ଜାତୀୟ

ଆକ୍ସନ ମୁଡରେ କେନ୍ଦ୍ର ସରକାର: ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୪: ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଦେଶରେ ବେଲଗାମ ହେବାରେ ଲାଗିଛି। ଗତ ବର୍ଷ ତୁଳନାରେ ଏହି ବର୍ଷ ସମସ୍ତ ରେକର୍ଡ ଭାଙ୍ଗିଛି। ପ୍ରତିଦିନ କରୋନା ସଂକ୍ରମଣ ୨ଲକ୍ଷରୁ ଊର୍ଦ୍ଧ୍ୱ ରହିଥିବା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି।…

କରୋନାର ଭୟଙ୍କର ରୂପ: ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ମିଳୁନାହିଁ ସ୍ଥାନ, ପ୍ଲାଟଫର୍ମରେ…

ଲକ୍ଷ୍ନୌ.୧୬।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ସଂକ୍ରମଣକୁ ନେଇ ପରିସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତ ଲୋକଙ୍କ ସହ ମୃତ୍ୟୁବରଣ କରୁଥିବା ଲୋକଙ୍କ ସଂଖ୍ୟା ଲଗାତାର ଭାବେ ବୃଦ୍ଧି ପାଉଛି। କିଛି ଦିନ ପୂର୍ବେ ବୈକୁଣ୍ଠ ନାଥ ଧାମ…

ରୋଟି ବ୍ୟାଙ୍କର ପ୍ରତିଷ୍ଠାତା କିଶୋରଙ୍କ କରୋନାରେ ମୃତ୍ୟୁ

ବାରାଣସୀ,୧୬।୪: ଦେଶରେ ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ବାରାଣସୀରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ରୋଟି ବ୍ୟାଙ୍କର…

ଦିଗବିଜୟ ସିଂଙ୍କୁ କରୋନା

ଭୋପାଳ,୧୬।୪: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟୁଇଟ ମାଧ୍ୟମରେ ଏ ବିଷୟରେ ସୂଚନା ଦେଇଛନ୍ତି। ଏବେ ସେ ତାଙ୍କ ଦିଲ୍ଲୀ ବାସଭବନରେ ରହିଛନ୍ତି। ସେ ଟୁଇଟ୍‌ ଯୋଗେ ଲେଖିଛନ୍ତି,…

କରୋନାରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକଙ୍କ ପରଲୋକ

ନୂଆଦିଲ୍ଲୀ,୧୬।୪: ପୂର୍ବତନ ସିବିଆଇ ନିର୍ଦ୍ଦେଶକ ରଣଜିତ୍‌ ସିହ୍ନାଙ୍କ କରୋନାରେ ପରଲୋକ ଘଟିଛି। ୬୮ ବର୍ଷୀୟ ସିହ୍ନା ଦିଲ୍ଲୀରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗୁରୁବାର ସେ ଏହି ମହାମାରୀର ଶିକାର ହୋଇଥିଲେ। ସେ ୧୯୭୪ ବିହାର କ୍ୟାଡରର ଜଣେ ଆଇପିଏସ ଅଧିକାରୀ…

କରୋନାରୁ କେବେ ମିଳିବ ଆଶ୍ୱସ୍ତି: ବିଶେଷଜ୍ଞ ଦେଲେ ମତ

ନୂଆଦିଲ୍ଲୀ,୧୬।୪: କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପୁଣି ଏକ ଚକିତ କଲା ଭଳି ଖବର ଆସିଛି। କରୋନା ଉପରେ ନଜର ରଖିଥିବା ବିଶେଷଜ୍ଞମାନେ କହିଛନ୍ତି ଯେ, ଆସନ୍ତା କିଛି ଦିନ ମଧ୍ୟରେ କରୋନା ଶିଖରରେ ରହିବ। ନୀତି…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨.୧୬ ଲକ୍ଷରୁ ଅଧିକ ସଂକ୍ରମିତ,୧୧୮୩ ମୃତ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଲକ୍ଷେ ଏବଂ ୨ ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ,…

ନମ୍ବି ଇଫେକ୍ଟ: ପୋଲିସ ଭୂମିକାର ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬ା୪: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପୂର୍ବତନ ବୈଜ୍ଞାନିକ ଏସ୍‌. ନମ୍ବି ନାରାୟଣନ୍‌ଙ୍କ ବିରୋଧରେ ଗୁପ୍ତଚରଗିରି ମାମଲାରେ ପୋଲିସ ଭୂମିକାକୁ ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ତଦନ୍ତ ହେବ। ଉଚ୍ଚସ୍ତରୀୟ ତଦନ୍ତ କମିଟି ପକ୍ଷରୁ ଦାଏର ପୋଲିସ ଭୂମିକା…

କାର୍ଯ୍ୟ ବନ୍ଦ ଧମକ ଦେଲେ ବର୍ଷେ ହେଲା ଦରମା ପାଇ ନ ଥିବା ଶବଦାହ କର୍ମୀ

ବେଙ୍ଗାଲୁରୁ,୧୫।୪ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବର୍ତ୍ତମାନ କରୋନା ବିସ୍ଫୋରଣ ଭଳି ସ୍ଥିତି। ସାଧାରଣ ଠାରୁ ଢ଼େର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ଫଳରେ ଶବଦାହ କେନ୍ଦ୍ରର କର୍ମୀଙ୍କ ଉପରେ ବଢ଼ି ଚାଲିଛି ଚାପ। କିନ୍ତୁ ସେମାନଙ୍କୁ ଦୀର୍ଘ ମାସ ହେଲା…

ଘୁଞ୍ଚିଲା ଏନ୍‌ଇଇଟି ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍‌ଇଇଟି (ନ୍ୟାଶନାଲ ଏଲିଜିବଲ୍‌ କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଆସନ୍ତା ରବିବାର ହେବାର ଥିଲା। ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି…

କୁମ୍ଭମେଳାରେ କରୋନା ବିସ୍ଫୋରଣ

ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍‌ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି ଆଶଙ୍କା କରାଯାଉଛି। ମେଳା ଅଞ୍ଚଳରେ ଗତ ୫ ଦିନ ମଧ୍ୟରେ ୨,୩୬,୭୫୧ ନମୁନା ପରୀକ୍ଷା…

ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୫ା୪- କରୋନା ସହ ଲଢ଼େଇରେ ମହାରାଷ୍ଟ୍ରକୁ ଅକ୍ସିଜେନ ଦରକାର ଥିବାବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ମୁକେଶ ଅମ୍ବାନୀ। ରିଲାଏନ୍ସ ରିଫାଇନାରିରୁ ଉତ୍ପାଦିତ ଅକ୍ସଜେନକୁ ମହାରାଷ୍ଟ୍ରକୁ ଯୋଗାଇ ଦେଇଛନ୍ତି। ମହାରାଷ୍ଟ୍ରରେ ବିଶ୍ୱର ସବୁଠୁ ବଡ଼ ରିଫାଇନାରି କମ୍ପ୍ଲେକ୍ସ ଚଲାଉଥିବା ଅମ୍ବାନୀଙ୍କ ରିଲେଆନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?