ଜାତୀୟ

୫୫ ବର୍ଷ ପରେ ଚିଲାହାଟି-ହଲଦିବାଡି ରେଲୱେ ଲିଙ୍କ୍ ଆରମ୍ଭ କଲେ ମୋଦି-ହାସିନା

ନୂଆଦିଲ୍ଲୀ,୧୭ ।୧୨: ଭାରତ ଓ ବାଂଲାଦେଶ ମଧ୍ୟରେ ଗୁରୁବାର ଦିପାକ୍ଷିକ ବାତ୍ତା ଜାରି ରହିଛି । କରୋନା ଯୋଗୁ ଏହା ଭର୍ଚୁଆଲ ବୈଠକ ମାଧ୍ୟମରେ କରାଯାଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସହ କଥା…

ଉର୍ମିଳାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ

ମୁମ୍ବାଇ,୧୭ ।୧୨: ବଲିଉଡ୍ ନାୟିକା ତଥା ରାଜନେତା ଉର୍ମିଳା ମାତୋଣ୍ଡକରଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡିଛି । ଏହି ସୂଚନା ନିଜେ ଉର୍ମିଳା ଦେଇଛନ୍ତି । ଆକାଉଣ୍ଟ ହ୍ୟାକ ହେବା ପରେ ଏ ନେଇ ଅଭିନେତ୍ରୀ ମହାରାଷ୍ଟ୍ର ପୋଲିସର ସାଇବର…

ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍‌ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । ଏବେ ତାଙ୍କୁ ୱାଇ କାଟାଗୋରୀ ସୁରକ୍ଷା ଯୋଗାଇ ଦିଆଯାଇଛି । ସନ୍ନିଙ୍କ…

ପିତାଙ୍କ ଚାକିରିରେ ବିବାହିତା କନ୍ୟାଙ୍କର ବି ରହିବ ଅଧିକାର: ହାଇକୋର୍ଟ

ବେଙ୍ଗାଲୁରୁ,୧୭।୧୨: ଏଣିକି ପିତାଙ୍କ ଚାକିରିରେ ବି ବିବାହିତା କନ୍ୟାଙ୍କର ବି ଅଧିକାର ରହିବ। ଆବଶ୍ୟକସ୍ଥଳେ ସେ ପିତାଙ୍କ ଅନ୍ତେ ନିଯୁକ୍ତି ପାଇପାରିବେ। ଏସମ୍ପର୍କିତ ଏକ ମାମଲାର ବିଚାର କର୍ନାଟକ ହାଇକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହାଦ୍ୱାରା ସରକାରୀ ଚାକିରି କରୁଥିବା…

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଏଭଳି ସମ୍ପର୍କ ସମ୍ପୃକ୍ତ ମହିଳାଙ୍କ ସହମତି ହେଉଥିବାରୁ ଏହାକୁ…

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ କ୍ଷମତା ହାତେଇବାକୁ ଦଳ ସବୁ ପ୍ରକାଳ କୌଶଳ ପ୍ରାୟୋଗ କରିବାରେ ଲାଗିପଡିଛି । ନିର୍ବାଚନ…

କୁକୁର ସହ ଫୁଟ୍‌ପାଥ୍‌ରେ ଶୋଇଥିଲେ କୁନି ବାଳକ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଜଣେ ବେସାହାରା କୁନି ବାଳକ ଏକ କୁକୁର ସହିତ ଶୋଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋ ଭାଇରାଲ ହେବା ପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ

ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ…

କହୁକହୁ କହିଦେଲେ ସତ: କମଳନାଥଙ୍କ ସରକାରଙ୍କୁ କ୍ଷମତାଚ୍ୟୁତ କରିଥିଲେ ମୋଦି

ଇନ୍ଦୋର,୧୭।୧୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାଚ୍ୟୁତ କରିଥିଲେ। ଏସମ୍ପର୍କରେ ଭାଜପା ମହାସଚିବ କୈଳାଶ ବିଜୟଭର୍ଗିୟ କହିଛନ୍ତି। ଇନ୍ଦୋରଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଏହା ସହିତ ସେ ଉପସ୍ଥିତ ଲୋକଙ୍କ ଏହା…

ଶାସକ ଏଲ୍‌ଡିଏଫ୍‌ ବିଜୟୀ

ଥିରୁଭାନନ୍ଥପୁରମ୍‌, ୧୭।୧୨: କେରଳ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନରେ ଶାସକ ବାମ ଗଣତାନ୍ତ୍ରିକ ସାମ୍ମୁଖ୍ୟ (ଏଲ୍‌ଡିଏଫ୍‌) ବହୁ ଆଗରେ ରହି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଆସନ୍ତା ବର୍ଷ ସେଠାରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ତା’ ପୂର୍ବରୁ…

୧୩୧ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ୨୦୧୮ରେ ଭାରତ ୧୩୦ତମ ସ୍ଥାନରେ ଥିଲା। ଦେଶର ସ୍ବାସ୍ଥ୍ୟ, ଶିକ୍ଷା ଓ…

ନିଜ ଗୁଳିରେ ଟଳିଲେ ଶିଖ୍‌ ପୂଜକ

ନୂଆଦିଲ୍ଲୀ, ୧୭ା୧୨: କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ସିଂଘୁ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସଂଘର୍ଷ ଓ ଦୁର୍ଦ୍ଦଶାରେ ମର୍ମାହତ ହୋଇ ଜଣେ ଶିଖ୍‌ ପୂଜକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତକ ହରିୟାଣାର ଜଣେ ଧର୍ମପ୍ରଚାରକ ବାବା ରାମ ସିଂ(୬୫) ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri