ମେୟର ହାତ ଯୋଡ଼ିଲେ,ଲୋକଙ୍କୁ କଲେ ଏଭଳି ଅନୁରୋଧ…
ମୁମ୍ବାଇ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଖାଦେଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁମ୍ବାଇର ମେୟର କିଶୋରୀ ପେଡ଼ନେକର ହାତଯୋଡ଼ି ଲୋକଙ୍କୁ…
କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୬ ମୃତ…
ଅହମଦାବାଦ୍,୧।୫: ଗୁଜରାଟର ଭାରୁଚ୍ ସ୍ଥିିତ ଏକ କୋଭିଡ୍ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୧୪ଜଣ ଆକ୍ରାନ୍ତଙ୍କ ସମେତ ୨ ଜଣ ଷ୍ଟାଫ୍ ନର୍ସଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର-ଶନିବାର ମଧ୍ୟରାତ୍ର ୧୨ଟା ୩୦ରେ ଏଭଳି ଅଭାବନୀୟ ଘଟଣା ଘଟିଛି। କୋଭିଡ୍ କେୟାର ସେଣ୍ଟରରେ…
କରୋନାରେ ଶାହାବୁଦ୍ଦିନ୍ଙ୍କ ପରଲୋକ ନେଇ ଗୁଜବ…
ନୂଆଦିଲ୍ଳୀ/ପାଟନା,୧।୫: କରୋନାରେ ଆକ୍ରାନ୍ତ ହୋଇ ବିହାରର ଆରଜେଡିର ପୂର୍ବତନ ଏମ୍ପି ମହମ୍ମଦ ଶାହାବୁଦ୍ଦିନ୍ଙ୍କ ପରଲୋକ ଘଟିଥିବା ନେଇ ଶନିବାର ଗୁଜବ ସୃଷ୍ଟି ହୋଇଛି। ସେ ଦିଲ୍ଲୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ…
କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…
ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନାର ଲକ୍ଷଣ ପ୍ରକାଶ ପାଇଥିବା ଲୋକଙ୍କଠାରେ ସଂକ୍ରମଣ ୬ ମାସ ପର୍ଯ୍ୟନ୍ତ…
ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…
ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ…
ଦିଲ୍ଲୀ ଉପରାଜ୍ୟପାଳ ସଂକ୍ରମିତ
ନୂଆଦିଲ୍ଲୀ, ୧।୫(ପି.ଟି.): ଦିଲ୍ଲୀ ଉପରାଜ୍ୟପାଳ (ଏଲ୍ଜି) ଅନିଲ ବୈଜାଲ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ନିଜ ବାସଭବନରେ ଆଇସୋଲେଶନରେ ରହିଥିବାବେଳେ ଦିଲ୍ଲୀ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେ କୋଭିଡ୍ ପରୀକ୍ଷା…
ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ
ନୂଆଦିଲ୍ଲୀ, ୧।୫(ପି.ଟି.): ଦେଶରେ ଗତ କିଛିଦିନ ହେଲା ପ୍ରତ୍ୟହ ୩ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ନେଉଛି କରୋନା ମହାମାରୀ। ସଂକ୍ରମଣରୁ ରକ୍ଷା ପାଇବା ଲାଗି ଟିକାକରଣକୁ ବ୍ୟାପକ କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ।…
ସରକାର ନୁହେଁ, ଅଦାଲତ ଭରସା
ନୂଆଦିଲ୍ଲୀ,୧ା୫: ନୋଭେଲ କରୋନା ଭାଇରସ୍ର ଦ୍ୱିତୀୟ ଲହର ଭାରତକୁ ଆଣିଛି ମହାବିପତ୍ତି। ୧୦ରୁ ଊର୍ଦ୍ଧ୍ୱ ରାଜ୍ୟରେ ଅଣାୟତ୍ତ ସ୍ଥିତି। ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ। ହସ୍ପିଟାଲରେ ଶଯ୍ୟାଠୁ ନେଇ ଅକ୍ସିଜେନ, ରେମ୍ଡେସିଭିର ଭଳି ଜରୁରୀ ଇଞ୍ଜେକ୍ସନ ଓ ଜୀବନ ରକ୍ଷାକାରୀ ଔଷଧର ଘୋର ଅଭାବ…
ଜାତିସଂଘ ସହାୟତାକୁ ଭାରତର ନା
ଜାତିସଂଘ/ନୂଆଦିଲ୍ଲୀ, ୧।୫: କରୋନା ଭାଇରସ୍ର କ୍ରମବର୍ଦ୍ଧିଷ୍ଣୁ ସଂକ୍ରମଣକୁ ଭାରତ ସମ୍ଭାଳିପାରୁ ନାହିଁ। ଦେଶର ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଭୁଶୁଡ଼ିପଡ଼ିଲାଣି। କୋଭିଡ୍ ରୋଗୀ ଅକ୍ସିଜେନ୍, ଭାକ୍ସିନ ଓ ଜୀବନ ରକ୍ଷାକାରୀ ଇଞ୍ଜେକ୍ସନ ନ ପାଇ ମରୁଥିବାରୁ ଏସବୁ ପାଇଁ ଅନ୍ୟ ଦେଶଗୁଡ଼ିକ ଉପରେ ନିର୍ଭର…
ସୋସିଆଲ ମିଡିଆରେ ଲାଗିପାରିବନି କଟକଣା
ନୂଆଦିଲ୍ଲୀ, ୧।୫: ଯଦି ନାଗରିକମାନେ ସେମାନଙ୍କ ଆପତ୍ତି ଅଭିଯୋଗକୁ ସୋସିଆଲ ମିଡିଆ ଜରିଆରେ ପରସ୍ପର ମଧ୍ୟରେ ଶେୟାର କରନ୍ତି, ତେବେ ଉକ୍ତ ସୂଚନା ଉପରେ କୌଣସି ରାଷ୍ଟ୍ର କଟକଣା ଲଗାଇବା ଉଚିତ ନୁହେଁ। ସୋସିଆଲ ମିଡିଆରେ ସୂଚନାର ଅବାଧ ପ୍ରବାହ ଉପରେ…
ଅଶ୍ୱିନଙ୍କ ପରିବାରରେ ୧୦ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ,୩୦।୪ : ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଚଳିତ ଆଇପିଏଲ ମଧ୍ୟରୁ ଓହରିବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି। ତାଙ୍କ ପରିବାରର ୧୦ ଜଣ କୋଭିଡ୍-୧୯ରେ ଆକ୍ରାନ୍ତ। ଏ ନେଇ ଅଶ୍ୱିନଙ୍କ ସ୍ତ୍ରୀ ପ୍ରିଥୀ ନାରାୟଣ ଶୁକ୍ରବାର ସୂଚନା…
ବିକଳ ଦୃଶ୍ୟ : ଦୁଇ ଦିନ ଧରି ମା’ ମୃତଦେହ ପାଖରେ କାନ୍ଦୁଥିଲା ଶିଶୁ
ପୁଣେ,୩୦।୪ : ମା’ର ମୃତଦେହ ପାଖରେ ଦୁଇ ଦିନ ଧରି କାନ୍ଦୁଥିଲା ଶିଶୁ। ପଡୋଶୀମାନେ ଜାଣିଲା ପରେ ମଧ୍ୟ କୋଭିଡ୍ ଭୟରେ ଘର ମାଡ଼ୁ ନ ଥିଲେ। ଶେଷରେ ଘର ମାଲିକ ଠାରୁ ଖବର ପାଇବା ପରେ ଶିଶୁକୁ ଉଦ୍ଧାର କରିଛି…

