ଜାତୀୟ

ଦିଦି-ଓଓ୍ବାଇସି ବାକ୍‌ ଯୁଦ୍ଧ

ନୂଆଦିଲ୍ଲୀ,୧୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ନେଇ ଏବେ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଲଢ଼ିବା ନେଇ ଓଓ୍ବାଇସି ଘୋଷଣା କରିଥିଲେ। ଏହାକୁ ନେଇ ମମତା…

ବରିଷ୍ଠ ନାଗରିକଙ୍କୁ ସରକାରଙ୍କ ଉପହାର: ଏୟାର ଇଣ୍ଡିଆରେ ଯାତ୍ରାରେ ଦେବାକୁ ପଡ଼ିବ ଅଧା ଭଡ଼ା

ନୂଆଦିଲ୍ଲୀ,୧୬।୧୨: ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ସରକାରଙ୍କ ପକ୍ଷରୁ ଉପହାର ଘୋଷଣା କରାଯାଇଛି। ଏହି ଘୋଷଣା ଅନୁସାରେ ଏଣିକି ଏୟାର ଇଣ୍ଡିଆରେ ଯାତ୍ରା କରୁଥିବା ବରିଷ୍ଠ ନାଗରିକଙ୍କୁ ଅଧା ଭଡ଼ା ଦେବାକୁ ପଡ଼ିବ। ୬୦ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ…

ପିଏମ୍‌ କେୟାର ପାଣ୍ଠିକୁ ଚାଇନା-ପାକିସ୍ତାନରୁ ଅନୁଦାନ: କିଏ ଦେଇଛି, କେତେ ଦେଇଛି

ନୂଆଦିଲ୍ଲୀ,୧୬।୧୨: ପିଏମ୍‌ କେୟାର ପାଣ୍ଠିକୁ ଚାଇନା,ପାକିସ୍ତାନ ଏବଂ କତାରରୁ ଅନୁଦାନ ଆସିଛି। ତେବେ ଏସବୁ ଅନୁଦାନ କିଏ ଦେଇଛି ଓ କେତେ ଦେଇଛି ସେ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ ଆରମ୍ଭ ହୋଇଛି। କଂଗ୍ରେସ…

ମହଙ୍ଗା ପଡ଼ିଲା ଅସ୍ତ୍ରବିରତି ଉଲ୍ଲଂଘନ: ପାଲଟା ଗୁଳିମାଡ଼ରେ ୨ ପାକିସ୍ତାନୀ ସୈନ୍ୟ ମୃତ

ଶ୍ରୀନଗର,୧୬।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜାନ ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ଜାଣିଶୁଣି ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ନୌସେରା ସେକ୍ଟରରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନ ପାକିସ୍ତାନକୁ ମହଙ୍ଗା ପଡ଼ିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ…

ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୨: ଭାରତ ପାକିସ୍ତାନ ମଧ୍ୟରେ ୧୯୭୧ରେ ହୋଇଥିବା ଯୁଦ୍ଧରେ ଶହୀଦ୍‌ ହୋଇଥିବା ଯବାନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶହୀଦ୍‌ଙ୍କ ଋଣ ସୁଝିହେବ ନାହିଁ। ଦେଶର ସୁରକ୍ଷା ଏବଂ ଅଖଣ୍ଡତା ପାଇଁ ପ୍ରାଣବଳୀ ଦେଇଥିବା ଶହୀଦ୍‌ଙ୍କୁ ଦେଶ…

୩ ରାଜ୍ୟରେ ୪୦ ପ୍ରତିଶତ ବାଲ୍ୟ ବିବାହ ମାମଲା

ନୂଆଦିଲ୍ଲୀ,୧୬।୧୨: ଦେଶର ୩ ରାଜ୍ୟରେ ୪୦ ପ୍ରତିଶତ ବାଲ୍ୟ ବିବାହ ମାମଲା ଘଟୁଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ପକ୍ଷରୁ ପ୍ରକାଶିତ ହୋଇଥିବା ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ବିହାର, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଏଭଳି ମାମଲା ଘଟୁଛି। ଏସବୁ ରାଜ୍ୟରେ…

କରୋନା ଟିକାକରଣ ପ୍ରସ୍ତୁତି: ୬୩୩ ଜିଲାରେ ଆରମ୍ଭ ହେବ ଟିକାଦାନ

ନୂଆଦିଲ୍ଲୀ,୧୬।୧୨: ଆଉ କିଛି ଦିନ ପରେ ଦେଶରେ କରୋନା ପ୍ରତିଷେଧକ ଟିକା ଉପଲବ୍ଧ ହେବ। ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେଶର ୬୩୩ ଜିଲାରେ ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। କେନ୍ଦ୍ର ତଥା ରାଜ୍ୟ ସରକାରଙ୍କର ୨୩ଟି…

ଟୁଇଟର ଯୁଦ୍ଧରେ ପ୍ରଣବଙ୍କ ଝିଅ-ପୁଅ

ନୂଆଦିଲ୍ଲୀ, ୧୬।୧୨: ରାଷ୍ଟ୍ରପତି ଥିବାବେଳର ଅଭିଜ୍ଞତା ଓ କଂଗ୍ରେସର ନେତୃତ୍ୱକୁ ନେଇ ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀଙ୍କ ପୁସ୍ତକ ‘ଦି ପ୍ରେସିଡେନ୍ସିଆଲ ଇୟର୍ସ’ ପ୍ରକାଶନ ପୂର୍ବରୁ ବିବାଦୀୟ ହେବାରେ ଲାଗିଛି। ପୁସ୍ତକକୁ ପବ୍ଲିଶ ନ କରିବାକୁ ତାଙ୍କ ପୁଅ…

ଅଭିଯୋଗକାରିଣୀ ହେଲେ ଜିଲାପାଳ

ଭୋପାଳ, ୧୬ା୧୨: ମଧ୍ୟପ୍ରଦେଶ ରାଜ୍ୟ ଶିବପୁରୀ ଜିଲାପାଳଙ୍କ ନିକଟକୁ ଅଭିଯୋଗ ନେଇ ଆସିଥିବା ଜଣେ ଛାତ୍ରୀ ଗୋଟିଏ ଦିନ ପାଇଁ ଜିଲାପାଳ ହେବା ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାରୁ ପ୍ରକାଶ, ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ଜାହ୍ନବୀ ନାମ୍ନୀ…

୧୭ରେ ମୋଦି-ହାସିନା ଆଲୋଚନା

ନୂଆଦିଲ୍ଲୀ, ୧୬ା୧୨: ଭାରତ ଓ ବାଂଲାଦେଶ ମଧ୍ୟରେ ଆସନ୍ତା ଗୁରୁବାର ଦ୍ୱିପାକ୍ଷିକ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଲାଦେଶ ପ୍ରତିପକ୍ଷ ଶେଖ ହାସିନାଙ୍କ ମଧ୍ୟରେ ଏହି ଭର୍ଚୁଆଲ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷର ହୋଇପାରେ। ଆସନ୍ତା ବର୍ଷ…

କର୍ନାଟକ ବିଧାନ ପରିଷଦରେ ହାଇଡ୍ରାମା

ବେଙ୍ଗାଲୁରୁ,୧୬ା୧୨(ପି.ଟି.); କର୍ନାଟକ ବିଧାନ ପରିଷଦରେ ମଙ୍ଗଳବାର ହାଇଡ୍ରାମା ଦେଖିବାକୁ ମିଳିଛି। ଅନାସ୍ଥା ପ୍ରସ୍ତାବକୁ ନେଇ ଶାସକ ଭାଜପା ସହ ବିରୋଧୀ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବଂ କଂଗ୍ରେସ ସଦସ୍ୟମାନେ ପରସ୍ପରକୁ ଟଣାଓଟରା କରି ଧସ୍ତାଧସ୍ତି ହୋଇଥିଲେ। ବିରୋଧୀ ସଦସ୍ୟମାନେ ଉପବାଚସ୍ପତିଙ୍କୁ…

ପିଲାଙ୍କୁ ଶିକ୍ଷା ପାଇଁ ମାସକୁ ୨ ହଜାର ଦିଅ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ମହାମାରୀ କରୋନା ସମୟରେ ଚାଇଲ୍ଡ କେୟାର ଇନ୍‌ଷ୍ଟିଚ୍ୟୁଶନ (ସିସିଆଇ)ରୁ ଘରକୁ ଯାଇ ପରିବାର ସହ ଥିବା ଶିଶୁମାନଙ୍କୁ ଜଣ ପିଛା ମାସକୁ ୨ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri