ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଗୁରୁବାର ଦିଲ୍ଲୀରେ ୩ ହଜାରରୁ ଊର୍ଦ୍ଧ୍ୱ ନୂତନ ଆକ୍ରାନ୍ତ ଚିହ୍ନଟ...
ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଲାଗି ଆମେରିକାରୁ ଆସିଲା ସ୍ବତନ୍ତ୍ର ବିମାନ; ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା
ନୂଆଦିଲ୍ଲୀ, ୧।୧୦: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍ବତନ୍ତ୍ର ଭାବେ ନିର୍ମିତ ବି୭୭୭ ବିମାନ ଗୁରୁବାର ଆମେରିକାରୁ ଆସି ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛି। ଏହି ବିମାନ ପାଇଁ ଭାରତ ୨୦୧୮ରେ ବିମାନ ନିର୍ମାତା...
ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କୁ କରୋନା
ନୂଆଦିଲ୍ଲୀ,୧।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ। ଅହମ୍ମଦ ଦିଲ୍ଲୀସ୍ଥିତ ନିଜ ବାସଭବନରେ ସେଲଫ ଆଇସୋଲେଶନରେ ରହିଛନ୍ତି। ଏ ନେଇ ସେ ନିଜେ ଗୁରୁବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି,...
ଅକ୍ଟୋବର ୧୫ରୁ ଖୋଲିବ ସ୍କୁଲ
ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁ ପ୍ରାୟ ୬ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ହେଲେ ଜରୁରୀ ପରୀକ୍ଷା ପାଇଁ କିଛି ଶିକ୍ଷାନୁଷ୍ଠାନକୁ ଖୋଲି ଦିଆଯାଇଛି । ଏବେ ଦେଶରେ କରୋନା ମହାମାରୀ ପିକ୍ରେ ଥିବା...
ହାଥରସ ଗଣବଳାତ୍କାରକୁ ନେଇ ପୋଲିସର ବଡ ବୟାନ
ଲକ୍ଷ୍ନୌ,୧ ।୧୦: ଉତ୍ତର ପ୍ରଦେଶ ହାଥରସ ଗଣବଳାତ୍କାର ମାମଲା ବେଳକୁ ବେଳ ନୂଆ ମୋଡ ନେଇଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । ଗୁରୁବାର ପିଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଇ ଗିରଫ ହୋଇଛନ୍ତି...
ନୌଗାମ୍ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼: ୨ ଯବାନ ଶହୀଦ୍, ୪ ଆହତ
ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଉତ୍ତର କଶ୍ମୀରର କୁପଓ୍ବାର ଜିଲାର ନୌଗାମ୍ ସେକ୍ଟରରେ ଭାରତୀୟ ପୋଷ୍ଟ ଏବଂ ସୀମାବର୍ତ୍ତୀ ଗାଁଗୁଡ଼ିକ ଉପରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ଏଥିରେ ୨ ଜଣ ଭାରତୀୟ...
ଅକ୍ଟୋବର ୩ରେ ଅଟଳ ଟନେଲର ଲୋକାର୍ପଣ
ରୋହତଙ୍ଗ, ୧।୧୦: ଅକ୍ଟୋବର ୩ ପୂର୍ବାହ୍ନ ୧୦ଟାରେ ହିମାଚଳପ୍ରଦେଶର ରୋହତଙ୍ଗଠାରେ ଥିବା ଅଟଳ ଟନେଲର ଲୋକାର୍ପଣ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିବେ। ଏହି ଟନେଲ୍ ଦ୍ୱାରା ମନାଲିଠାରୁ ଲେହ ମଧ୍ୟରେ ୪୬ କିଲୋମିଟର ଦୂରତା କମିଯିବ...
ଏସ୍ଆଇ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା: ଭାଜପା ନେତା ଗିରଫ
ଗୁଆହାଟୀ, ୧।୧୦: ଆସାମରେ ପୋଲିସ ବିଭାଗ ପକ୍ଷରୁ କରାଯାଇଥିବା ଏସ୍ଆଇ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇଥିଲା। ଏଥିରେ ଭାଜପା ନେତା ଦିବାନ ଡେକାଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ପ୍ରମାଣିତ ହେବାପରେ ତାଙ୍କୁ ଗିରଫ କରାଯାଇଛି। ଦିବାନ ଫେରାର ହୋଇଯାଇଥିଲେ। ତାଙ୍କୁ...
ପଥର ଭଳି କଠିନ ହୋଇ ଯାଉଛି କରୋନା ଆକ୍ରାନ୍ତଙ୍କ ଫୁସଫୁସ୍
ରାଜକୋଟ, ୧।୧୦: କରୋନା ଆକ୍ରାନ୍ତଙ୍କ ଫୁସଫୁସ୍ ପଥର ଭଳି କଠିନ ହୋଇଯାଉଛି। ଫଳରେ ନିଶ୍ୱାସପ୍ରଶ୍ୱାସ ନେବାରେ ଆକ୍ରାନ୍ତଙ୍କୁ କଷ୍ଟ ହେବା ସହିତ ଶେଷରେ ମୃତ୍ୟୁ ଘଟୁଛି। ଗୁଜରାଟ ରାଜକୋଟର ସିଭିଲ ହସ୍ପିଟାଲ ପକ୍ଷରୁ ଏ ସମ୍ପର୍କିତ ସୂଚନା ଦିଆଯାଇଛି। ଇତିମଧ୍ୟରେ...
ଚାଲି ଚାଲି ହାଥରସ ଯିବାକୁ ଉଦ୍ୟମ କରୁଛନ୍ତି ରାହୁଲ-ପ୍ରିୟଙ୍କା
ନୂଆଦିଲ୍ଲୀ,୧ ।୧୦: ଉତ୍ତର ପ୍ରଦେଶ ହାଥରସରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତାଙ୍କୁ ନ୍ୟାୟ ଦେବା ପାଇଁ ଏବେ ସାରା ଦେଶରେ ପ୍ରଦର୍ଶନ ଜାରି ରହିଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ତାଙ୍କର ମୃତଦେହକୁ ଜବରଦସ୍ତ ସଂସ୍କାର କରାଯାଇଥିବା କୁହାଯାଉଥିବା ବେଳେ...
ଭାରତ ପହଞ୍ଚିବ ‘ଏୟାର ଇଣ୍ଡିଆ ୱାନ୍’
ନୂଆଦିଲ୍ଲୀ,୧ ।୧୦: ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ଆମେରିକାରୁ ଆସୁଥିବା ସ୍ୱତନ୍ତ୍ର ବିମାନ ଏୟାର ଇଣ୍ଡିଆ ୱାନ ଗୁରୁବାର ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବ ବୋଲି କୁହାଯାଉଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ବିଶ୍ୱର...
ଭାରତରେ ଜଳସଙ୍କଟ ସୃଷ୍ଟି ଲାଗି ଚାଇନାର ଷଡ଼ଯନ୍ତ୍ର: ନିର୍ମାଣ କରୁଛି ୧୦୦୦ କିମିର ସୁଡ଼ଙ୍ଗ
ନୂଆଦିଲ୍ଲୀ, ୧।୧୦: ଏଲ୍ଏସିରେ ଲଗାତାର ଚାଇନା ଉତ୍ତେଜନା ସୃଷ୍ଟି କରୁଛି। ଏହାଯୋଗୁ ଶାନ୍ତି ଆଲୋଚନା ପ୍ରୟାସ ବିଫଳରେ ହେବାରେ ଲାଗିଛି। ସେହିପରି ଭାରତରେ ଜଳସଙ୍କଟ ସୃଷ୍ଟି କରିବା ଲାଗି ଏବେ ଚାଇନା ଷଡ଼ଯନ୍ତ୍ର କରୁଛି। ଏନେଇ ବ୍ରହ୍ମପୁତ୍ର ନଦୀ ଅବବାହିକାରେ...
Archives


