ଜାତୀୟ

ସୁଶୀଲ ମୋଦିଙ୍କ ଟୁଇଟ୍‌କୁ ହଟାଇଲା ଟୁଇଟର

ପାଟନା,୨୬ ।୧୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ପୂର୍ବତନ ମୁଖମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ଭିତିରିଆ ସମ୍ପର୍କ ଥିବା ଅଭିଯୋଗ କରିଥିଲେ । ଏହାସହ ମୋଦି ଲାଲୁ ଯାଦବଙ୍କ ନମ୍ବର ଟୁଇଟରରେ…

ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଏହି କ୍ରମରେ ଦିଲ୍ଲୀରେ ପରିବେଶ ମନ୍ତ୍ରୀ ତଥା ଆପ୍‌ ନେତା ଗୋପାଲ ରାୟ…

ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା

ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ପୂର୍ବ ଜିଲାର ଉପକୂଳବର୍ତ୍ତି ଅଞ୍ଚଳରେ ଏହି ପ୍ରତିମା ସ୍ଥାନନ…

ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ ଅମାନବୀୟ: କେଜରିୱାଲ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ଆଗତ କୃଷି ନୀତିକୁ ନେଇ ବୁଧବାର ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ । ଏହି ସମୟରେ ତାଙ୍କୁ ଅଟକାଇବାକୁ ଯାଇ ପୋଲିସ ପକ୍ଷରୁ ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ…

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ ମିଟର ପର୍ଯ୍ୟନ୍ତ ସିଲ୍‌ କରିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ଏକାଧିକ…

୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଅନୁସାରେ ୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର। ସେ ସାବାଳିକା ହୋଇଥିବାରୁ ଏହା ତାଙ୍କର ଗଣତାନ୍ତ୍ରିକ ଅଧିକାର ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସେ ନିଜ ଇଛାରେ ଘର…

କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ: ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଶ୍ରେଷ୍ଠତମ। କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ। ଲୋକ ସଭା ବାଚସ୍ପତି ଓମ୍‌ ବିରଳା ସମ୍ବିଧାନ ଦିବସ ଅବସରରେ ଗୁରୁବାର ଏଭଳି କହିଛନ୍ତି। ଏକ ଗଣମାଧ୍ୟମ ସଂସ୍ଥାକୁ ସାକ୍ଷାତ୍‌କାର ଦେଇ ସେ ଏଭଳି କହିଛନ୍ତି।…

ଦେହଜୀବୀଙ୍କୁ କରୋନା ସହାୟତା: ମାସକୁ ୫ ହଜାର ସହିତ ୫ କିଲୋ ରାଶନ

ମୁମ୍ବାଇ,୨୬।୧୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୁମ୍ବାଇରେ ବାସ କରୁଥିବା ୫,୬୦୦ରୁ ଅଧିକ ଦେହଜୀବୀଙ୍କ ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର ଦେହଜୀବୀଙ୍କୁ ମାସିକ ୫ ହଜାର ଟଙ୍କା ସହିତ ୫ କିଲୋ…

୭୧ ବର୍ଷରେ ଭାରତୀୟ ସମ୍ବିଧାନ:୨ ବର୍ଷ ୧୧ ମାସ ୧୮ ଦିନରେ ହୋଇଥିଲା ପ୍ରସ୍ତୁତି

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୧ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ…

୨୬/୧୧ ଆକ୍ରମଣ: କସାବ ସମେତ ୧୦ ମୃତ ଆତଙ୍କବାଦୀଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି ହାଫିଜ

ନୂଆଦିଲ୍ଲୀ,୨୬ ।୧୧: ପାକିସ୍ତାନର ରାଜନୀତିର ମୁଖା ପିନ୍ଧିଥିବା ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ-ଦାୱା ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା କସାବ ସମେତ ୧୦ ଆତଙ୍କବାଦୀଙ୍କ ପାଇଁ ଏକ ବିଶେଷ ପ୍ରାର୍ଥନା ସଭାର ଆୟୋଜନ କରିଥିବା ଜଣାପଡିଛି । ମୁମ୍ବାଇ ଆକ୍ରମଣର…

୧୨ ବର୍ଷରେ ମୁମ୍ବାଇ ୨୬/୧୧ ଆକ୍ରମଣ: ମାଷ୍ଟରମାଇଣ୍ଡ୍‌ ହାଫିଜ୍‌-ରାଣା ଏବେ ବି ଅପହଞ୍ଚ

ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୨ ବର୍ଷ ପୂରିଛି । ଏଠାରେ ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ଏହି ସିରିଜ୍‌ ଆକ୍ରମଣରେ ୧୬୬…

ମାରାଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ୍ ଫୁଟବଲ ଖେଳାଳି ଡିଏଗୋ ମାରୋଡୋନାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ କ୍ୟାରିୟରରେ ଖେଳ ପଡିଆରେ ଖେଳ ପ୍ରେମିଙ୍କ ପାଇଁ କିଛି ଅପାସୋରା ମୁହୂର୍ତ୍ତ ଓ ଅନୁଭବ ଛାଡି ଯାଇଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri