ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟିଲେ କଙ୍ଗନା
ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ମହାରାଷ୍ଟ୍ରର ଶିବସେନା ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ଏହାରି ଭିତରେ ବିଏମ୍ସି ପକ୍ଷରୁ ମୁମ୍ବାଇରେ ଥିବା କଙ୍ଗନାଙ୍କ କାର୍ଯ୍ୟାଳୟର କିଛି ଅଂଶକୁ ବେଆଇନ ନିର୍ମାଣ ଦର୍ଶାଇ ଭାଙ୍ଗି...
ମୋ ନୀରବତାକୁ ଦୁର୍ବଳତା ଭାବ ନାହିଁ: ଉଦ୍ଧବ ଠାକରେ
ମୁମ୍ବାଇ,୧୩।୯: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ବିବାଦ ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମୁହଁ ଖୋଲିଛନ୍ତି। ମହାରାଷ୍ଟ୍ରକୁ ଅସମ୍ମାନ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି ଉଦ୍ଧବ ଠାକରେ କହିଛନ୍ତି। ମୁଁ ଠିକ ସମୟରେ ଏହାର ଜବାବ ଦେବି।...
ହାଫ୍ ପ୍ୟାଣ୍ଟ୍ ପିନ୍ଧି ଦୌଡିଲା ପୋଲିସ, ଜାଣନ୍ତୁ କାହିଁକି
ପାଟନା,୧୩।୯: ଗୟାସ୍ଥିତ ଡେଲହା ପୋଲିସ ଷ୍ଟେଶନରେ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ଜଣେ ଅଭିଯୁକ୍ତ ପୋଲିସ ଷ୍ଟେଶନରୁ ଖସି ପଳାଇବାକୁ ଉଦ୍ୟମ କରିବାରୁ ପୋଲିସ ଷ୍ଟେଶନରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ହାଫ୍ ପ୍ୟାଣ୍ଟ୍...
କରୋନା ସଂକ୍ରମଣକୁ ରୋକିବାକୁ ଉଦ୍ଧବଙ୍କ ନୂଆ କ୍ୟାମ୍ପେନ
ମୁମ୍ବାଇ,୧୩ ।୯: କରୋନା ସଂକ୍ରମଣ ଯୋଗୁ ଅସ୍ତବ୍ୟସ୍ତ ହୋଇ ପଡିଲାଣି ମହାରାଷ୍ଟ୍ର । ରାଜ୍ୟରେ ବଢି ଚାଲିଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏବେ ଏକ ନୂଆ କ୍ୟାମ୍ପେନ ଆରମ୍ଭ କରିବାକୁ ନିଷ୍ୱତ୍ତି ନେଇଛନ୍ତି । ସେପ୍ଟେମ୍ବର ୧୫ରୁ...
ମୌସୁମୀ ଅଧିବେଶନ ପୂର୍ବରୁ ୫ ଏମ୍ପିଙ୍କୁ କରୋନା
ନୂଆଦିଲ୍ଲୀ,୧୩।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହା ପୂର୍ବରୁ ଲୋକ ସଭାର ୫ ଜଣ ସଦସ୍ୟ କରୋନା ପଜିଟିଭ ଥିବା ଜଣାପଡିଛି। ବର୍ତ୍ତମାନ ଅଧିକ ସାଂସଦଙ୍କ କରୋନା ପରୀକ୍ଷା ଚାଲିଛି। କରୋନା ସଙ୍କଟ...
କରୋନାରୁ ସୁସ୍ଥ ହେବା ପରେ କରନ୍ତୁ ଯୋଗ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ, ୧୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ ସୁସ୍ଥ ହୋଇଥିବା ଆକ୍ରାନ୍ତ ଘରକୁ...
