ଅର୍ଥନୀତିଜ୍ଞ ଈଶରଙ୍କ ପରଲୋକ
ନୂଆଦିଲ୍ଲୀ, ୨୭।୯: ମସ୍ତିଷ୍କ କର୍କଟରେ ଦୀର୍ଘ ୧୦ ମାସ ଧରି ପୀଡ଼ିତ ଥିବା ଅର୍ଥନୀତିଜ୍ଞ ଈଶର ଜଜ୍ ଆହଲୁଓ୍ବାଲିଆଙ୍କ ଶନିବାର ପରଲୋକ ହୋଇଯାଇଛି। ଅକ୍ଟୋବର ପହିଲାକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥାଆନ୍ତା। ସେ ଯୋଜନା କମିଶନର ପୂର୍ବତନ ଉପାଧ୍ୟକ୍ଷ...
ନଡ୍ଡାଙ୍କ ନୂଆ ଟିମ୍
ନୂଆଦିଲ୍ଲୀ,୨୭ା୯: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଜାତୀୟ ସାଙ୍ଗଠନିକ ସ୍ତରରେ ବଡ଼ଧରଣର ପରିବର୍ତ୍ତନ କରାଯାଇଛି। ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଶନିବାର ଏନେଇ ଘୋଷଣା କରିଥିବା ନୂଆ ଟିମ୍ରେ ରାମ ମାଧବ, ପି ମୁରଲୀଧର ରାଓ, ଅନୀଲ ଜୈନ,...
୫୫ ହଜାର ଟଙ୍କାରେ ଚନ୍ଦ୍ରରେ ଜାଗା କିଣିଲେ ସୁଶାନ୍ତଙ୍କ ପ୍ରଶଂସକ
ଆଗ୍ରା, ୨୬।୯: ତାଜ୍ ନଗରୀ ଆଗ୍ରାର ଜଣେ ଯୁବକ ଚନ୍ଦ୍ରରେ ଜାଗା କିଣିଛନ୍ତି। ଯୁବକ ଜଣଙ୍କ କହିଛନ୍ତି, ସେ ତାଙ୍କ ପରିବାର ଲୋକଙ୍କ ଲାଗି ଏପରି କରିଛନ୍ତି। ଏହି ଯୁବକଜଣଙ୍କ ଦିଗଂବତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଜଣେ...
ସ୍ବାମୀ, ଦିଅର ଦେଉଥିଲେ ଶାରୀରିକ ନିର୍ଯାତନା: ମହିଳା ନେଲେ ଏମିତି ପଦକ୍ଷେପ
ବେଙ୍ଗାଲୁରୁ,୨୬ା୯: ବେଙ୍ଗାଲୁରୁର ବୋମାନାହାଲ୍ଲିରୁ ତିନି ସପ୍ତାହ ତଳେ ରହସ୍ୟଜନକ ଭାବେ ଜଣେ ମହିଳା ନିଖୋଜ ହୋଇଯାଇଥିଲେ। ହଠାତ୍ ପୋଲିସ ନିକଟରେ ପହଞ୍ଚି ଯେଉଁ ବୟାନ ଦେଇଛନ୍ତି ତାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ବରିଷ୍ଠ ପୋଲିସ ଅଧିକାରୀ କୁହନ୍ତି, ଏହି ମହିଳା...
ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର
ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍ରେ ଡ୍ରଗ୍ସ କାରବାର ଲିଙ୍କ୍ ଥିବା ଜଣାପଡ଼ିବା ପରେ ଏନ୍ସିବି ବଲିଉଡ୍ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ସକାଳେ ଏନ୍ସିବି ନିକଟରେ ହାଜର ହୋଇଥିଲେ ଦୀପିକା...
