ଜାତୀୟ

ହନୁମାନ ନିର୍ମାଣ ପାଇଁ କୋଟି କୋଟି ଟଙ୍କାର ଜମି ଦାନ କଲେ ମୁସଲମାନ ବ୍ୟକ୍ତି

ବେଙ୍ଗାଲୁରୁ,୯।୧୨: କର୍ନାଟକର ବେଙ୍ଗାଲୁରୁରେ ଭାଇଚାରାର ଏକ ଅନନ୍ୟ ଉଦାହାରଣ ଦେଖିବାକୁ ମିଳିଛି। ଏଠାରେ ରହୁଥିବା ଜଣେ ମୁସଲମାନ ସ୍ବେଚ୍ଛାକୃତ ଭାବରେ ଏକ ବୃହତ ହନୁମାନ ମନ୍ଦିର ନିର୍ମାଣ ପାଇଁ ତାଙ୍କ ଜମି ଦାନ କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ଜମିର…

ଅଦ୍ଭୁତ ଘଟଣା: ମା’ ପେଟରୁ ଏଭଳି ଜିନିଷ ହାତରେ ଧରି ବାହାରିଲେ ନବଜାତକ, ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ

ବିହାରର ମୁଜାଫରପୁରରେ ଜଣେ ପ୍ରସୂତି ନିକଟରେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି। ତେବେ ଶିଶୁଟି ମା’ ଗର୍ଭରୁ ଏମିତି ଏକ ଜିନିଷ ଧରି ବାହାରିଥିଲେ, ଯାହାକୁ ଦେଖିବା ପରେ ଡାକ୍ତରଙ୍କ ସମେତ ପରିବାର ଲୋକ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ମହିଳାଙ୍କର ପ୍ରସବ…

ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ: ମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବାକୁ ହାତଯୋଡ଼ି ମନାକଲେ କୃଷି ବୈଜ୍ଞାନିକ

ଲୁଧିଆନା,୯।୧୨: ଅନ୍ନଦାତାଙ୍କ ଆନ୍ଦୋଳନକୁ ଦେଶ ତଥା ବିଦେଶରୁ ସମର୍ଥନ ମିଳିବାରେ ଲାଗିଛି। କେତେକ ସେମାନଙ୍କୁ ପ୍ରଦାନ କରାଯାଇଥିବା ପୁରସ୍କାର, ସମ୍ମାନ ଏବଂ ପଦକ ଫେରାଇବା ଘଟଣା ମଧ୍ୟ ଘଟିବାରେ ଲାଗିଛି। ଏପରିସ୍ଥଳେ ଲୁଧିଆନାସ୍ଥିତ ପଞ୍ଜାବ କୃଷି ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା…

ଆଳୁ ପରଟା, ପାଳଙ୍ଗ ପନିର ଭଳି ବ୍ୟଞ୍ଜନ ଶେୟାର କରି ଭାଜପାକୁ ପ୍ରସ୍ତୁତ କରିବାକୁ କହିଲା କଂଗ୍ରେସ

ନୂଆଦିଲ୍ଲୀ, ୯।୧୨: କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳମାନେ କୃଷକଙ୍କ ପକ୍ଷରୁ ଡକାଯାଇଥିବା ଭାରତ ବନ୍ଦକୁ ସମର୍ଥନ କରିଥିଲେ। ତେବେ କୃଷକ ସମର୍ଥନରେ କଂଗ୍ରେସ ଲଗାତାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛି। ସେପଟେ କଂଗ୍ରେସ ଏକ ନିଆରା ଢଙ୍ଗରେ…

ରକ୍ତଦାନ କଲେ ମାଗଣାରେ ମିଳିବ ଏକ କିଲୋ ଚିକେନ-ପନିର୍‌: ଡିସେମ୍ବର ୧୧ରୁ ପଞ୍ଜିକରଣ ଆରମ୍ଭ

ମୁମ୍ବାଇ,୯।୧୨: କଥାରେ ଅଛି ରକ୍ତ ଦାନ ମହାପୁଣ୍ୟ। ତେବେ ଲୋକଙ୍କୁ ଏହି ମହାନ କାର୍ଯ୍ୟ ପ୍ରତି ଆକର୍ଷିତ କରାଇବା ଲାଗି ମହାରାଷ୍ଟ୍ରର ମହିମ୍‌-ଓ୍ବର୍ଲି ଅଞ୍ଚଳରେ ଏଭଳି ନିଆରା ଊଦ୍ୟମ ଆରମ୍ଭ କରାଯାଇଛି। ରକ୍ତଦାନ କଲେ ମାଗଣାରେ ଏକ କିଲୋ ଚିକେନ ଅବା…

କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ: ହାଇଦ୍ରାବାଦରେ ୬୪ ବିଦେଶୀ ପ୍ରତିନିଧି

ହାଇଦ୍ରାବାଦ,୯।୧୨: ଭାରତରେ ପ୍ରସ୍ତୁତ କରାଯାଉଥିବା କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ କରିବା ପାଇଁ ବିଦେଶୀ ରାଷ୍ଟ୍ରଙ୍କ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଛି। ଏହି ମର୍ମରେ ୬୪ ବିଦେଶୀ ପ୍ରତିନିଧି ବୁଧବାର ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ପହଞ୍ଚିଛନ୍ତି। ପ୍ରତିନିଧିମାନେ ବାୟୋଟେକ୍‌ ଏବଂ…

କୁତବ ମିନାର ମସଜିଦ୍‌ ବିରୋଧରେ କୋର୍ଟରେ ମାମଲା

ନୂଆଦିଲ୍ଲୀ,୯।୧୨: କୁତବ ମିନାର ମସଜିଦ୍‌ ବିରୋଧରେ ଦିଲ୍ଲୀର ସାକେତ କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। କୁତବ ବିନାର ପରିସରରେ ୧୧୯୨ରେ ନିର୍ମିତ ହୋଇଥିବା କୁବତ୍‌-ଉଲ୍‌-ଇସଲାମ ମସଜିଦ୍‌ ବିରୋଧରେ ଦାଖଲ ହୋଇଥିବା ମାମଲାରେ ଉଲ୍ଲେଖ କରାଯାଇଛି ଯେ, ୨୭ ହିନ୍ଦୁ ଏବଂ…

ଟିକନରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ୫ଟା ସମୟରେ ସମୟରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ଟିକନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା।…

ଭାରତୀୟ ରାଜନୀତିରେ ସଫଳ ବୋହୂ

ନୂଆଦିଲ୍ଳୀ,୯।୧୨:ଆଜି ଭାରତୀୟ ରାଜନୀତିର ସଫଳ ବୋହୂ ସୋନିଆ ଗାନ୍ଧୀଙ୍କ ଜନ୍ମଦିନ। ସେ ତାଙ୍କ ଜୀବନର ୭୩ ବର୍ଷର ଯାତ୍ରା ସମାପ୍ତ କରିଛନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ସୋନିଆ କଂଗ୍ରେସ ସଭାପତି ଦାୟିତ୍ୱ ତୁଲାଇ ଆସୁଛନ୍ତି। ଦୀର୍ଘ ସମୟ ଧରି କଂଗ୍ରେସ…

ଚନ୍ଦ୍ରକୁ ପ୍ରଥମ ମହିଳା ପଠାଇବେ ବେଜୋସ୍‌

ନୂଆଦିଲ୍ଲୀ, ୯।୧୨: ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ମହାକାଶ କମ୍ପାନୀ ‘ବ୍ଲୁ ଅରିଜିନ୍‌’ ଚନ୍ଦ୍ରପୃଷ୍ଠକୁ ପ୍ରଥମ ମହିଳା ପଠାଇବାକୁ ଯାଉଛି। ଏହି କମ୍ପାନୀ ଦ୍ୱାରା ନିର୍ମିତ ଲୁନାର ଲ୍ୟାଣ୍ଡର ୨୦୨୪ ସୁଦ୍ଧା ଚନ୍ଦ୍ରକୁ ମହାକାଶଚାରୀ ପଠାଇବାକୁ ସମର୍ଥ। ଏନେଇ ନାସା ଖୁବ୍‌…

କୋଭିଡ୍‌ ଟିକାକୁ ଖୁବ୍‌ଶୀଘ୍ର ମଞ୍ଜୁରୀ

ନୂଆଦିଲ୍ଲୀ, ୯।୧୨: ଆଗାମୀ କିଛି ସପ୍ତାହ ମଧ୍ୟରେ ଭାରତରେ କେତେକ କୋଭିଡ୍‌-୧୯ ଟିକାକୁ ବ୍ୟବହାର ପାଇଁ ଲାଇସେନ୍ସ ମିଳିଯିବ ବୋଲି ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଭାରତୀୟଙ୍କୁ କୋଭିଡ୍‌ ଟିକା ଦିଆଯିବ। ପ୍ରାୟ ୧…

ଷଷ୍ଠ ପର୍ଯ୍ୟାୟ ବୈଠକ ବାତିଲ

ନୂଆଦିଲ୍ଲୀ,୯ା୧୨:କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନରତ କୃଷକ ନେତାଙ୍କୁ ମଙ୍ଗଳବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଆଲୋଚନା ପାଇଁ ଡାକିଥିଲେ। ଷଷ୍ଠ ପର୍ଯ୍ୟାୟ ବୈଠକ ପୂର୍ବରୁ ଶାହାଙ୍କ ନିମନ୍ତ୍ରଣକୁ ଗୁରୁତ୍ୱପୂର୍ଣ୍ଣ ମନେକରାଯାଉ ଥିବାବେଳେ ଏଥିରୁ କୌଣସି ନିଷ୍କର୍ଷ ବାହାରି ପାରିନାହିଁ। ସ୍ବରାଷ୍ଟ୍ରମନ୍ତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri