ପତନର ଅଂଶୀଦାର ନ ହେଉ ପଶ୍ଚିମବଙ୍ଗ
କୋଲକାତା: ସ୍ଥାନୀୟ ନେତାଙ୍କ ବଦଳରେ କେନ୍ଦ୍ରୀୟ ନେତାଙ୍କୁ ବାଛି ପଶ୍ଚିମବଙ୍ଗ ‘ଜାତୀୟ ପତନ’ରେ ଅଂଶୀଦାର ନ ହେଉ ବୋଲି କହିଛନ୍ତି ନୋବେଲ ବିଜେତା ଅମର୍ତ୍ତ୍ୟ ସେନ। ଅର୍ଥନୀତି ପାଇଁ ଉପଯୁକ୍ତ ପଲିସି ପ୍ରସ୍ତୁତି ଓ ସାମାଜିକ ନ୍ୟାୟ କ୍ଷେତ୍ରରେ ଅତ୍ୟନ୍ତ ଖରାପ…
୩ ପ୍ରବାସୀ ଶ୍ରମିକ ମୃତ
ଗ୍ବାଲିଅର, ୨୧ା୪: ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ମଧ୍ୟପ୍ରଦେଶର ଗ୍ବାଲିଅର ଜିଲାରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍ଟି ଦିଲ୍ଲୀରୁ…
ଲକ୍ଡାଉନ୍ ଶେଷ ବିକଳ୍ପ
ନୂଆଦିଲ୍ଲୀ,୨୧ା୪: କୋଭିଡ୍-୧୯ ବିରୋଧରେ ଦେଶ ଏକ ବଡ଼ ଯୁଦ୍ଧକୁ ସାମ୍ନା କରୁଛି। ନିକଟରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଯୋଗୁ ସ୍ଥିତିରେ ସୁଧାର ଆସିବ। ଲକ୍ଡାଉନ୍ ଜାରି କରିବା ଶେଷ ବିକଳ୍ପ ହେବା ଉଚିତ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ କରିଛନ୍ତି।…
ଅକ୍ସିଜେନ୍ ହାହାକାର
ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି। ଫଳରେ କୋଭିଡ୍-୧୯ ଭୂତାଣୁର ନୂଆ ଲହର ଦେଶକୁ ଏକ ବଡ଼ ବିପତ୍ତିକୁ ଡାକିଆଣିଛି। ସଂକ୍ରମଣ…
ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ମୃତ୍ୟୁ ସଖ୍ୟା ୨ ହଜାର ଟପିଲା
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ
ନୂଆଦିଲ୍ଲୀ,୨୦।୪ : କରୋନାର ଦ୍ୱିତୀୟ ଲହର ଦେଶକୁ ଏକ ଝଡ଼ ଭଳି ଆଘାତ ଦେଇଛି। ଏହାଦ୍ୱାରା ଦେଶରେ ସୃଷ୍ଟି ହୋଇଛି ଭୟଙ୍କର ପରିସ୍ଥିତି। କିନ୍ତୁ ଲକ୍ଡାଉନକୁ ଶେଷ ଅସ୍ତ୍ର ହେଉ ବୋଲି ଦେଶକୁ ସମ୍ବୋଧନ ଦେଇ ମଙ୍ଗଳବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ରିଲିଜ ନ ହୋଇପାରେ ସୁଶାନ୍ତ ସିଂଙ୍କ ଫିଲ୍ମ : ନିର୍ମାତାଙ୍କୁ ହାଇକୋର୍ଟଙ୍କ ନୋଟିସ
ନୂଆଦିଲ୍ଲୀ, ୨୦।୪ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଉପରେ ନିର୍ମିତ ଫିଲ୍ମ ଉପରେ ଦେଖାଦେଇଛି ସଙ୍କଟ। ଫିଲ୍ମ ଉପରେ ବ୍ୟାନ ଲଗାଇବା ପାଇଁ ସୁଶାନ୍ତଙ୍କ ବାପା ଦିଲ୍ଲୀ ହାଇ କୋର୍ଟରେ ଯାଚିକା ଦାଖଲ କରିଥିଲେ। ଏହାର ଶୁଣାଣି କରି ମଙ୍ଗଳବାର…
ଅଭାବ ବେଳେ ନଷ୍ଟ ହୋଇଛି ୪୪ ଲକ୍ଷ ଟିକା
ନୂଆଦିଲ୍ଲୀ, ୨୦।୪: ବିଭିନ୍ନ ରାଜ୍ୟରେ କରୋନା ଟିକାର ଅଭାବ ଦେଖାଦେଇଥିବାବେଳେ ସାମ୍ନାକୁ ଆସିଛି ଚିନ୍ତିିତ କଲା ଭଳି ତଥ୍ୟ। ଏପ୍ରିଲ ୧୧ ତାରିଖ ସୁଦ୍ଧା ବିଭିନ୍ନ ରାଜ୍ୟକୁ ପଠାଯାଇଛି ୧୦ କୋଟି ଟିକା। ସେଥି ମଧ୍ୟରୁ ୪୪ ଲକ୍ଷ ଟିକା ନଷ୍ଟ…
ମାସ୍କ ପିନ୍ଧିବିନି, ସ୍ବାମୀଙ୍କୁ ରାସ୍ତା ମଝିରେ ଚୁମ୍ବନ ଦେବି ବୋଲି କହିଥିଲେ ମହିଳା; ୨୪ ଘଣ୍ଟାରେ ବଦଳିଗଲା…
ନୂଆଦିଲ୍ଲୀ,୨୦।୪: ମାସ୍କ ନ ପିନ୍ଧିବାକୁ ନେଇ ଦିଲ୍ଲୀ ପୋଲିସ ସହ ଦୁର୍ବବ୍ୟହାର କରିବା ଏକ ଦମ୍ପତିଙ୍କୁ ମହଙ୍ଗା ପଡ଼ିଛି। ରବିବାର ସନ୍ଧ୍ୟାରେ ଦରିଆଗଞ୍ଜ ଅଞ୍ଚଳରେ ଦମ୍ପତି ପଙ୍କଜ ଦତ୍ତା ଓ ଆଭା କାର ଚଳାଇ ଯାଉଥିଲେ। ତାଙ୍କ ନିକଟରେ କୌଣସି ଜରୁରୀକାଳିନ…
ଅକ୍ଷମତା ପ୍ରକାଶ କଲେ ସୋନୁ ସୁଦ
ନୂଆଦିଲ୍ଲୀ, ୨୦।୪: ଗତ ବର୍ଷ କରୋନା ମହାମାରୀ ସମୟରେ ପ୍ରବାସୀ ଓ ଶ୍ରମିକଙ୍କ ପାଇଁ ହିରୋ ସାଜିଥିଲେ ବଲିଉଡ୍ ଆକ୍ଟର ସୋନୁ ସୁଦ। କିନ୍ତୁ କରୋନାର ଦ୍ୱିତୀୟ ଲହର ଆଗରେ ସଂଘର୍ଷ କରୁଛନ୍ତି ସବୁଠୁ ବଡ଼ ହିରୋ। ଦେଶରେ କରୋନା ଆକ୍ରାନ୍ତଙ୍କ…
ଏହି ରାଜ୍ୟ ୮ ଦିନିଆ ଲକ୍ଡାଉନ୍ ଘୋଷଣା
ରାଞ୍ଚି,୨୦।୪: ସାରା ଦେଶରେ କରୋନା କାୟା ବିସ୍ତାର କରିଛି। କରୋନାକୁ ଦୃଷ୍ଟିରେ ରଖି ବିଭିନ୍ନ ଗାଇଡଲାଇନ୍ ଜାରି କରାଯାଇଛି। ମଙ୍ଗଳବାର ଝାଡଖଣ୍ଡ ସରକାର ରାଜ୍ୟରେ ୮ ଦିନିଆ ଲକ୍ଡାଉନ୍ ଘେଷଣା କରିଛନ୍ତି। ଏପ୍ରିଲ ୨୨ରୁ ୨୯ ପର୍ଯ୍ୟନ୍ତ ଏହି ଲକ୍ଡାଉନ୍ କରାଯିବ।…
ରାହୁଲ ଗାନ୍ଧୀଙ୍କୁ କରୋନା
ନୂଆଦିଲ୍ଲୀ,୨୦।୪: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଙ୍ଗଳବାର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଏହି ବିଷୟରେ ସୂଚନା ଦେଇଛନ୍ତି। ରାହୁଲ କହିଛନ୍ତି ଯେ, ତାଙ୍କର କରୋନାର ସାମାନ୍ୟ ଲକ୍ଷଣ ଅଛି। ତାଙ୍କ ସହ…

