ଜାତୀୟ

୭୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ସୁଧୁରୁଛି ସମ୍ପର୍କ

ନୂଆଦିଲ୍ଲୀ/ଇସ୍‌ଲାମବାଦ,୧ା୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିପକ୍ଷ ଇମ୍ରାନ ଖାନଙ୍କୁ ମାର୍ଚ୍ଚ ୨୨ରେ ଚିଠି ଲେଖି ପାକିସ୍ତାନ ଦିବସର ଶୁଭକାମନା ଜଣାଇବା ସହ କରୋନାରୁ ଶୀଘ୍ର ଆରୋଗ୍ୟ ହେବାକୁ କାମନା କରି ଟୁଇଟ୍‌ କରିଥିଲେ। ମୋଦିଙ୍କ ଶୁଭେଚ୍ଛାର ଉତ୍ତର ରଖିଛନ୍ତି ଇମ୍ରାନ।…

କୃଷି ଆଇନ: ରିପୋର୍ଟ ଦାଖଲ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧।୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବିଶେଷଜ୍ଞ କମିଟି କେନ୍ଦ୍ରର ବିବାଦୀୟ କୃଷି ଆଇନ ଉପରେ ବୁଧବାର ସର୍ବୋଚ୍ଚ ଅଦାଲତରେ ରିପୋର୍ଟ ଦାଖଲ କରିଛି। କମିଟି ସର୍ବସାଧାରଣ ବିଜ୍ଞପ୍ତି ଜରିଆରେ ବିଭିନ୍ନ ଲୋକଙ୍କ ମତାମତ ଓ ପ୍ରସ୍ତାବ ସଂଗ୍ରହ କରିଥିଲା।…

ଶେଷ ୩ ଅଭିଯୁକ୍ତ ଦୋଷମୁକ୍ତ

ଅହମ୍ମଦାବାଦ, ୧ା୪: ଇସ୍‌ରତ ଜହାଁ ଏନକାଉଣ୍ଟର ମାମଲାରେ ଗୁଜରାଟର ଅହମ୍ମଦାବାଦସ୍ଥିତ ସ୍ବତନ୍ତ୍ର ସିବିଆଇ କୋର୍ଟ ଶେଷ ତିନି ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ଜଜ୍‌ ଭି. ଆର୍‌ ରାଓ୍ବଲ ବୁଧବାର ଏହା ଫେକ୍‌ ଏନ୍‌କାଉଣ୍ଟର ନୁହେଁ ବୋଲି ଦର୍ଶାଇବା ସହ ଅଭିଯୁକ୍ତ ଜି.…

ଟିକା ଅପଚୟ ରୋକିବାକୁ ପରାମର୍ଶ

ନୂଆଦିଲ୍ଲୀ,୧।୪(ପି.ଟି.): ଏପ୍ରିଲ ୧ରୁ ଦେଶରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ପ୍ରତ୍ୟେକ ବ୍ୟକ୍ତି କୋଭିଡ୍‌ ଟିକା ନେବେ। ଏଥିପାଇଁ ବୁଧବାର କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ସହ ଟିକାକରଣ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ଅଧିକ ସଂକ୍ରମିତ ହେଉଥିବା ଜିଲାଗୁଡ଼ିକରେ ଯେଉଁଠି…

ନିଷ୍ପତ୍ତି ନେବ ନନ୍ଦିଗ୍ରାମ

କୋଲକାତା/ଗୁଆହାଟୀ,୧ା୪ : ପଶ୍ଚିମବଙ୍ଗ ଓ ଆସାମରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଏଥିପାଇଁ ନିର୍ବାଚନ କମିଶନ (ଇସି) ଏବଂ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପଶ୍ଚିମବଙ୍ଗର ୩୦ ଆସନ ଲାଗି ୧୦,୬୨୦ ସମ୍ବେଦନଶୀଳ ପୋଲିଂ…

କରୋନା ଆକ୍ରାନ୍ତ ଛାତ୍ରୀଛାତ୍ର ପରେ ଦେଇପାରିବେ ପ୍ରାକ୍ଟିକାଲ ପରୀକ୍ଷା

ନୂଆଦିଲ୍ଲୀ,୩୧।୩: ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବାରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) କର୍ତ୍ତୃପକ୍ଷ ବୋର୍ଡ ପରୀକ୍ଷାର୍ଥୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁ ଛାତ୍ରୀଛାତ୍ର କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ପାଇଁ ଚିନ୍ତା କରିବାର କିଛି କାରଣ…

ଚେତାବନୀ ଦେଲେ ମମତା: ନିର୍ବାଚନ ପରେ ନେବି ପଦକ୍ଷେପ

କୋଲକାତା, ୩୧।୩ : ଭାଜପାକୁ ଖୋଲାଖୋଲି ଚେତାବନୀ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ମୁଁ ପଦକ୍ଷେପ ନେବି। କୋଲକାତାଠାରୁ ୯୦ କିମି ଦୂର ଗୋଘାଟଠାରେ ଆୟୋଜିତ ରାଲିରେ ମମତା ଏଭଳି କହିଛନ୍ତି।…

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ। ଏହି ଚିଠି କଂଗ୍ରେସର ସୋନିଆ ଗାନ୍ଧୀଙ୍କ ସମେତ ପ୍ରମୁଖ ୧୦…

ସ୍ବାମୀଙ୍କୁ ଆକ୍ରମଣ ପରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ଆଗ୍ରା, ୩୧।୩ : ସ୍ବାମୀଙ୍କୁ ଆକ୍ରମଣ ପରେ ୧୯ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି ଉତ୍ତର ପ୍ରଦେଶର ଆଗ୍ରା ଜିଲାରୁ। ଦୁର୍ବୃତ୍ତମାନେ ଏହି ଘଟଣାର ଭିଡିଓ କରିବା ସହ କାହାକୁ କିଛି କହିଲେ ହତ୍ୟା ଧମକ ଦେଇଥିବା ଅଭିଯୋଗ…

ମତଦାନ ପୂର୍ବରୁ ନନ୍ଦିଗ୍ରାମରେ ଲାଗିଲା ୧୪୪ ଧାରା

କୋଲକାତା,୩୧।୩: ନନ୍ଦିଗ୍ରାମରେ ବିଶୃଙ୍ଖଳା କରିବା, ଭୋଟରଙ୍କୁ ଧମକାଇବାକୁ ବାହାର ରାଜ୍ୟରୁ ଗୁଣ୍ଡା ଆସିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ନିର୍ବାଚନ କମିସନଙ୍କ ପାଖରେ ଅଭିଯୋଗ କରି କାର୍ଯ୍ୟାନୁଷ୍ଠାନ ନିବେଦନ କରିଥିଲେ। ଦିଦିଙ୍କ ଅଭିଯୋଗ ପରେ ନିର୍ବାଚନ କମିସନ ପକ୍ଷରୁ ନନ୍ଦିଗ୍ରାମରେ ୧୪୪…

ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଟିକାକରଣ ପ୍ରକ୍ରିୟା ବି ଜାରି ରହିଛି। ବର୍ତ୍ତମାନ ଏହି ଟିକାକରଣ ଉପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିରେ ୪୫ ବର୍ଷ ବୟସରୁ ଅଧିକ ଲୋକଙ୍କୁ ଏପ୍ରିଲ ପହିଲାରୁ କରୋନା ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri