କୁମାରସ୍ବାମୀ କରୋନା ପଜିଟିଭ୍
ବେଙ୍ଗାଲୁରୁ,୧୭।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଶନିବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ…
ଭୟଙ୍କର ସ୍ଥିତି ଆସିବ ଜୁନ୍ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…
ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜୁନ୍ ବେଳକୁ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ…
ଏସବୁ ଖାଇଲେ ହେବନି କରୋନା…
ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଏଥିରୁ ଦୂରେଇ ରହିବା ପାଇଁ ନିଜର ନିତିଦିନିଆ ଜୀବନ ଶୈଳୀରେ କେତେକ ଖାଦ୍ୟାଭ୍ୟାସକୁ ସାମିଲ କଲେ ସୁଫଳ ମିଳିଥାଏ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଖାଦ୍ୟରେ ଅନପ୍ରୋସେସ୍ଡ ଖାଦ୍ୟ…
ଚାରିଆଡେ ଜଳନ୍ତା ଜୁଇ…
ଭୋପାଳ,୧୭।୪: କରୋନା ସଂକ୍ରମଣ ନେଇ ମଧ୍ୟପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ମଶାନରେ ଲମ୍ବା ଲାଇନ୍ ଲଗାଇବାକୁ ପଡୁଛି। ସେଥିପାଇଁ ପୂର୍ବରୁ ୪୦ରୁ ଅଧିକ ଚିତାକୁ ପ୍ରସ୍ତୁତ କରି…
ୟୁନିଭରସିଟିରେ କୋଭିଡ୍ ଓ୍ବାର୍ଡ…
ଲକ୍ଷ୍ନୌ,୧୭।୪: କରୋନା ସଂକ୍ରମଣ ନେଇ ଉତ୍ତରପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ହସ୍ପିଟାଲରେ ବେଡ୍ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଆହ୍ଲାବାଦ ୟୁନିଭରସିଟିକୁ କୋଭିଡ୍ ଓ୍ବାର୍ଡ ପରିଣତ କରିବାକୁ ଯାଉନ୍ତି। ଇତିମଧ୍ୟରେ ରାଜ୍ୟସରକାରଙ୍କ ନିଷ୍ପତ୍ତି କ୍ରମେ ବିଶ୍ୱବିଦ୍ୟାଳୟର ହଷ୍ଟେଲକୁ ଖାଲି…
ଏଭଳି ହେଉଛି କି, ଶୀଘ୍ର ପିଲାଙ୍କୁ ନିଅନ୍ତୁ ହସ୍ପିଟାଲ…
ନୂଆଦିଲ୍ଲୀ,୧୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ନୂଆ ଷ୍ଟ୍ରେନ୍ର ନୂଆ ଲକ୍ଷଣ ଏବଂ ୩ ଗୁଣା ଅଧିକ ବେଗରେ ସଂକ୍ରମଣ ହେଉଥିବା ନେଇ ବିଶେଷଜ୍ଞ ବେଶ୍ ଚିନ୍ତାରେ ପଡ଼ିଛନ୍ତି। ନୂଆ ଷ୍ଟ୍ରେନ୍ ଟାର୍ଗେଟରେ ଏବେ…
ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…
ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ ରହିଥିବା…
ହୃଦ୍ଘାତରେ ସାଉଥ କମେଡିଆନ ବିବେକଙ୍କ ନିଧନ
ଚେନ୍ନାଇ,୧୭।୪: ତାମିଲ ଫିଲ୍ମର ବେଶ୍ ଲୋକପ୍ରିୟ ଅଭିନେତା ତଥା କମେଡିଆନ ବିବେକଙ୍କ ପରଲୋକ ଘଟିଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୋରରୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ବର୍ଷ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ…
ଟିକା ରପ୍ତାନିକାରୀରୁ ଆମଦାନିକାରୀ ହେଲା ଭାରତ
ନୂଆଦିଲ୍ଲୀ, ୧୭।୪: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ କୋଭିଡ୍ ଟିକାର ଅଭାବ ଦେଖାଦେଇଛି। ବିଭିନ୍ନ ଦେଶକୁ କୋଭିଡ୍ ଟିକାର ଲକ୍ଷ ଲକ୍ଷ ଡୋଜ୍ ଦାନ ତଥା ବିକ୍ରି କରିଥିବା ଭାରତକୁ ଏବେ ଅନ୍ୟ…
ରେମ୍ଡେସିଭିର୍ କଳାବଜାର
ନୂଆଦିଲ୍ଲୀ, ୧୭।୪: କୋଭିଡ୍ ଚିକିତ୍ସା ପାଇଁ ବ୍ୟବହୃତ ହେଉଥିବା ଆଣ୍ଟିଭାଇରାଲ ଡ୍ରଗ୍ ରେମ୍ଡସିଭିର୍ର ଅଭାବ ବିଭିନ୍ନ ରାଜ୍ୟରେ ଦେଖାଦେଇଛି। ଏହି ଇଞ୍ଜେକ୍ଶନ ପାଇଁ ଲୋକେ ଘଣ୍ଟା ଘଣ୍ଟା ଧରି ଧାଡ଼ିରେ ଛିଡ଼ା ହେଉଥିବାବେଳେ ଅସାଧୁ ବ୍ୟବସାୟୀମାନେ ଏହାର କଳାବଜାର ଆରମ୍ଭ କରିଦେଇଛନ୍ତି।…
ଇଭିଏମ୍କୁ ଷ୍ଟାଲିନ୍ଙ୍କ ସନ୍ଦେହ
ଡିଏମ୍କେ ମୁଖ୍ୟ ଏମ୍.କେ. ଷ୍ଟାଲିନ୍ ଶୁକ୍ରବାର ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ (ଇଭିଏମ୍)ର ସୁରକ୍ଷା ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏପ୍ରିଲ ୬ ବିଧାନସଭା ନିର୍ବାଚନ ପରେ ଇଭିଏମ୍ ରଖାଯାଇଥିବା ଷ୍ଟ୍ରଙ୍ଗ୍ରୁମ୍କୁ ଅନଧିକୃତ ଲୋକଙ୍କୁ ଛଡ଼ାଯାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି। ତାମିଲନାଡୁ…
ଭୋଟିଂର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ
କୋଲକାତା,୧୬।୪: ମତଦାନର ୨୪ ଘଣ୍ଟା ପୂର୍ବରୁ ନୁହେଁ ଏବେଠୁ ୭୨ ଘଣ୍ଟା ପୂର୍ବରୁ ବନ୍ଦ ହେବ ପ୍ରଚାର କାର୍ଯ୍ୟ। ରାଜନୈତିକ ଦଳ ସନ୍ଧ୍ୟା ୭ଟାରୁ ସକାଳ ୧୦ଟା ମଧ୍ୟରେ କୌଣସି ପ୍ରକାରର ବୈଠକ କିମ୍ବା ରାଲି କରିପାରିବେ ନାହିଁ। କରୋନା ସଂକ୍ରମଣକୁ…

