ଜାତୀୟ

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ସାଧାରଣ ସମ୍ପାଦକ ଦତ୍ତାତ୍ରେୟ ହୋସାବଲେ ସମାବେଶକୁ ସମ୍ବୋଧିତ କରିଥିଲେ। ସେ…

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି ୧୦ ଜଣରୁ କମ୍‌ ଛାତ୍ରୀଛାତ୍ର ପଢ଼ୁଥିବା ସ୍କୁଲ ସଂଖ୍ୟା ଗତ ୨ ବର୍ଷ ମଧ୍ୟରେ…

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ ହାସଲ କରିଥିବା ମେହେର ଏକାଧାରରେ ଜଣେ ସୁପରମଡେଲ, ସାମ୍ୱାଦିକା, ଲେଖିକା ଓ ମେଣ୍ଟର ଥିଲେ।…

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ ହାର୍ନେସିଂ ଆଣ୍ଡ୍‌ ଆଡ୍‌ଭାନ୍ସମେଣ୍ଟ ଅଫ୍‌ ନ୍ୟୁକ୍ଲିଅର ଏନର୍ଜି ଫର୍‌ ଟ୍ରାନ୍ସଫର୍ମିଂ ଇଣ୍ଡିଆ (ଶାନ୍ତି) ବିଲ୍‌,…

ସାରା ଦେଶରେ ‘ନକଲି ପନିର’; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପକ୍ଷରୁ ସାରା ଦେଶରେ ଏକ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଆରମ୍ଭ କରାଯାଇଛି। ଏହି…

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି। ଏହାକୁ ଇ-ସିଗାରେଟ ବୋଲି ଦାବି କରାଯାଉଛି। ଭାଜପା ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ…

୪ମାସ ପର୍ଯ୍ୟନ୍ତ ଦେବାକୁ ପଡିବନି ଟୋଲ ଟାକ୍ସ!

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ବୃଦ୍ଧି ପାଉଛି। ପ୍ରଦୂଷଣକୁ ଦୃଷ୍ଟିରେ ରଖି, ସୁପ୍ରିମକୋର୍ଟ ଭାରତୀୟ ମହାନଗର ନିଗମ (ଏମସିଡି)କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଏମସିଡି ଆସନ୍ତା ବର୍ଷ ଅକ୍ଟୋବର ୧ରୁ ଜାନୁଆରୀ ୩୧ପର୍ଯ୍ୟନ୍ତ ଟୋଲ ପ୍ଲାଜା ପରିଚାଳନା…

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି। ଅଧିକାରଭିତ୍ତିକ ଜନକଲ୍ୟାଣ ଯୋଜନାକୁ ଧ୍ୱଂସ କରିବା, ମହାତ୍ମା ଗାନ୍ଧୀ ଲିଗାସି, ଶ୍ରମିକଙ୍କ ଅଧିକାର ଓ…

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ। ଏହା ଅନ୍ୟ ଜଣେ ମହିଳାଙ୍କୁ ବିବାହ କରିବାକୁ ଗାଁକୁ ଯାଇଥିଲେ। ଉମାଙ୍କ ମୃତଦେହ ହରିୟାଣାର…

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ ଠକି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। କିନ୍ତୁ ପରେ ସେ ନିଜେ ପ୍ରେମିକଙ୍କ ଦ୍ୱାରା…

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ ତିଆରି ପାଇଁ ବ୍ୟବହୃତ ହେଉଥିବା କୋଇଲା ଓ କାଠ ଜଳା ତନ୍ଦୁର ଉପରେ ଦିଲ୍ଲୀ…

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍ ଏବଂ ଅନ୍ୟାନ୍ୟ ସମାନ ସାମଗ୍ରୀର ବିକ୍ରି, ସଂରକ୍ଷଣ, ବିତରଣ, ବିଜ୍ଞାପନ, ପ୍ରଚାର ଏବଂ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?