ଏକେ-୪୭ ଗୁଳିକୁ ଆଉ ନାହିଁ ଭୟ: ସେନା ପାଖରେ ‘ଭାବା କବଚ’
ନୂଆଦିଲ୍ଲୀ, ୧୩।୯: ଏଲ୍ଓସି ଏବଂ ଏଲ୍ଏସିରେ ଭାରତୀୟ ଯବାନ ଶତ୍ରୁର ମୁକାବିଲା କରୁଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ମିଶ୍ର ଧାତୁ ନିଗମ ଲିମିଟେଡ୍ ପକ୍ଷରୁ ଅନ୍ତର୍ଜାତୀୟ ମାନର ବୁଲେଟ୍ ପ୍ରୁଫ୍ ଜ୍ୟାକେଟ ତିଆରି କରାଯାଇଛି। ଏହି ଜ୍ୟାକେଟକୁ ଏକେ-୪୭ ଗୁଳିମଧ୍ୟ...
ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷର ଜୀବନ ବୀମା
ପଣଜୀ, ୧୩।୯: ଏଣିକି ସ୍ବାସ୍ଥ୍ୟକର୍ମୀଙ୍କୁ ୫୦ ଲକ୍ଷ ଟଙ୍କାର ଜୀବନ ବୀମା ଯୋଗାଇ ଦିଆଯିବ। ଗୋଆର ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ଏନେଇ ରବିବାର ସୂଚନା ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣରେ ସ୍ବାସ୍ଥ୍ୟକର୍ମୀ ଆକ୍ରାନ୍ତଙ୍କ ସେବା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ତେବେ...
ରାସ୍ତାରେ ଯାଉଥିବା ସମୟରେ ହଠାତ୍ ଜଳିଉଠିଲା ବିଏମ୍ଡବ୍ଲ୍ୟୁ, ଆଉ ତା’ ପରେ…
ଲକ୍ଷ୍ନୌ,୧୩ା୯: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ଯାଉଥିବା ସମୟରେ ହଠାତ୍ ଜଳିଉଠିଲା ବିଏମ୍ଡବ୍ଲ୍ୟୁ। ଆଉ ଏଥିରେ ବସିଥିବା ଦମ୍ପତି ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଏହି ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।...
୫ ବର୍ଷ ପରେ ସରକାରୀ ଚାକିରି ହେବ ସ୍ଥାୟୀ
ଲକ୍ଷ୍ନୌ, ୧୩।୯: ଉତ୍ତରପ୍ରଦେଶରେ ଏଣିକି ସରକାରୀ ଚାକିରି ନିଯୁକ୍ତି ମିଳିବାର ୫ ବର୍ଷ ପରେ ସ୍ଥାୟୀ ହେବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଖୁବ୍ ଶୀଘ୍ର ଏନେଇ ଆଇନ ଆଣିବାକୁ ଯାଉଛନ୍ତି। ୫ ବର୍ଷ ପ୍ରୋବେଶନ ପରେ ଚାକିରି ସ୍ଥାୟୀ...
ବଞ୍ଚିଥିବା ସମୟରେ ମିଳିଲାନି ଭେଣ୍ଟିଲେଟର, ମୃତଦେହ ନେବାକୁ ମଧ୍ୟ ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ଶ୍ମଶାନ ଗଲା ମୃତଦେହ
ପୁଣେ,୧୩ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ସବୁଠୁ ଦୁଃଖଦାୟକ କଥା ହେଲା କରୋନା ଆକ୍ରାନ୍ତଙ୍କ ପ୍ରତି ଅମାନବୀୟ ବ୍ୟବହାର ପ୍ରଦର୍ଶନ କରାଯିବା। ପୁଣେରେ ଏମିତି ଜଣେ କରୋନା ଆକ୍ରାନ୍ତଙ୍କ...
ରଘୁବଂଶଙ୍କୁ ଝୁରୁଛନ୍ତି ଲାଲୁ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରତାପ ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଅଲଇଣ୍ଡିଆ ଇନଷ୍ଟଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏହି ଖବର ପାଇବା ପରେ ପ୍ରଧାନମନ୍ତ୍ରୀ...
Archives


