ଜାତୀୟ

ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ, ୫ କୋଟି ୟୁଜର ପ୍ରଭାବିିତ

ନୂଆଦିଲ୍ଲୀ,୨୭।୧: କୃଷି ଆଇନକୁ ବିରୋଧ କରି ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ମଙ୍ଗଳବାର ରାତ୍ର ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଥିଲା। ପୁଣି ଇଣ୍ଟରନେଟ…

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଉତ୍ତର ଦିଲ୍ଲୀରେ ୪୧ ଜଣ, ପୂର୍ବ ଦିଲ୍ଲୀରେ ୩୪, ପଶ୍ଚିମ…

ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରାଇବ ରେଳବାଇ

ନୂଆଦିଲ୍ଲୀ,୨୬ା୧- ରାଜଧାନୀରେ କୃଷକଙ୍କ ଟ୍ରାକ୍ଟର ରାଲି ଯୋଗୁ ମଙ୍ଗଳବାର ରାତି ୯ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଷ୍ଟେଶନରେ ଟ୍ରେନ ମିସ୍‌ କରିଥିବା ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ଟଙ୍କା ଫେରସ୍ତ କରାଯିବ। ଏ ନେଇ ଘୋଷଣା କରିଛି ଉତ୍ତରାଞ୍ଚଳ ରେଳବାଇ (ସିପିଆରଓ) । ଏହି ଅର୍ଥ…

କୃଷକ ଆନ୍ଦୋଳନ: ହରିୟାଣାରେ ହାଇ ଆଲର୍ଟ

ଚଣ୍ଡିଗଡ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଟ୍ରାକ୍ଟର ପରେଡ୍‌ ବେଳେ ଦିଲ୍ଲୀରେ ଘଟିଥିବା ହିଂସାକୁ ନେଇ ପଡୋଶୀ ହରିୟାଣାରେ ହାଇ ଆଲର୍ଟ ଜାରି କରାଯାଇଛି। ହରିୟାଣା ଡିଜିପି ମନୋଜ ଯାଦବ ରାଜ୍ୟର ସମସ୍ତ ଜିଲାରେ ହାଇ ଆଲର୍ଟ ଜାରି କରିଛନ୍ତି। ଏଥିସହିତ…

କୃଷକଙ୍କୁ ଅନୁରୋଧ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୬ା୧- ଦିଲ୍ଲୀ ଛାଡ଼ି ସୀମାକୁ ଫେରି ଆସିବାକୁ କୃଷକଙ୍କୁ ଅନୁରୋଧ କରିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ। ନୂଆ ଚାଷୀ ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତ ନଭେମ୍ବରଠାରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରଖିବାକୁ କହିଛନ୍ତି। ହିଂସା କଦାପି ଗ୍ରହଣୀୟ…

ସାଧାରଣତନ୍ତ୍ର ପରେଡ : ଅଯୋଧ୍ୟାର ରାମ ମନ୍ଦିରର ମଡେଲ ଦେଖି ଛିଡ଼ା ହେଲେ ଭକ୍ତ

ନୂଆଦିଲ୍ଲୀ,୨୬ା୧- ଦେଶର ୭୨ତମ ସାଧାରଣତନ୍ତ୍ର ପରେଡରେ ଦେଖିବାକୁ ମିଳିଛି ଅଯୋଧ୍ୟାରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିରର ମଡେଲ। ଏହା ଦେଖି ମଙ୍ଗଳବାର ସକାଳେ ରାଜପଥରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଦର୍ଶକମାନେ ଛିଡ଼ା ହୋଇ ତାଳି ମାରିଥିଲେ।…

ଟ୍ରାକ୍ଟର ରାଲିରେ ଅଘଟଣ: କୃଷକ ମୃତ

ନୂଆଦିଲ୍ଲୀ,୨୬ା୧- ନୂଆ କୃଷି ଆଇନ ବିରୋଧରେ ଚାଷୀଙ୍କ ଦ୍ୱାରା ମଙ୍ଗଳବାର ଦିଲ୍ଲୀରେ ଆୟୋଜିତ ଟ୍ରାକ୍ଟର ରାଲିରେ ଘଟିଛି ଅଘଟଣ। ସେଣ୍ଟ୍ରାଲ ଦିଲ୍ଲୀଠାରେ ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ଏ ନେଇ ସ୍ପଷ୍ଟ କରିଛି ସ୍ଥାନୀୟ ପୋଲିସ। ମୃତୁକଙ୍କ…

ସାଧାରଣତନ୍ତ୍ର ଦିବସରେ ଇତିହାସ ରଚିଲେ ଦୁଇ ଆଇଏଏଫ୍‌ ମହିଳା ପାଇଲଟ୍‌

ନୂଆଦିଲ୍ଲୀ,୨୬ା୧- ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଦୁଇ ମହିଳା ପାଇଲଟ୍‌ ସାଧାରଣତନ୍ତ୍ର ଦିବସ ପରେଡରେ ଭାଗ ନେଇ ଇତିହାସ ରଚିଛନ୍ତି। ଫ୍ଲାଇଟ୍‌ ଲ୍ୟୁଟନାଣ୍ଟ ଭଓ୍ବନ କାନ୍ଥ ପ୍ରଥମ ମହିଳା ଫାଇଟର ପାଇଲଟ ଭାବେ ପରେଡରେ ଭାଗ ନେଇଥିଲେ। ଆଇଏଏଫ୍‌ ଟାବ୍ଲେୟୁ ସଦସ୍ୟ…

ଖଣ୍ଡା ଧରି ପୋଲିସକୁ ଗୋଡାଇଲେ କୃଷକ

ନୂଆଦିଲ୍ଲୀ,୨୬।୧: ମଙ୍ଗଳବାର ସାରା ଦେଶରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଦିଲ୍ଲୀ ସୀମାରେ ଦୀର୍ଘ ଦୁଇ ମାସ ହେବ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରୁଥିବା କୃଷକମାନେ ଏକ ଟ୍ରାକ୍ଟର ରାଲି ଆରମ୍ଭ କରିଥିଲେ। ପୋଲିସ…

ଲାଲକିଲ୍ଲାରେ ଅନ୍ନଦାତାଙ୍କ ଉପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୬ା୧- ଦେଶର ସାଧାରଣତନ୍ତ୍ର ଦିବସ ଅବସରରେ ବହୁ ସଂଖ୍ୟାରେ ଆନ୍ଦୋଳନରତ ଅନ୍ନଦାତାମାନେ ମଙ୍ଗଳବାର ବ୍ୟାରିକେଡ୍‌ ଡେଇଁ ଲାଲକିଲ୍ଲା ଉପରେ  ପତାକା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲା ପରିସରରୁ ଚାଷୀଙ୍କୁ ତଡ଼ିବା ଲାଗି ଲାଠି ଚାଳନା କରିଛି ପୋଲିସ। ମିଳିଥିବା ସୂଚନା ମୁତାବକ, ଟ୍ରାକ୍ଟର…

ଦିଲ୍ଲୀରେ ରାତ୍ର ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ !

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ମଙ୍ଗଳବାର ଦିଲ୍ଲୀରେ ଅନ୍ନଦାତା ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀର କେତେକ ଅଞ୍ଚଳରେ ରାତ୍ର ୧୨ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସିଙ୍ଘୁ…

କୃଷି ଆଇନ ନ ହଟିବା ପଛରେ ଅଦୃଶ୍ୟ ଶକ୍ତି: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ପକ୍ଷରୁ ଦିଲ୍ଲୀରେ ଟ୍ରାକ୍ଟର ରାଲି ସମୟରେ ସ୍ଥିତି ଅଣାୟତ ହୋଇଛି। ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଘଟଣାକୁ ଶିବସେନା ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ଶିବସେନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri