ଜାତୀୟ

କୁଶଓ୍ବାହାଙ୍କ ପାର୍ଟି ଜେଡ଼ିୟୁରେ ବିଲୟ

ପାଟନା,୧୪।୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଉପେନ୍ଦ୍ର କୁଶଓ୍ବାହାଙ୍କ ରାଜନୈତିକ ଦଳ ରାଷ୍ଟ୍ରୀୟ ଲୋକସମତା ପାର୍ଟିର ବିଲୟ ଜନତାଦଳ ୟୁନାଇଟେଡ୍‌ ( ଜେଡ଼ିୟୁ)ରେ ହୋଇଛି। ଏନେଇ ଔପଚାରିକ ଭାବେ ଘୋଷଣା କରାଯାଇଛି। ବିହାର ବିଧାନସଭା ନିର୍ବାଚନରେ ଉଭୟ ଦଳ ଅଲଗା ଅଲଗା ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।…

ଆଣ୍ଟିଲିୟା ମାମଲା: ପୋଲିସ ଅଧିକାରୀ ସଚ୍ଚିନ ୱାଜେଙ୍କ ଗିରଫକୁ ନେଉ ରାଜନୀତି ସରଗରମ

ମୁମ୍ବାଇ,୧୪ ।୩: ଆଣ୍ଟିଲିୟା ମାମଲାରେ ବେଳକୁ ବେଳ ନୂଆ ନୂଆ କଥା ସାମ୍ନାକୁ ଆସୁଛି । ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) ଦ୍ୱାରା ପୋଲିସ ଅଧିକାରୀ ସଚ୍ଚିନ ୱାଜେଙ୍କୁ ଗିରଫ କରାଯିବା ପରେ ମହାରାଷ୍ଟ୍ର ରାଜନୀତି ହୋଇଛି ସରଗରମ । ଶିବସେନା ନେତା…

ମମତାଙ୍କ ଉପରେ ଆକ୍ରମଣ ହେବାର ପ୍ରମାଣ ନାହିଁ: ନିର୍ବାଚନ କମିଶନ

କୋଲକାତା,୧୪।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ପ୍ରମୁଖ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ ହୋଇଥିବାର ପ୍ରମାଣ ନାହିଁ ବୋଲି ନିର୍ବାଚନ କମିଶନ କହିଛନ୍ତି। ଭିନ୍ନ ଭିନ୍ନ ରିପୋର୍ଟ ଯାଞ୍ଚ୍‌ କରି କମିଶନ ଏହା ଏକ ଦୁର୍ଘଟଣା ବୋଲି ଦର୍ଶାଇଛନ୍ତି। ତେବେ…

ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌, ଆଇଫେଲ୍‌ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ

ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍‌ଓ୍ବେ ଆର୍କ ବ୍ରିଜ୍‌ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍‌ଓ୍ବେ ବ୍ରିଜ୍‌ ପ୍ୟାରିସର ଆଇଫେଲ୍‌ ଟାଓ୍ବାରଠାରୁ ୩୫ ମିଟର ଉଚ୍ଚ। ଏହି ବ୍ରିଜଟି ଖମ୍ବ ଉପରେ ଝୁଲି ରହିଛି।…

ସାଇକେଲରେ ୬ ଥର ଦେଶ ଭ୍ରମଣ କରିସାରିଲେଣି ଏହି ବ୍ୟକ୍ତି, ଲୋକଙ୍କୁ ଦେଉଛନ୍ତି ଏମିତି ବାର୍ତ୍ତା

ଭୋପାଳ,୧୪।୩: ଯୌତୁକ ପ୍ରଥା ରୋକିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରାଯାଉଛି। ମାତ୍ର ଏକ ସ୍ବତନ୍ତ୍ର ଢଙ୍ଗରେ ଯୌତୁକ ପ୍ରଥା ବନ୍ଦ ପାଇଁ ସଚେତନତା ସୃଷ୍ଟି କରୁଛନ୍ତି ଭାଉ ସାହେବ ନାମକ ଜଣେ ବ୍ୟକ୍ତି। ଏହି ବ୍ୟକ୍ତି ଜଣକ ୨୭…

ଭାଜପା ନେତାଙ୍କ ବିବାଦୀୟ ବୟାନ: ତାଜ ମହଲ ହେବ ରାମ ମହଲ

ଲକ୍ଷ୍ନୌ,୧୪ ।୩: ଉତ୍ତର ପ୍ରଦେଶ ବଲିୟା ଜିଲା ବୌରିୟାର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ମଝିରେ ମଝିରେ କିଛି ନା କିଛି ବିବାଦୀୟ ବୟାନ ଦେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ସେ କହିଛନ୍ତି ବହୁ ପୂର୍ବରୁ ତାଜମହଲ…

ଡିଏମ୍‌କେ ଛାଡି ଭାଜପା ହାତ ଧରିଲେ ବିଧାୟକ ସରବାନନ

ଚେନ୍ନାଇ,୧୪ ।୩: ତାମିଲନାଡୁର ଡିଏମ୍‌କେ ବିଧାୟକ ଡ. ସରବାନନ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି । ସେ କହିଛନ୍ତି ୬ ବର୍ଷ ପୂର୍ବରୁ ସେ ଭାଜପାରେ ଥିଲେ । ଆଉ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସେ…

ଆନ୍ଦୋଳନ ସ୍ଥଳରେ ପକ୍କା ଘର ନିର୍ମାଣ କରି ଅଡୁଆରେ କୃଷକ

ନୂଆଦିଲ୍ଲୀ,୧୪ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକମାନେ ୧୦୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି । ୧୦ଥରରୁ ଅଧିକ ଥର କେନ୍ଦ୍ର ସରକାରଙ୍କ ସହ କୃଷକନେତାମାନେ କଥା…

ଦେଶର ପ୍ରଥମ ଏସି ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ପରି ମିଳିବ ସମସ୍ତ ସୁବିଧା

ବେଙ୍ଗାଲୁରୁ,୧୪।୩: ଦେଶର ପ୍ରଥମ ସେଣ୍ଟ୍ରାଲ ଏୟାର କଣ୍ଡିସନ (ଏସି) ରେଲଓ୍ବେ ଷ୍ଟେଶନ ବେଙ୍ଗାଲୁରୁରେ ନିର୍ମାଣ କରାଯାଇଛି। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଏହି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କ୍ୟାପଶନ ଲେଖିଛନ୍ତି, ଏହା ଅବିକଳ ଏୟାରପୋର୍ଟ ପରି ଦେଖାଯାଉଛି। ଏହି…

୯ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ତାଲିକା ଜାରି

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମୋଷ୍ଟ ଓ୍ବାଣ୍ଟେଡ୍‌ ୯ ଜଣ ଆତଙ୍କବାଦୀଙ୍କ ତାଲିକା ଜାରି କରାଯାଇଛି। ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ପ୍ରଦାନ କରାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ସୂଚନା ପ୍ରଦାନକାରୀଙ୍କ ଯୋଗାଯୋଗ ପାଇଁ ଫୋନ୍‌ ନମ୍ବର ମଧ୍ୟ…

ହ୍ୱିଲ ଚେୟାରରେ ବସି ମେଗା ରୋଡ ଶୋ’ କରିବେ ଦିଦି

କୋଲକାତା,୧୪ ।୩: ପଶ୍ଚିମବଙ୍ଗ ସମେତ ୪ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି । ଏବେ ସମସ୍ତ ରାଜନୈତିକ ଦଳ ବିଜୟ ଲକ୍ଷ୍ୟରେ ନିଜର ସମସ୍ତ ଶକ୍ତି ଲଗାଇ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି । ତେବେ ପଶ୍ଚିମବଙ୍ଗ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ମତାମତ ଲୋଡିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୮ରେ ହେବାକୁ ଥିବା ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତିି। କେଉଁ କେଉଁ ପ୍ରସଙ୍ଗକୁ ମନ୍‌ କି ବାତ୍‌ରେ ଗୁରୁତ୍ୱ ପ୍ରଦାନ କରାଯିବା ସେ ନେଇ ମୋଦି ଏଭଳି କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri