ଏମ୍ସରେ ଭର୍ତ୍ତି ହେଲେ ଆଇସିଏମ୍ଆର ମୁଖ୍ୟ ବଳରାମ ଭାର୍ଗବ
ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍)ର ମୁଖ୍ୟ ଡାକ୍ତର ବଳରାମ ଭାର୍ଗବ। ଶୁକ୍ରବାର ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଶୁଭେନ୍ଦୁଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କଲେନି ବାଚସ୍ପତି
କୋଲକାତା,୧୮।୧୨-ଗତକାଲି ବିଧାୟକ ପଦରୁ ଇସ୍ତଫା ଦେଇଥିବା ଟିଏମ୍ସିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ। ବର୍ତ୍ତମାନ ପରିସ୍ଥିତିରେ ଶୁଭେନ୍ଦୁଙ୍କ ଇସ୍ତଫା ଗ୍ରହଣ କରାଯିବା ନାହିଁ…
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ କରୋନା
ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ। ଏ ନେଇ ଶୁକ୍ରବାର ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସ୍ବାସ୍ଥ୍ୟ…
ଅଢ଼େଇ ବର୍ଷ ବୟସରେ ୭ଜଣଙ୍କ ଜୀବନ ବଞ୍ଚାଇଲା ଏହି ଶିଶୁ: ଖେଳିବା ବେଳେ ଛାତରୁ ଗଳି ପଡ଼ି ଯାଇଥିଲା ଜୀବନ
ସୁରଟ,୧୮।୧୨: ଅଙ୍ଗଦାନ କରି ୭ଜଣଙ୍କୁ ନୂଆ ଜୀବନ ଦେଲା ଅଢ଼େଇ ବର୍ଷର ଶିଶୁ। ଗୁଜରାଟର ସୁରଟ ସହରରେ ଏଭଳି ଏକ ହୃଦୟସ୍ପର୍ଶୀ ଘଟଣା ସାମ୍ନାକୁ ଆସିଛି। ଶିଶୁ ହେଲେ ଯଶ ଓଝା। ଡାକ୍ତରମାନେ ଯଶଙ୍କୁ ବ୍ରେନ୍ ଡେଡ୍ ଘୋଷଣା କରିବା ପରେ…
ମୁଣ୍ଡ ନୁଆଇଁ, ହାତଯୋଡି କୃଷକଙ୍କ ସହ କଥା ହେବାକୁ ପ୍ରସ୍ତୁତ ସରକାର: ମୋଦି
ନୂଆଦିଲ୍ଲୀ,୧୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଲଗାତାର ୨୩ ଦିନ ହେବ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ଜରିଆରେ ଶୁକ୍ରବାର ମଧ୍ୟପ୍ରଦେଶର କୃଷକମାନଙ୍କ ସହ କଥା ହୋଇଛନ୍ତି ।…
ସ୍ୱଦେଶୀ ଅସ୍ତ୍ରଶସ୍ତ୍ରରେ ଶତ୍ରୁଙ୍କୁ ଦିଆଯିବ କଡା ଯବାବ: ସିଡିଏସ୍
ନୂଆଦିଲ୍ଲୀ,୧୮ ।୧୨: ଚାଇନା ଓ ପାକିସ୍ତାନ ସହ ସୀମାରେ ଚାଲିଥିବା ବିବାଦ ମଧ୍ୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍(ସିଡିଏସ୍) ଜେନରାଲ ବିପିନ ରାୱତ କହିଛନ୍ତି, ଭବିଷ୍ୟତରେ ହେବାକୁ ଥିବା ଯୁଦ୍ଧରେ ଦେଶ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ସାହାଯ୍ୟରେ ଲଢିବ ଓ ଶତ୍ରୁକୁ ହରାଇବ…
ବଢିଲା କଙ୍ଗନାଙ୍କ ଅଡୁଆ: କୋର୍ଟରେ ମାମଲା
ପାଟନା,୧୮ ।୧୨: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଆଜିକାଲି ନିଜ ଫିଲ୍ମ ଅପେକ୍ଷା ରାଜନୈତିକ ବୟାନ ବାଜିକୁ ନେଇ ରହୁଛନ୍ତି ଚର୍ଚ୍ଚାରେ । ଏମିତି କେତେଥର ଦେଖାଗଲାଣି ସେ ନିଜ ବୟାନକୁ ନେଇ ଆସିଯାଉଛନ୍ତି ବିବାଦ ଘେରକୁ । ନିକଟରେ ବିହାର…
ଦେଶୀ ଗାଈ ପାଳିଲେ ମିଳିବ ବଡ ଲାଭ: ଏମ୍ବିଏ,ବିଟେକ୍ ଛାତ୍ରୀଛାତ୍ର ଶିଖିବେ କୌଶଳ
ଦେଶୀଗାଈ ପାଳିଲେ ଗୋଟିଏ ନୁହେଁ, ଅନେକ ଲାଭ ଅଛି। ଦେଶୀ ଗାଈ ବ୍ୟବସାୟ କରି ଆପଣ ଏକ ବଡ଼ ଲାଭ ମଧ୍ୟ କରିପାରିବେ। କେବଳ ଏତିକି ନୁହେଁ, ଏହି ବ୍ୟବସାୟ କରିବା ଦ୍ୱାରା ପରିବେଶ ଏବଂ ସମାଜ ଉପରେ ମଧ୍ୟ ଭଲ…
ବିଧାନସଭାରେ ଭାଜପାର କଥିତ ଘୋଟାଲା ବ୍ୟାନର ଦେଖାଇଲା ଏଏପି
ନୂଆଦିଲ୍ଲୀ,୧୮ ।୧୨: ଆମ ଆଦମୀ ପାର୍ଟି(ଏଏପି) ବିଧାନସଭାର ବିଶେଷ ଅଧିବେଶନକୁ ଶୁକ୍ରବାର ପର୍ଯ୍ୟନ୍ତ ବଢାଇ ଦେଇଛି । ଦ୍ୱିତୀୟ ଦିନ ବି ଏହାର ଆରମ୍ଭ ପାଟିତୁଣ୍ଡରୁ ଆରମ୍ଭ ହୋଇଛି । ଦ୍ୱିତୀୟ ଦିନର କାର୍ଯ୍ୟ ଆରମ୍ଭ ହେବା ପରେ ପରେ ଆମ…
ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟକୁ ଓଏଲ୍ଏକ୍ସରେ ବିକ୍ରି ପାଇଁ ଦେଲେ ଯୁବକ
ବାରାଣସୀ,୧୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏଠାରେ କିଛି ଯୁବକ ମୋଦିଙ୍କ ସଂସଦୀୟ କାର୍ଯ୍ୟାଳୟକୁ ଓଏଲଏକ୍ସରେ ବିକ୍ରି ପାଇଁ ଦେଇଛନ୍ତି। ପିଏମ ମୋଦୀଙ୍କ ସଂସଦୀୟ କାର୍ଯ୍ୟାଳୟର ଏକ ଫଟୋ ନିଆଯାଇ ଓଏଲଏକ୍ସରେ…
କୃଷକ ମୃତ୍ୟୁକୁ ନେଇ ପୁଣି କେନ୍ଦ୍ର ସରକାରଙ୍କୁ ଘେରିଲେ ରାହୁଲ
ନୂଆଦିଲ୍ଲୀ,୧୮ ।୧୨: କଗ୍ରେସ ନେତା ରାହୁଲ ଗାନ୍ଧୀ କୃଷକ ଆନ୍ଦୋଳନକୁ ନେଇ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗଣମାଧ୍ୟମର ଏକ ରିପୋର୍ଟର ଦାବି ଅନୁଯାୟୀ ସେ କହିଛନ୍ତି କୃଷକ ଆନ୍ଦୋଳନରେ ଏବେ ପର୍ଯ୍ୟନ୍ତ ୨୨ କୃଷକଙ୍କ ମୃତ୍ୟୁ ହେଲାଣି ।…
ପୁଣି ମମତାଙ୍କୁ ଝଟ୍କା: ଦଳ ଛାଡିଲେ ଆଉ ଜଣେ ବିଧାୟକ
କୋଲକତା,୧୮।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ(ଟିଏମ୍ସି)କୁ ଝଟ୍କା ପରେ ଝଟ୍କା ଲାଗିଚାଲିଛି। ଜଣେ ପରେ ଜଣେ ବିଧାୟକ ଦଳରୁ ଇସ୍ତଫଶ ଦେଉଛନ୍ତି। ଶୁକ୍ରବାର ଦଳର ଅନ୍ୟ ଜଣେ ବିଧାୟକ ଶୀଳଭଦ୍ର ଦତ୍ତ ଦଳରୁ ଇସ୍ତଫା ଦେଇଛନ୍ତି। ୨୪ ପରଗଣା…
Archives


