପଜିଟିଭ

କୋଲକାତା,୨ ।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ସଚିବ ଅନୁପମ ହାଜରାଙ୍କ କରୋନା ଟେଷ୍ଟ ରିପୋର୍ଟ ଶୁକ୍ରବାର ପଜିଟିଭ ଆସିଥିବା ଜଣାପଡିଛି । ଏବେ ତାଙ୍କୁ କୋଲକାତାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, କିଛି ଦିନ...

ହାଥରସ ମାମଲା: ଭାଜପା ବିଧାୟକ କହିଲେ ମା’, ଭାଇ କରିଛନ୍ତି ହତ୍ୟା!

ହାଥରସ,୨ ।୧୦: ଉତ୍ତର ପ୍ରଦେଶ ହାଥରସ ମାମଲା ବେଳକୁ ବେଳ ନୁଆରୂପ ନେବାରେ ଲାଗିଛି । ପୋଲିସ ଗୋଟିଏ ଦିନ ପୂର୍ବରୁ ଏହା ବଳାତ୍କାର ଘଟଣା ନୁହେଁ ବୋଲି କହିବା ପରେ ଏବେ ଏହାକୁ ନେଇ ପୂର୍ବତନ ଭାରତୀୟ ଜନତା...

କେବେ ମିଳିବ କରୋନାରୁ ମୁକ୍ତି: ଜଣାଇଲେ ଏମ୍ସ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨ ।୧୦: କରୋନା ମହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ଏହା ଅଣାୟତ୍ତ ହେବାରେ ଲାଗିଛି । ଏବେ ସମସ୍ତଙ୍କ ନଜର ଏହାର ଭ୍ୟାକ୍ସିନ ବା ଟକା ଉପରେ । ଏହାକୁ ନେଇ...

ମମତାଙ୍କ ଆହ୍ୱାନ କ୍ରମେ ହାଥରସ ଯିବାକୁ ଉଦ୍ୟତ ହେଲେ ଟିଏମ୍‌ସିର ୪ ଏମ୍‌ପି

ହାଥରସ,୨ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲା ଏବେ ରାଜନୈତିକ ରୂପ ନେବାରେ ଲାଗିଛି । ଗୁରୁବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହାଥରସ ଗସ୍ତ କରିଥିବା ସମୟରେ...

ରାହୁଲଙ୍କ ସହ ପୋଲିସର ଦୁର୍ବବ୍ୟବହାର ଗଣତନ୍ତ୍ରର ବଳାତ୍କାର: ସଞ୍ଜୟ

ମୁମ୍ବାଇ,୨ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଉତ୍ତର ପ୍ରଦେଶର ହାଥରସରେ ପୋଲିସ ଯେଉଁଭଳି ଦୁର୍ବବ୍ୟବହାର କରିଛି ତାକୁ ଶିବସେନା ନେତା ସଞ୍ଜୟ ରାଉତ ନିନ୍ଦା କରିଛନ୍ତି । ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯିବା ସମୟରେ...

ହନିମୁନ୍‌ରେ ଖୋଲିଲା ଡାକ୍ତର ସ୍ବାମୀଙ୍କ ରାଜ୍‌, ସ୍ତ୍ରୀ ଡାକିଲେ ପୋଲିସ

ଆଗ୍ରା,୨।୧୦:ଆଗ୍ରା ମହିଳା ଥାନାରେ ଜଣେ ଯୁବତୀ ସ୍ବାମୀଙ୍କ ନାଁରେ ଯୌତୁକ ନିର୍ଯାତନା, ମାରପିଟ୍‌ ଅଭିଯୋଗ ଆଣିଛନ୍ତି। ତାଙ୍କ ଅଭିଯୋଗ ହେଉଛି ହନିମୁନ୍‌ ଯାଇଥିବାବେଳେ ସ୍ବାମୀ ନିଜକୁ ସମଲିଙ୍ଗୀ ଏବଂ ଏକ ଗମ୍ଭୀର ରୋଗରେ ପୀଡିତ ଥିବା କହିଥିଲେ। କେବଳ ଏତିକି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri