ଜାତୀୟ

‘ଟ୍ରମ୍ପଙ୍କ ପାଦୁକା ରଖି ଭାରତକୁ ଶାସନ କରୁଛନ୍ତି ମୋଦି’? କାହିଁକି ଏମିତି କହିଲେ ସଞ୍ଜୟ ରାଉତ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ମହାରାଷ୍ଟ୍ର ନେତା ଏବଂ ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରିଛନ୍ତି। ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ଏକ ପ୍ରସଙ୍ଗ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ ଯେ ଯେତେବେଳେ…

ଆମାଜନ-ଫ୍ଲିପକାର୍ଟରେ ବିକ୍ରି ହେବ ନାହିଁ ପାକିସ୍ତାନ ପତାକା! କେନ୍ଦ୍ର ନୋଟିସ ଜାରି କରି କହିଲା…

ନୂଆଦିଲ୍ଲୀ,୧୫।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ, ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। କେନ୍ଦ୍ର ସରକାର ପାକିସ୍ତାନୀ ପତାକା ବିକ୍ରୟ ଉପରେ ରୋକ ଲଗାଇଛନ୍ତି। କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ବୁଧବାର (୧୪ ମଇ, ୨୦୨୫)ରେ…

Video: ସେନା ସହିତ ଗୁଳିମାଡ ପୂର୍ବରୁ ଝୁପୁଡ଼ିରେ ଲୁଚୁଛନ୍ତି ଆତଙ୍କବାଦୀ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ, ୧୫।୫: ଜମ୍ମୁ ଓ କାଶ୍ମୀରର ଅବନ୍ତୀପୁରାରେ ଗୁରୁବାର ସକାଳୁ ଆରମ୍ଭ ହୋଇଥିବା ସୁରକ୍ଷା ବାହିନୀ ସହ ସଂଘର୍ଷରେ ନିହତ ହୋଇଥିବା ତିନି ଆତଙ୍କବାଦୀଙ୍କର ନାଟକୀୟ ଫୁଟେଜ୍ ସାମ୍ନାକୁ ଆସିଛି। ଗୋଟିଏ ଭିଡିଓରେ ଜଣେ ଆତଙ୍କବାଦୀ ଏକ କଂକ୍ରିଟ୍ ଖମ୍ବ ପଛରେ…

‘ଅପରେଶନ ସିନ୍ଦୂର’ ଆତଙ୍କବାଦ ବିରୋଧରେ ସବୁଠାରୁ ବଡ଼ ଆକ୍ସନ

ଶ୍ରୀନଗର,୧୫ା୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଜମ୍ମୁ-କଶ୍ମୀରରେ ପହଞ୍ଚିଛନ୍ତି। ସେ ‘ଅପରେଶନ ସିନ୍ଦୂର’ ପରେ ପ୍ରଥମଥର ଏଠାରେ ସେନା କର୍ମଚାରୀଙ୍କୁ ଭେଟିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଏଠାରେ ପହଞ୍ଚି ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ସେନା କର୍ମଚାରୀଙ୍କୁ କହିଛନ୍ତି, ‘ଅପରେଶନ…

ବିଦେଶୀ ଗଣମାଧ୍ୟମରେ ଧରାପଡ଼ିଲା ପାକିସ୍ତାନର ମିଛ, ସାମ୍ନାକୁ ଆସିଲା ଅନେକ ଗୁପ୍ତ ତଥ୍ୟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୫: ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ଭାରତୀୟ ସେନା ପାକିସ୍ତାନରେ ଅନେକ କ୍ଷତି ଘଟାଇଛନ୍ତି। ତଥାପି ପାକିସ୍ତାନ ଏହାକୁ ମାନିବାକୁ ନାରାଜ। ପାକିସ୍ତାନ ଏହି ସତ୍ୟକୁ ଯେତେ ଲୁଚାଇବାକୁ ଚେଷ୍ଟା କଲେ ମଧ୍ୟ ଏବେ ବିଦେଶୀ ଗଣମାଧ୍ୟମ ମଧ୍ୟ ପାକିସ୍ତାନର ମିଛକୁ ପ୍ରକାଶ…

ତୁର୍କୀରୁ ଏସବୁ ଜିନିଷ ଆମଦାନୀ କରେ ଭାରତ: ସମ୍ପର୍କ ଖରାପ ହେଲେ ଜାଣନ୍ତୁ ବଜାରରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୫।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ହୋଇଛ। କିନ୍ତୁ ଏହି ସମୟ ମଧ୍ୟରେ ବିଶ୍ୱରେ କିଏ ଆମର ବନ୍ଧୁ ଏବଂ କିଏ ଆମର ଶତ୍ରୁ ଭାରତ ଜାଣିପାରିଛି। ତୁର୍କୀରେ ଭୂମିକମ୍ପ ପରେ ଭାରତ ଯେପରି ତୁରନ୍ତ ସାହାଯ୍ୟର ହାତ ବଢ଼ାଇଥିଲା,…

ପାକିସ୍ତାନକୁ ରାଜନାଥଙ୍କ କଡ଼ା ଚେତାବନୀ: କୌଣସି ଅପ୍ରୀତିକର କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଦେଲେ କଥା ବହୁତ ଆଗକୁ ଯିବ

ଶ୍ରୀଗନର,୧୫ା୫: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଜମ୍ମୁ-କଶ୍ମୀରରେ ପହଞ୍ଚିଛନ୍ତି। ସେ ‘ଅପରେଶନ ସିନ୍ଦୂର’ ପରେ ପ୍ରଥମଥର ଏଠାରେ ସେନା କର୍ମଚାରୀଙ୍କୁ ଭେଟିଛନ୍ତି। ରାଜନାଥ ସେନା କର୍ମଚାରୀଙ୍କୁ ଭେଟିବା ପରେ କହିଛନ୍ତି, ପାକିସ୍ତାନର ପରମାଣୁ ବୋମାକୁ IAEA(ଅନ୍ତର୍ଜାତୀୟ ଆଣିବକ ଶକ୍ତି ସଂସ୍ଥା)ର…

କର୍ଣ୍ଣେଲ ସୋଫିଆଙ୍କୁ ଆପତ୍ତିଜନକ ମନ୍ତବ୍ୟ ପଡ଼ିଲା ମହଙ୍ଗା: ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି

ଭୋପାଳ,୧୫ା୫: ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିନାନି। ଭାରତୀୟ ସେନାର କର୍ଣ୍ଣେଲ ସୋଫିଆ କ୍ୟୁରେଶୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ସୁପ୍ରିମକୋର୍ଟ ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କୁ କଡ଼ା ଭର୍ତ୍ସନା କରିଛନ୍ତି। ଗୁରୁବାର ନୂତନ ମୁଖ୍ୟ ବିଚାରପତି ଭୂଷଣ…

ବୟଫ୍ରେଣ୍ଡଙ୍କ ଆଗରେ ଯୁବତୀଙ୍କୁ ଗଣବଳାତ୍କାର: ଭିଡିଓ ଭାଇରାଲ ହେବାପରେ ଘଟିଲା…

ଲକ୍ଷ୍ନୌ,୧୫।୫: ଉତ୍ତର ପ୍ରଦେଶର ବିଜନୌର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜିଲାର କିରତପୁର ଥାନା ଅଞ୍ଚଳର ଏକ ଗାଁରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୮ ବର୍ଷୀୟା ଯୁବତୀ ସେହି ଗାଁର ୬…

ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଆମେରିକାର ପୂର୍ବତନ ସେନା ଅଧିକାରୀ, କହିଲେ ମୋଦି…

ନୂଆଦିଲ୍ଲୀ, ୧୫।୫: ପୂର୍ବତନ ପେଣ୍ଟାଗନ ଅଧିକାରୀ ତଥା ଆମେରିକୀୟ ଏଣ୍ଟରପ୍ରାଇଜ ଇନଷ୍ଟିଟ୍ୟୁଟର ବରିଷ୍ଠ ଫେଲୋ ମାଇକେଲ ରୁବିନ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ହୋଇଥିବା ଯୁଦ୍ଧବିରତି ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଜାଣନ୍ତୁ କ’ଣ କ’ଣ କହିଲେ..

ନୂଆଦିଲ୍ଲୀ,୧୫।୫: ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତି ବିଧାନସଭାଗୁଡ଼ିକ ଦ୍ୱାରା ଗୃହୀତ ବିଲ ଉପରେ ନିଷ୍ପତ୍ତି ନେବା ପାଇଁ ରାଷ୍ଟ୍ରପତି ଏବଂ ରାଜ୍ୟପାଳମାନଙ୍କ ପାଇଁ ଏକ ସମୟ ସୀମା ଧାର୍ଯ୍ୟ କରିବାର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି।…

ବୟକଟ୍‌ ପରେ ବି ସୁଧୁରୁନି ତୁର୍କୀ, ଭାରତକୁ କଲା ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୫।୫: ପାକିସ୍ତାନର ଘନିଷ୍ଠ ବନ୍ଧୁ, ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ ଏର୍ଡୋଗାନ ପୁଣି ଥରେ ପାକିସ୍ତାନ ଉପରେ ପ୍ରେମ ବର୍ଷା କରିଛନ୍ତି। ଭାରତ-ପାକିସ୍ତାନ ବିବାଦର ମୁକାବିଲା ପାଇଁ ସେ ପାକିସ୍ତାନକୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ରାଷ୍ଟ୍ରପତି ଏର୍ଡୋଗାନ ଅଭିଯୋଗ କରିଛନ୍ତି, “ଭାରତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri