ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଷ୍ଟାଲିନ
ନୂଆଦିଲ୍ଲୀ, ୨।୫: ତାମିଲନାଡୁ ନିର୍ବାଚନରେ ଡିଏମ୍କେ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଛି। ୨୩୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଡିଏମ୍କେ ମେଣ୍ଟ ୧୪୮ ଆସନରେ ଆଗୁଆ ରହିଛି। ଦଳର ଏହି ସଫଳତା ପାଇଁ ଡିଏମ୍କେ ଅଧ୍ୟକ୍ଷ ଏମ୍.କେ.…
ଜନାଦେଶକୁ ସ୍ବୀକାର କଲେ ରାହୁଲ
ନୂଆଦିଲ୍ଲୀ,୨।୫: ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ଜନାଦେଶକୁ ବିନମ୍ରତାର ସହ ଗ୍ରହଣ କରୁଛୁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର କହିଛନ୍ତି। ତେବେ ଦଳ ଏହାର…
ନନ୍ଦିଗ୍ରାମ ଫଳାଫଳକୁ ନେଇ ଦ୍ୱନ୍ଦ୍ୱ : କୋର୍ଟ ଯିବେ ମମତା
କୋଲକାତା,୨।୫ : ପଶ୍ଚିମବଙ୍ଗରେ ବୃହତ୍ ବିଜୟ ହାସଲ କରିଛନ୍ତି ମମତା ବାନାର୍ଜୀ। କିନ୍ତୁ ନନ୍ଦିମ୍ରାମ ଆସନରେ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ପରାଜିତ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ଆସୁଛି। ମୁଁ ନନ୍ଦିଗ୍ରାମବାସୀଙ୍କ ନିଷ୍ପତ୍ତିକୁ ଗ୍ରହଣ କରୁଛି। ଏହା ବଡ଼ କଥା…
‘ କେରଳରେ ଭାଜପା ପାଇଁ ଯାଗା ନାହିଁ ’
ଥିରୁଭାନ୍ଥପୁରମ,୨।୫ : କେରଳରେ ଭାଜପା ପାଇଁ ଯାଗା ନାହିଁ। ଆମ ରାଜ୍ୟ କଦାପି ସାମ୍ପ୍ରଦାୟିକତା ଓ ଧାର୍ମିକ ବିଭେଦକୁ ଗ୍ରହଣ କରିବ ନାହିଁ। ୟୁଡିଏଫ୍ର କ୍ରସ ଭୋଟିଂ ଯୋଗୁ ଭାଜପା ଗତ ଥର ଗୋଟିଏ ସିଟ୍ ହାତେଇଥିଲା। ଆମେ କହିଥିଲୁ ରାଜ୍ୟରେ…
ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ନେତା ଏମ.କେ ଷ୍ଟାଲିନ ଏବଂ ଅନ୍ୟ ରାଜ୍ୟର ବିଜେତା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।…
ନନ୍ଦିଗ୍ରାମରେ ଯାହା ଘଟିଲା ତାହା ଭୁଲି ଯାଆନ୍ତୁ: ମମତା ବାନାର୍ଜୀ
କୋଲକାତା,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ପୁଣି ଥରେ କ୍ଷମତା ବଜାୟ ରଖିବାରେ ସଫଳ ହୋଇଛନ୍ତି। କିନ୍ତୁ ନନ୍ଦିଗ୍ରାମରୁ ନିଜେ ହାରିଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କଠାରୁ ମାତ୍ର ୧୯୫୭ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି। ଏହାସତ୍ତ୍ୱେ ମମତା ବାନାର୍ଜୀ ତୃତୀୟ…
କଡ଼ା ଟକ୍କର ପରେ ମମତାଙ୍କୁ ହରାଇଲେ ଶୁଭେନ୍ଦୁ
