ଜାତୀୟ

କରୋନାକୁ ପରାସ୍ତ କଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କରୋନା ଭାଇରସ୍‌କୁ ପରାସ୍ତ କରିଛନ୍ତି। କରୋନା ଭାଇରସ୍‌ ଓ ଡେଙ୍ଗୁରେ ଆକ୍ରାନ୍ତ ସିସୋଦିଆ ମଙ୍ଗଳବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସିସୋଦିଆଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ମେକ୍ସ ହସ୍ପିଟାଲରୁ...

ଚିରାଗ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଏଲ୍‌ଜେପି

ପାଟନା,୨୯ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏନ୍‌ଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାର ଓ ମହାମେଣ୍ଟ ପକ୍ଷରୁ ତଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯିବ ବୋଲି ଆଲୋଚନା ହେଉଛି ।...

୫୭ ଆସନରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୨୯ ।୯: ନିବାଚନ କମିଶନ ମଧ୍ୟପ୍ରଦେଶ, ଗୁଜରାଟ, ଓଡ଼ିଶା, ନାଗାଲାଣ୍ଡ, ମଣିପୁର ସମେତ ୫୬ ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ଲାଗି ତାରିଖ ଘୋଷଣା କରିଛନ୍ତି । ଏହି ଆସନରେ...

କମ୍ପାନୀରୁ ଡକରା: ବିମାନରେ ସୁରଟ ଫେରୁଛନ୍ତି ପ୍ରବାସୀ ଶ୍ରମିକ !

ସୁରଟ, ୨୯।୯: କରୋନା ମହାମାରୀ ସଙ୍କଟ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା। ସେତେବେଳେ ସୁରାଟରେ ବାସ କରୁଥିବା ପ୍ରବାସୀ ଶ୍ରମିକ ଘରକୁ ଫେରି ଆସିଥିଲେ। ତେବେ ଇତିମଧ୍ୟରେ ପରିସ୍ଥିିତିର ସୁଧାର ଆସିଛି। ସୁରଟରେ ଶିଳ୍ପସଂସ୍ଥାଗୁଡ଼ିକ ଖୋଲିଛି। ଶିଳ୍ପସଂସ୍ଥାରେ ଶ୍ରମିକଙ୍କ...

ଡ୍ରଗ୍ସ ମାମଲା: ଅଭିନେତ୍ରୀଙ୍କ ପରେ ଏନ୍‌ସିବି ରାଡାରରେ ଆସିପାରନ୍ତି ବଲିଉଡ୍‌ର ଆଗଧାଡିର ଅଭିନେତା

ମୁମ୍ବାଇ,୨୯ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଏହି ମାଲଲାରେ ଦୀପିକା ପାଦୁକୋନ, ସାରା ଅଲ୍ଲି ଖାଁ, ଶ୍ରଦ୍ଧା କପୁର...

ଦେବୀ ଦୁର୍ଗା ସାଜି ଫଟୋଶୁଟ୍‌ କଲେ ଏହି ସୁନ୍ଦରୀ ରାଜନେତ୍ରୀ

ଲୋକସଭା ସଦସ୍ୟା ତଥା ଅଭିନେତ୍ରୀ ନୁସରତ ଜାହାନ କୌଣସି ନା କୌଣସି କଥାକୁ ନେଇ ସବୁ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ସେ କ୍ରମାଗତ ଭାବେ ନିଜର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ତାକୁ ପ୍ରଶଂସକମାନେ ପସନ୍ଦ...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ : ମାନକୋଟ ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼, ୨୯ ଦିନରେ ୪୫ ଥର

ଶ୍ରୀନଗର, ୨୯।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ଭୋର୍‌ ୪ଟା ୩୦ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ମାନକୋଟ...

ଏନ୍‌ଏଚ୍‌ରେ ୫ ହଜାରରୁ ଅଧିକ ମୃତ୍ୟୁଯନ୍ତା: ତାମିଲନାଡୁରେ ସର୍ବାଧିକ

ନୂଆଦିଲ୍ଲୀ, ୨୯।୯: ଜାତୀୟ ରାଜପଥ(ଏନ୍‌ଏଚ୍‌)ରେ ୫ ହଜାର ୪୮୯ ମୃତ୍ୟୁଯନ୍ତା ରହିଛି। ୨୦୧୫ରୁ ୨୦୧୯ ମଧ୍ୟରେ ଏସବୁ ଦୁର୍ଘଟଣାସ୍ଥଳକୁ ଚିହ୍ନଟ କରାଯାଇଛି। ଜାତୀୟ ରାଜପଥର ପ୍ରତି ୫୦୦ ମିଟରରେ ମଧ୍ୟରେ ହାରାହାରି ୫ଟି ଦୁର୍ଘଟଣା ଗତ ୩ ବର୍ଷରେ ଘଟିଥିବା...

ଚାଇନା ସହ ନା ରହିଛି ଯୁଦ୍ଧର ସ୍ଥିତି ନା ରହିଛି ଶାନ୍ତିର ସ୍ଥିତିି: ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୯ ।୯: ଚାଇନା ସହ ଲାଗି ରହିଥିବା ସୀମା ବିବାଦ ମଧ୍ୟରେ ଉତ୍ତର ସୀମାରେ ଲାଗି ରହିଥିବା ଉତ୍ତେଜନା କମିବାର ନାଁ ନେଉନି । ଏହାକୁ ନେଇ ଭାରତୀୟ ବାୟୁସେନାର ମୁଖ୍ୟ ଆର୍‌କେଏସ୍ ଭଦୁରିଆ କହିଛନ୍ତି ଏବେ ପରିବେଶ ଓ...

କେତେ ଦିନ ଅଟକ ରହିବେ ମେହବୁବା: ସପ୍ତାହେ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୯।୯: ପିଡ଼ିପି ସଦସ୍ୟା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ଆଉ କେତେ ଦିନ ଅଟକ ରଖାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କ ପକ୍ଷରୁ ପ୍ରଶ୍ନ କରାଯାଇଛି। ଏସମ୍ପର୍କରେ ଖଣ୍ଡପୀଠ ପକ୍ଷରୁ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟାକୁ ପଚରା...

ନମାମି ଗଙ୍ଗେ ପ୍ରକଳ୍ପ: ପ୍ରତିଦିନ ୧୫୧ ନିୟୁତ ଲିଟରରୁ ଅଧିକ ଜଳ ହେବ ଶୋଧନ, ଟଙ୍କାଏରେ ପାଣି ସଂଯୋଗ ସୁବିଧା

ହରିଦ୍ୱାର, ୨୯।୯: ନମାମି ଗଙ୍ଗେ ମିଶନ ପ୍ରକଳ୍ପ ଅର୍ନ୍ତଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରଖଣ୍ଡରେ ୬ ମେଗା ପରିଯୋଜନାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ଏହା ଦ୍ୱାରା ପ୍ରତିଦିନ ୧୫୧.୫ ନିୟୁତ ଲିଟର ଜଳ ଶୋଧନ କରାଯାଇପାରିବ।...

୨୧ ବର୍ଷ ପରେ ଦୋଷମୁକ୍ତ ହେଲେ ଏହି ବ୍ୟକ୍ତି, କୋର୍ଟ କହିଲେ ବଳାତ୍କାର ନୁହେଁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା

ନୂଆଦିଲ୍ଲୀ,୨୯।୯: ଦୀର୍ଘ ୨୧ ବର୍ଷ ପରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି ମାନ୍ୟବର ସୁପ୍ରିମ କୋର୍ଟ। ଜଣେ ମହିଳାଙ୍କ ଦ୍ୱାରା ବଳାତ୍କାର ଅଭିଯୋଗ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ, ଏହା ବଳାତ୍କାର ନୁହେଁ ବରଂ ଉଭୟ ପରସ୍ପରକୁ ଗଭୀର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri