ଜାତୀୟ

ଭାରତରେ କେବେ ମିଳିବ କରୋନା ଟିକା: ଉତ୍ତର ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭ ।୯: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର କରୋନା ଟିକା ଉପରେ । ବିଭିନ୍ନ ଦେଶ ଏହା ଉପରେ ବି ଯୋରସୋରରେ କାମ ଚଳାଇଛନ୍ତି । ଭାରତ ମଧ୍ୟ...

୧୨ ବର୍ଷ ପୂର୍ବରୁ ଅପହରଣ ଓ ହତ୍ୟାର ଶିକାର ହୋଇଥିବା ଯୁବତୀ ଜୀବନ୍ତ ଫେରିଲେ!

ଜାଲୌନ,୧୭ ।୯: ଉତ୍ତର ପ୍ରଦେଶର ଜାଲୌନରେ ୧୨ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଅପହରଣ କରାଯାଇ ହତ୍ୟା କରାଯାଇଥିବା ଖବର ଆସିଥିଲା ଚର୍ଚ୍ଚାକୁ । ଏବେ କିନ୍ତୁ ୧୨ ବର୍ଷ ପୂର୍ବେ ପ୍ରତିପକ୍ଷ କହିଛି ଯୁବତୀ ମୃତ ନୁହେଁ ବରଂ...

କରୋନା ସଙ୍କଟରେ ଦେଶକୁ ଫେରିଛନ୍ତି ୧୪ ଲକ୍ଷରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବା ସମୟରେ ୧୪ ଲକ୍ଷରୁ ଅଧିକ ଭାରତୀୟ ସ୍ବଦେଶ ଫେରିଛନ୍ତି। ଗୁରୁବାର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.ମୂରଲୀଧରନ ଏସମ୍ପର୍କରେ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ...

କରୋନାକୁ ହରାଇଲେ ୧୦୦ ବର୍ଷୀୟା ବୃଦ୍ଧା, ନର୍ସ ପାଳିଲେ ମହୋତ୍ସବ

ଗୁଆହାଟି,୧୭ା୯:  କୁହାଯାଏ ରଖେ ହରି ତ ମାରେ କିଏ। ଠିକ୍‌ ସେହିପରି ଏକ ଘଟଣା ଦେଖିବାକୁ ମିଳିଛି ଗୁଆହାଟିରେ। ଏଠାକାର ଜଣେ ଶହେ ବର୍ଷୀୟା ବୃଦ୍ଧା କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ସାଧାରଣତଃ ବୟସାଧିକ ଲୋକଙ୍କୁ କରୋନା କବଳିତ କରିଥାଏ।...

ହାଇକୋର୍ଟ ଗଲେ ରକୁଲ

ନୂଆଦିଲ୍ଲୀ, ୧୭ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଏବେ କେତେଜଣ ସେଲିବ୍ରିଟି ଏହା ମଧ୍ୟକୁ ଚାଲି ଆସିଛନ୍ତି । ନାର୍କୋଟିକ୍ସ କ୍ରାଇମ ବ୍ୟୁରୋ(ଏନ୍‌ସିବି) ଦ୍ୱାରା ଗିରଫ...

୭୨ ଏନ୍‌କାଉଣ୍ଟରରେ ୧୭୭ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୧୭।୯: ଚଳିତ ବର୍ଷ ଜାନୁୟାରୀରୁ ସେପ୍ଟେମ୍ବର ୧୭ ସୁଦ୍ଧା ଗତ ୯ ମାସ ମଧ୍ୟରେ ଆତଙ୍କବାଦ ବିରୋଧୀ ଅପରେଶନରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିିଳିଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ୭୨ ଏନ୍‌କାଉଣ୍ଟରରେ ୧୭୭ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।...

ଏଲ୍‌ଏସି ସ୍ଥିତିର ଉଲ୍ଲଂଘନ କରୁଛି ଚାଇନା: ଯେ କୌଣସି ସ୍ଥିତି ପାଇଁ ଭାରତୀୟ ସେନା ପ୍ରସ୍ତୁତ

ନୂଆଦିଲ୍ଲୀ, ୧୭।୯: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ସ୍ଥିତି ଧୀରେଧୀରେ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଚାଇନା ଏଲ୍‌ଏସି ବାସ୍ତବିକ ସ୍ଥିତିର ଉଲ୍ଲଂଘନ କରୁଛି। ତେବେ ଭାରତୀୟ ଯବାନ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ବୋଲି ଗୁରୁବାର...

ବାବ୍ରି ଅଭିଯୁକ୍ତଙ୍କୁ ଦୋଷ ମୁକ୍ତ କରାଯାଉ: ଇକବାଲ୍‌ ଅନସାରୀ

ନୂଆଦିଲ୍ଲୀ, ୧୭।୯: ବାବ୍ରି ମସଜିଦ୍‌ ଭଙ୍ଗା ମାମଲାରେ ସିବିଆଇର ସ୍ବତନ୍ତ୍ର କୋର୍ଟ ପକ୍ଷରୁ ଅଭିଯୁକ୍ତ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ, ସାଧ୍ୱୀ ରିତମ୍ଭରା, ଉମା ଭାରତୀଙ୍କ ସମେତ...

କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ, ଏହା ଜୀବନ ବଞ୍ଚାଇବା ଯୁଦ୍ଧ: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୧୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ତେବେ ଏହାକୁ ନେଇ ରାଜନୀତି କରାଯିବା ଅନୁଚିତ। କରୋନା ସହିତ ଲଢ଼େଇ ରାଜନୈତିକ ନୁହେଁ। ଏହା ଜୀବନ ବଞ୍ଚାଇବାର ଯୁଦ୍ଧ ବୋଲି ଗୁରୁବାର ଶିବସେନା ଏମ୍‌ପି...

‘କରୋନା ଯୋଦ୍ଧା’ ଥିମ୍‌କୁ ନେଇ ମୋଦିଙ୍କ ୭୦ ତମ ଜନ୍ମଦିନରେ ୭୧ ଫୁଟର କେକ୍ ତିଆରି କଲା ସୁରଟ ବେକରି

ସୁରଟ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମଦିନରେ ଗୁଜରାଟ ସୁରଟର ବ୍ରେଡଲାଇନର ବେକରି ୭୧ ଫୁଟର ଏକ କେକ୍ ତିଆରି କରିଛି । ଏହା କୋରାନା ଯୋଦ୍ଧାଙ୍କ ଥିମ୍‌କୁ ନେଇ ପ୍ରସ୍ତୁତ କରାଯାଇଛି । ଏହାର ଓଜନ...

ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଥିବା ବେଳେ ଏବେ ଚର୍ଚ୍ଚାରେ ଥିବା ବଲିଉଡ୍...

ଏଲ୍‌ଏସିରେ କରୋନା ସହିତ ବି ଲଢୁଛନ୍ତି ଭାରତୀୟ ଯବାନ

ଲେହ, ୧୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତୀୟ ଯବାନ ଏଠାରେ ଚାଇନା ସହିତ ମୁହାଁମୁହିଁ ହୋଇଛନ୍ତି। ସେହିପରି ଭାରତୀୟ ସେନା ଏବେ କରୋନା ସହିତ ମଧ୍ୟ ଲଢ଼େଇ ଜାରି ରଖିଛି। ସୀମାରେ ଦେଶ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri