ଜାତୀୟ

‘କାର୍‌ଗିଲଠାରୁ କୋଭିଡ୍‌ ମୃତ୍ୟୁ ଅଧିକ’

ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା କାର୍‌ଗିଲ ଯୁଦ୍ଧ ଅପେକ୍ଷା କରୋନାରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି ସେ…

‘ମୃତ୍ୟୁ ପ୍ରମାଣପତ୍ରରେ ରହୁ ମୋଦିଙ୍କ ଫଟୋ’

ଚଣ୍ଡିଗଡ଼, ୧୯ା୪: ଟିକା ପ୍ରମାଣପତ୍ରରେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରେୟ ନେବାକୁ ନିଜ ଫଟୋ ଛାପୁଛନ୍ତି ତେବେ କୋଭିଡ୍‌ରେ ପ୍ରାଣ ହରାଉଥିବା ଲୋକଙ୍କ ମୃତ୍ୟୁ ସାର୍ଟିଫିକେଟରେ ମଧ୍ୟ ମୋଦିଙ୍କ ଫଟୋ ରହୁ ବୋଲି କହିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ତଥା ଏନ୍‌ସିପି…

କୋଭିଡ୍‌ ହସ୍ପିଟାଲରେ ନିଅଁ।: ୫ ମୃତ

ରାୟପୁର, ୧୯ା୪: ଛତିଶଗଡ଼ ରାଜଧାନୀ ରାୟପୁରର ଏକ ଘରୋଇ ହସ୍ପିଟାଲର କୋଭିଡ୍‌ ଓ୍ବାର୍ଡରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେଠାରେ ପ୍ରାୟ ୩୦ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଥିଲା। ଘଟଣାର ତଦନ୍ତ ପାଇଁ ରାୟପୁର…

ଅକ୍ସିଜେନ୍‌ ଅଭାବରୁ ୧୦ ରୋଗୀଙ୍କ ମୃତ୍ୟୁ

ଭୋପାଳ, ୧୯।୪: ମଧ୍ୟପ୍ରଦେଶର ଶାହଡୋଲ ଜିଲାରେ ଥିବା ସରକାରୀ ମେଡିକାଲ କଲେଜରେ ତରଳ ଅକ୍ସିଜେନ୍‌ ଟ୍ୟାଙ୍କରେ କମ୍‌ ଚାପ ଯୋଗୁ ୧୦ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତେବେ ଜିଲା ପ୍ରଶାସନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ…

ଆଉ ରକ୍ଷା ନାହିଁ: ସ୍ଥିତି ହେଲା ଅସମ୍ଭାଳ…

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ…

‘ପ୍ରଧାନମନ୍ତ୍ରୀ ନୁହନ୍ତି, ଭାଜପା ପ୍ରଚାରକ’

ନୂଆଦିଲ୍ଲୀ/କୋଲକାତା,୧୯ା୪: ମହାମାରୀ କରୋନା ଯୋଗୁ ଭାରତରେ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଛି। ରବିବାର ୨,୬୧,୫୦୦ରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୫୦୧ ଜଣ ଭୂତାଣୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, ମଧ୍ୟପ୍ରଦେଶ, କର୍ନାଟକ, କେରଳ ସମେତ ଜାତୀୟ…

ଭାଜପା ପ୍ରାର୍ଥୀଙ୍କୁ ଗୁଳି

କୋଲକତା,୧୯।୪: ପଶ୍ଚିମବଙ୍ଗର ମାଲଦାଠାରେ ଭାଜପା ପ୍ରାର୍ଥୀଙ୍କୁ ଗୁଳି କରାଯାଇଛି। ମାଲଦା ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ଗୋପାଳ ଚନ୍ଦ୍ର ସାହା ରବିବାର ରାତି ୯ଟାରେ ପ୍ରଚାରରୁ ଫେରୁଥିଲେ। ଏହି ସମୟରେ କିଛି ଅଜ୍ଞାତ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ…

କର୍ଫ୍ୟୁ ଚେକିଂବେଳେ ପୋଲିସ କର୍ମୀଙ୍କ ସହ ଅଭଦ୍ରାମି କଲେ ଦମ୍ପତି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀରେ ସପ୍ତାହନ୍ତା ଲକ୍‌ଡାଉନ କୋଭିଡ୍‌ ନିୟମ ନ ମାନିବା ପାଇଁ ଏକ ଦମ୍ପତି ବିରୋଧରେ ମାମଲା ରୁଜୁ କରାଯାଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଦେଖିବାକୁ ମିଳୁଛି, କାର ଭିତରେ ମାସ୍କ ପିନ୍ଧି ନ ଥିବାରୁ ଦମ୍ପତିଙ୍କୁ ଅଟକାଇଥିଲେ…

ବିହାରରେ ମେ’ ୧୫ ଯାଏ ସ୍କୁଲ, ମଲ୍‌, ମନ୍ଦିର ବନ୍ଦ

ପାଟନା, ୧୮।୪: ବିହାରରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବା ସହ କେତେକ କଟକଣା ଘୋଷଣା କରିଛନ୍ତି। ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ସନ୍ଧ୍ୟା ୬ଟାରୁ ବନ୍ଦ ରହିବ। ଏପରି…

ଚାଲିବ ଅକ୍ସିଜେନ ଏକ୍ସପ୍ରେସ୍‌ ଟ୍ରେନ

ନୂଆଦିଲ୍ଲୀ,୧୮।୪: ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଭିନ୍ନ ରାଜ୍ୟରେ ଦେଖାଦେଇଛି ହସ୍ପିଟାଲ ବେଡ୍‌ ଓ ଅକ୍ସିଜେନର ଅଭାବ। ବିଭିନ୍ନ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ଦାୟିତ୍ୱ ନେଇଛି ଭାରତୀୟ ରେଲ୍‌ଓ୍ବେ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ…

କୋଭିଡ୍‌ ଆକ୍ରାନ୍ତଙ୍କୁ ଗଣବଳାତ୍କାର

ପାକୁଡ଼,୧୮।୪: ଝାଡ଼ଖଣ୍ଡର ପାକୁଡ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବାହାରକୁ ଶୌଚ ହେବାକୁ ଯାଇଥିବା ୩୫ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ…

୪ ଏୟାର ଲାଇନ ଉପରେ ଦିଲ୍ଲୀ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮।୪: ମହାରାଷ୍ଟ୍ରରୁ ଦିଲ୍ଲୀ ଆସୁଥିବା ସମସ୍ତ ଯାତ୍ରୀଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟକୁ ଯାଞ୍ଚ କରୁ ନାହାନ୍ତି ୪ ଏୟାର ଲାଇନ। ଏଥିଯୋଗୁ ଇଣ୍ଡିଗୋ, ବିସ୍ତାରା, ସ୍ପାଇସଜେଟ ଓ ଏୟାର ଏସିଆ ବିରୋଧରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅରବିନ୍ଦ କେଜରିଓ୍ବାଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?