ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଉପହାର: ଶିଶୁ ଜନ୍ମର ସମସ୍ତ ଖର୍ଚ୍ଚ ବହନ କରିବେ ସରକାର
ପାଟଣା, ୨୭।୩: ପବିତ୍ର ହୋଲି ଉପଲକ୍ଷେ ବିହାରର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ମିଳିଛି। ଏବେ ସରକାରୀ କର୍ମଚାରୀ କିମ୍ବା ଅଧିକାରୀଙ୍କ ଘରେ ପିଲା ଜନ୍ମ ହୁଅନ୍ତି ତେବେ ପ୍ରସବ ସମୟର ସମସ୍ତ ଖର୍ଚ୍ଚ ସ୍ବାସ୍ଥ୍ୟ ବିଭାଗ ବହନ କରିବ।…
ପ୍ରେମିକଙ୍କୁ ଧରିବା ପାଇଁ ୬ ଘଣ୍ଟା ଖଟ ତଳେ ଲୁଚିଥିଲେ ମହିଳାଙ୍କ ସ୍ବାମୀ, ଆଉ ତା’ ପରେ…
ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ପ୍ରେମିକଙ୍କୁ ଧରିବା ପାଇଁ ଖଟ ତଳେ ଦୀର୍ଘ ୬ ଘଣ୍ଟା ଲୁଚି ରହିଥିଲେ। ପରେ ଏଥିରେ ସେ ସଫଳ ମଧ୍ୟ ହୋଇଥିଲେ। ଜାଣନ୍ତୁ ପୂରା ଘଟଣା ସମ୍ପର୍କରେ… ପେସାରେ ବଢ଼େଇ ଥିବା ଭରତ…
କୁମ୍ଭମେଳାରେ ୧୮ ଇଞ୍ଚ ଉଚ୍ଚତାର ନାଗା ସାଧୁ
ହରିଦ୍ୱାର,୨୭।୩: କୁମ୍ଭମେଳାରେ ବିଭିନ୍ନ ଅଞ୍ଚଳରୁ ସାଧୁସନ୍ଥଙ୍କ ସମାଗମ ହେବାରେ ଲାଗିଛି। ମେଳାକୁ ଆସିଥିବା ୧୮ ଇଞ୍ଚ ଉଚ୍ଚତାର ଜଣେ ନାଗା ସାଧୁଙ୍କୁ ଚର୍ଚ୍ଚା ଜାରି ରହିଛି। ନାଗା ସାଧୁଙ୍କ ନାମ ହେଉଛି ନାରାୟଣ ନନ୍ଦ ଗିରି ମହାରାଜ। ସେ ଜୁନା ଆଖଡ଼ାର…
ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ରାଜନୀତି: ଦେଶରୁ ଆରମ୍ଭ କରି ବିଦେଶରେ ପହଞ୍ଚିଲା
ଢାକା/କୋଲକାତା,୨୭।୩: ପଶ୍ଚିମବଙ୍ଗର ୨ କୋଟି ମତୁଆ ସମ୍ପ୍ରଦାୟଙ୍କୁ ହାତେଇବା ଲକ୍ଷ୍ୟ ନେଇ ଭାଜପା ପକ୍ଷରୁ ଦେଶରୁ ଆରମ୍ଭ ହୋଇଥିବା ରାଜନୀତି ବିଦେଶରେ ପହଞ୍ଚିଛି। ଏହି ୨ କୋଟିର ଭୋଟ ବାକ୍ସ ଭାଜପା ପକେଟକୁ ଆସିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ କରିବା…
ଲକ୍ଡାଉନ୍ ଦ୍ୱାରା ମହାମାରୀର ହେବନି ସମାଧାନ: ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ,୨୭।୩: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଲକ୍ଡାଉନ୍ ଜାରି ହେବା ନେଇ ବହୁ ଗୁଜବ ମଧ୍ୟ ଉଠୁଛି। ଏନେଇ ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କହିଛନ୍ତି ଯେ, ଲକ୍ଡାଉନ୍ ଦ୍ୱାରା ଦେଖାଦେଇଥିବା କରୋନା ମହାମାରୀ ସଙ୍କଟର ସମାଧାନ…
ଫେଶନ୍ ଷ୍ଟ୍ରିଟ୍ର ୪୪୮ ଦୋକାନ ଜଳିପୋଡ଼ି ପାଉଁଶ
ପୁଣେ,୨୭।୩: ମହାରାଷ୍ଟ୍ରର ପୁଣେର ଫେଶନ ଷ୍ଟ୍ରିଟ୍ରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଛୋଟବଡ଼ ୪୪୮ଟି ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ରାତ୍ର ପ୍ରାୟ ୧୧ଟା ସମୟରେ ହଠାତ୍ ନିଆଁ ଲାଗିଯାଇଥିଲା। ଚାହୁଁଚାହୁଁ ଏହା ତୀବ୍ରବେଗରେ ବ୍ୟାପିବାରେ ଲାଗିଥିଲା।…
ସଚିନ୍ କରୋନା ପିଜିଟିଭ୍
ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ଘରେ କ୍ୱାରାଣ୍ଟାଇନ୍ରେ ରହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା…
ବେକାବୁ କରୋନା: ଦିନକରେ ୬୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୭।୩: ଦେଶରେ କରୋନାର ଦେ।ହରା ମାଡ଼ ଆରମ୍ଭ ହୋଇଛି। ଧୀରେଧୀରେ ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ନୂଆ ଆକ୍ରାନ୍ତଙ୍କ ପ୍ରତିଦିନ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୫୮ରେ ପହଞ୍ଚିଛି।…
ଆସାମ-ପଶ୍ଚିମବଙ୍ଗରେ ମତଦାନ ଜାରି
କୋଲକାତା/ଗୁଆହାଟି,୨୭।୩: ଆସାମ ଓ ପଶ୍ଚିମବଙ୍ଗ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ମତଦାନ ଶନିବାର ଜାରି ରହିଛି। ଆସାମର ୪୭ ଏବଂ ପଶ୍ଚିମବଙ୍ଗର ୫ ଜିଲାର ୩୦ ଆସନରେ ମତଦାନ ସକାଳୁ ଆରମ୍ଭ ହୋଇଛି। ଆସାମର ୧୧,୫୩୦ ବୁଥ୍ ଏବଂ ପଶ୍ଚିମବଙ୍ଗର ୧୦,୨୮୮…
ବଢ଼ିଛି ବିଚାରାଧୀନ ମାମଲା
ନୂଆଦିଲ୍ଲୀ,୨୭ା୩: ଏପ୍ରିଲ ୨୩ରେ ଅବସର ନେବାକୁ ଥିବା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କ କାର୍ଯ୍ୟକାଳରେ ବିଚାରାଧୀନ ମାମଲା ସଂଖ୍ୟା ବୃଦ୍ଧି ପାଇଛି। ୨୪ରେ ନୂଆ ସିଜେଆଇ ରୂପେ ଦାୟିତ୍ୱ ନେବାକୁ ଥିବା ଜଷ୍ଟିସ୍ ଏନ୍.ଭି. ରମନାଙ୍କୁ ୬୬,୭୨୭ରୁ ଊର୍ଦ୍ଧ୍ୱ…
୨୮ରୁ ମହାରାଷ୍ଟ୍ରରେ ନାଇଟ୍ କର୍ଫ୍ୟୁ
ମୁମ୍ବାଇ,୨୬।୩ : ମହାରାଷ୍ଟ୍ରରେ ରବିବାର ଠାରୁ ନାଇଟ୍ କର୍ଫ୍ୟୁ ଲାଗୁ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥରେ ବଢ଼ିବାରୁ ନିଆଯାଇଛି ଏଭଳି ନିଷ୍ପତ୍ତି। ଶପିଂ ମଲ ସକାଳ ୭ଟାରୁ…
ଟିଏମ୍ସି କାର୍ଯ୍ୟାଳୟରେ ବୋମା ଭିଡୁଥିବା ବେଳେ ଦୁର୍ଘଟଣା ଘଟିଛି: ଭାଜପା
କୋଲକାତା,୨୬।୩: ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟରେ ପଶ୍ଚିମବଙ୍ଗରେ ୩୦ଟି ବିଧାନସଭା ଆସନ ପାଇଁ ଶନିବାର ମତଦାନ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଶୁକ୍ରବାର ପଶ୍ଚିମବଙ୍ଗ ବଙ୍କୁରା ଜିଲାର ଜୋୟପୁର ସ୍ଥିତ ଟିଏମ୍ସି ପାର୍ଟି ଅଫିସରେ ବୋମା ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୩…
Archives