କୋଲକାତା,୨।୫: କଡା ଟକ୍କର ମଧ୍ୟରେ ନନ୍ଦିଗ୍ରାମରୁ ବିଜୟ ହାସଲ କରିଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମାତ୍ର ୧୯୫୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଉଭୟଙ୍କ ମଧ୍ୟରେ ଶେଷ ରାଉଣ୍ଡ ଗଣତି ପର୍ଯ୍ୟନ୍ତ କଡା ଟକ୍କର…
କୌଣସି ଦଳ ପାଇଁ ରଣନୀତି ପ୍ରସ୍ତୁତ କରିବି ନାହିଁ – ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨।୫: ପଶ୍ଚିମବଙ୍ଗରେ ଭାଜପା ୧୦୦ ଆସନରୁ ଅଧିକ ଜିତିବ ନାହିଁ, ଯଦି ଜିତିବ ନିର୍ବାଚନୀ ରଣନୀତି କାମରୁ ସନ୍ୟାସ ନେଇଯିବି। ପଶ୍ଚିମବଙ୍ଗରେ ନିର୍ବାଚନୀ ପ୍ରଚାର ବେଳେ ଏଭଳି ଘୋଷଣ କରିଥିଲେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର। ପ୍ରଶାନ୍ତଙ୍କ ଦାବି ରବିବାର ସତ୍ୟ…
ଭାଜପା ଅଫିସ୍ରେ ଲାଗିଲା ନିଆଁ
କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ଏପର୍ଯନ୍ତ ଟ୍ରେଣ୍ଡରେ ତୃତୀୟ ଥର ପାଇଁ ଟିଏମସି ସରକାର ଗଠନ କରିବାକୁ ଯାଉଥିବା ଦେଖାଯାଉଛି। ଫଳାଫଳ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ପଷ୍ଟ ହୋଇନାହିଁ ଏବଂ ଏହା ପୂର୍ବରୁ ହିଂସା ଆରମ୍ଭ ହୋଇଯାଇଛି।…
ଐତିହାସିକ ବିଜୟ ପରେ କାର୍ଯ୍ୟକର୍ତ୍ତାଙ୍କୁ ଏମିତି ଅନୁରୋଧ କଲେ ମମତା
କୋଲକତା,୨।୫: ଦେଶର ପାଞ୍ଚଟି ରାଜ୍ୟ ବିଧାନସଭା ନିର୍ବାଚନର ଫଳାଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦୦ରୁ ଅଧିକ ଆସନ ଜିତିବ ବୋଲି ଆଶା କରାଯାଉଛି। ଏଭଳି ପରିସ୍ଥିତିରେ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ…
ମମତାଙ୍କୁ ଶୁଭେଚ୍ଛାର ସୁଅ: ବହୁ ନେତା ଜଣାଇଲେ ଅଭିନନ୍ଦନ
ନୂଆଦିଲ୍ଲୀ,୨।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ପୁଣି ଥରେ କ୍ଷମତାକୁ ଫେରୁଥିବା ଜଣାପଡିଛି। ବିଧାନସଭା ନିର୍ବାଚନ ଫଳଫଳରେ ତୃଣମୂଳ କଂଗ୍ରେସ ୨୦୦ଟି ଆସନ ଅତିକ୍ରମ କରୁଥିବାବେଳେ ଭାରତୀୟ ଜନତା ପାର୍ଟି ଦୁଇ ଅଙ୍କ ବିଶିଷ୍ଟ ମାର୍କ ମାରିବାକୁ ସଂଘର୍ଷ…
କରୋନାରେ ବାପାଙ୍କୁ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨।୫: ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। କରୋନା ଦ୍ୱାରା କେବଳ ସାଧାରଣ ଲୋକ ନୁହେଁ, ଅନେକ ବଡ ବଡ ସେଲିବ୍ରିଟି ମଧ୍ୟ ଏହାର ଶିକାର ହେଉଛନ୍ତି। ରବିବାର ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ବାପା କରୋନାରେ ପ୍ରାଣ…