ଏନ୍ସିବିରେ ହାଜର ହେଲେ ସାରା
ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପଚରାଉଚରା ପାଇଁ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ନାର୍କୋଟିକ୍ସ ସେଣ୍ଟ୍ରାଲ ବ୍ୟୁରୋ (ଏନ୍ସିବି)ରେ ହାଜର ହୋଇଛନ୍ତି। ଏନ୍ସିବି ପକ୍ଷରୁ ଡାକରା ପାଇ ଏହି ଅଭିନେତ୍ରୀ ଗୋଆରୁ ଆସି ମୁମ୍ବାଇରେ ପହଞ୍ଚିଛନ୍ତି।...
ଲକ୍ଡାଉନ ସମୟରେ ସାମ୍ନାକୁ ଆସିଛି ପୋଲିସର ମାନବିକତା: କେନ୍ଦ୍ର
ନୂଆଦିଲ୍ଲୀ, ୨୬ ।୯: କରୋନା ମହାମାରୀ ସମୟରେ ଦେଶରେ ଲାଗୁ କରାଯାଇଥିଲା ଲକ୍ଡାଉନ । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଲକ୍ଡାଉନ ସମୟରେ ପୋଲିସର ପ୍ରତିକ୍ରିୟାକୁ ନେଇ ଏକ ବିଶ୍ଳେଷଣ କରିଥିଲା । ଏଥିରୁ ଜଣାପଡିଛି ଯେ ଲକ୍ଡାଉନ ସମୟରେ ପୋଲିସର...
ଭାରତ-ଇସ୍ରାଏଲ ମିଳିତ ଭାବେ ପ୍ରସ୍ତୁତ କରିବେ ହାଇଟେକ୍ ଅସ୍ତ୍ର ପ୍ରଣାଳୀ
ନୂଆଦିଲ୍ଲୀ,୨୬ ।୯: ଭାରତ ଓ ଇସ୍ରାଏଲ ସେମାନଙ୍କର ପ୍ରତିରକ୍ଷା ସହଭାଗିତାକୁ ଆହୁରି ବୃଦ୍ଧି କରିବାକୁ ଯୋଜନା କରୁଛନ୍ତି । ଏଥିପାଇଁ ଉଭୟ ଦେଶ ଉଚ୍ଚ ବୈଷୟିକ ଅସ୍ତ୍ରଶସ୍ତ୍ର ପ୍ରଣାଳୀର ସହ-ବିକାଶ ଓ ସହ-ଉତ୍ପାଦନ କରିବାକୁ ଚାହୁଁଛନ୍ତି । ଏହାକୁ ସେମାନେ...
ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ
ନୂଆଦିଲ୍ଲୀ, ୨୬।୯: ଏଲ୍ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି ଉଦ୍ୟମ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ମୋଦି ଶନିବାର ଶ୍ରୀଲଙ୍କା ପ୍ରତିପକ୍ଷ...
ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଲା
ନୂଆଦିଲ୍ଲୀ, ୨୬।୯: ରାମ ଜନ୍ମ ଭୂମି ମାମଲା ଶେଷ ପରେ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଛି। ଏବେ ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଛି। ବିବାଦୀୟ ୧୩.୩୭ ଏକର ଜମି ନେଇ ମାମଲା ମଥୁରା ଏକ କୋର୍ଟରେ...
ଦିଲ୍ଲୀ ସରକାରଙ୍କ ବଡ ଘୋଷଣା: ୨୪ ଘଣ୍ଟା ପ୍ରତିଘରକୁ ଯୋଗାଇ ଦିଆଯିବ ପାଣି
ନୂଆଦିଲ୍ଲୀ,୨୬ ।୯: ଦିଲ୍ଲୀ ମୁଖ୍ୟମନ୍ତୀ ଅରବିନ୍ଦ କେଜରିୱାଲ ଶନିବାର ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଏବେ ଦିଲ୍ଲୀରେ ୨୪ ଘଣ୍ଟା ବିଜୁଳି ସହ ୨୪ ଘଣ୍ଟା ପାଣି ବି ମିଳିବ । ଏହି...
ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ରାଜୌରୀ ନୌଶେରା ସେକ୍ଟରରେ...
Archives


