ଦୁଇ ଭିନ୍ନ ଧର୍ମାବଲମ୍ବୀଙ୍କ ମଧ୍ୟରେ ହେଉଥିବା ବିବାହରେ ୩୦ ଦିନିଆ ନୋଟିସ୍ ବାଧ୍ୟତାମୂଳକ ନୁହେଁ
ଆହ୍ଲାବାଦ୍,୧୪।୧: ଦୁଇ ଭିନ୍ନ ଧର୍ମାବଲମ୍ବୀଙ୍କ ମଧ୍ୟରେ ସ୍ପେଶାଲ ମ୍ୟାରେଜ୍ ଆକ୍ଟ ଅନୁସାରେ ହେଉଥିବା ବିବାହରେ ୩୦ ଦିନିଆ ନୋଟିସ୍ ବାଧ୍ୟତାମୂଳକ ନୁହେଁ। ଏନେଇ ଆହ୍ଲାବାଦ ହାଇକୋର୍ଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଏପରି କରାଯିବା ବ୍ୟକ୍ତିଗତ ମୌଳିକ ଅଧିକାର…
୨ କୋଟିରେ ନିଲାମ ହେଲା ସରପଞ୍ଚ ପଦବୀ
ମୁମ୍ବାଇ,୧୪।୧: ମହାରାଷ୍ଟ୍ରର ୩୪ ଜିଲାର ୧୪ ହଜାର ୨୩୪ ଗ୍ରାମପଞ୍ଚାୟତରେ ନିର୍ବାଚନ ଶୁକ୍ରବାର ହେବାକୁ ଯାଉଛି। ତେବେ କେତେକ ପଞ୍ଚାୟତରେ ସରପଞ୍ଚ ପଦବୀ ନିଲାମ କରାଯାଉଥିବା ଖବର ମିଳିଛି। ନାସିକର ଉମରାଣେ ଗାଁରେ ସରପଞ୍ଚ ପଦ ୨ କୋଟି ୪୨ ଲକ୍ଷ…
କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଲେ ମୋଦି: ଶିବସେନା
ମୁମ୍ବାଇ,୧୪।୧: କୃଷି ଆଇନ ନେଇ ସୁପ୍ରିମ୍କୋର୍ଟଙ୍କ ରାୟ ଉପରେ ଶିବସେନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛିି। ମୋଦି ସୁପ୍ରିମ୍କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଥିବା ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ଅନ୍ନଦାତାଙ୍କୁ ଆଲୋଚନାରେ…
୪ ଭାଷାରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୪।୧: ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ଟୁଇଟର ହ୍ୟାଣ୍ଡେଲରୁ ସେ ୪ଟି ଭାଷାରେ ଟୁଇଟ୍ କରିଛନ୍ତି। ପ୍ରଥମେ ସେ ହିନ୍ଦୀରେ ଶୁଭକାମନା ଜଣାଇଥିବାବେଳେ ପରବର୍ତ୍ତୀ ସମୟରେ ଇଂଲିଶ୍ ଏବଂ ତାମିଲ ଭାଷାରେ ମଧ୍ୟ…
କୃଷି ଆଇନ କପି ଜାଳିଲେ ଚାଷୀ
ନୂଆଦିଲ୍ଲୀ,୧୪ା୧(ପି.ଟି.): ଲୋହଡ଼ି ପର୍ବରେ ଆନ୍ଦୋଳନରତ ଚାଷୀମାନେ କେନ୍ଦ୍ରର କୃଷି ଆଇନ କପି ଜାଳିଛନ୍ତି। କେବଳ ସିଙ୍ଘୁ ସୀମାରେ ବିବାଦୀୟ ୩ କୃଷି ଆଇନର ୧ ଲକ୍ଷ କପି ପୋଡ଼ାଯାଇଥିବା ସାମ୍ମୁଖ୍ୟ କିଷାନ ମୋର୍ଚ୍ଚାର ପରମଜିତ୍ ସିଂ ସୂଚନା ଦେଇଛନ୍ତି। ଦିଲ୍ଲୀ-ହରିୟାଣା ସୀମାର…
କର୍ନାଟକ କ୍ୟାବିନେଟ୍ରେ ୭ ନୂଆ ମନ୍ତ୍ରୀ
ବେଙ୍ଗାଲୁରୁ,୧୪ା୧: କର୍ନାଟକର ବିଏସ୍ ୟେଦୁରପ୍ପା ସରକାର ବୁଧବାର ତାଙ୍କ ୧୭ ମାସ ପୁରୁଣା କ୍ୟାବିନେଟ ସମ୍ପ୍ରସାରଣ କରିଛନ୍ତି। ଏଥିରେ ୭ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି। ରାଜ୍ୟପାଳ ବାଜୁଭାଇ ଭାଲା ନୂଆ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଛନ୍ତି। ଉମେଶ କଟ୍ଟି, ଅରବିନ୍ଦ…
କଳଙ୍କିତ ସୁଶାସନ
ପାଟନା,୧୪ା୧: ବିହାରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି। ମୁଜାଫରପୁର ସହରରେ ଅପରାଧୀମାନେ ବୁଧବାର ଜଣେ ନାବାଳିକାଙ୍କୁ ଗଶବଳାତ୍କାର କରିବା ପରେ ଘରେ ପଶି ଜିଅନ୍ତା ଜାଳି ଦେଇଛନ୍ତି। ମୃତ ପୀଡ଼ିତାଙ୍କ ବାପା ୪ ଅଭିଯୁକ୍ତଙ୍କ ନାମରେ ଥାନାରେ ଏତଲା ଦେଇଛନ୍ତି।…
ଭାରତୀୟମାନେ ଗିନି ପିଗ୍ ନୁହନ୍ତି
ନୂଆଦିଲ୍ଲୀ,୧୪ା୧: ମହାମାରୀ କରୋନାରୁ ମୁକ୍ତି ପାଇଁ କେନ୍ଦ୍ର ସରକାର ଭାକ୍ସିନ ଆମଦାନୀ କରି ବିଭିନ୍ନ ସହରକୁ ପଠାଉଥିବାବେଳେ ଏହାର ରିଲିଜ୍କୁ ନେଇ ବିବାଦ ଆରମ୍ଭ ହୋଇଛି। ଇଣ୍ଡିଆନ୍ କାଉନ୍ସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍)ର ସହଭାଗିତାରେ ହାଇଦ୍ରାବାଦସ୍ଥିତ ଭାରତ ବାୟୋଟେକ୍ ପକ୍ଷରୁ…
ବେଆଇନ ନିର୍ମାଣ ବିବାଦ: ଏନ୍ସିପି ମୁଖ୍ୟ ଶରଦ ପାଓ୍ବରଙ୍କୁ ଭେଟିଲେ ସୋନୁ ସୁଦ
ମୁମ୍ବାଇ,୧୩।୧: ବଲିଉଡ୍ ଅଭିନେତା ସୋନୁ ସୁଦଙ୍କ ବେଆଇନ ହୋଟେଲ ନିର୍ମାଣ ମାମଲା ଏବେ ବମ୍ବେ ହାଇକୋର୍ଟରେ ବିଚାରଧୀନ ରହିଛି। ବ୍ରିହମୁମ୍ବାଇ ମୁନିସିପାଲ କର୍ପୋରେଶନ (ବିଏମ୍ସି) ପକ୍ଷରୁ ଦିଆଯାଇଥିବା ନୋଟିସରେ ସ୍ଥଗିତାଦେଶ ପାଇଁ କୋର୍ଟଙ୍କୁ ଅନୁରୋଧ କରିଛନ୍ତି ସୋନୁ। ଲକ୍ଡାଉନରେ ଲକ୍ଷ ଲକ୍ଷ…
ବିଏସ୍ଏଫ୍କୁ ମିଳିଲା ପାକିସ୍ତାନ ନିର୍ମିତ ଗୁପ୍ତ ସୁଡ଼ଙ୍ଗ
ଜମ୍ମୁ,୧୩।୧: ଭାରତ-ପାକ ସୀମାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ପାଇଁ ନିର୍ମିତ ୧୫୦ ମିଟର ଲମ୍ବା ସୁଡଙ୍ଗ ଠାବ କରିଛି ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)। ବିଏସ୍ଏଫ୍ ଯବାନମାନେ ଜମ୍ମୁର କାଠୁଆ ଜିଲାର ହୀରନଗର ସେକ୍ଟରରେ ଏହି ସୁଡ଼ଙ୍ଗ ଠାବ କରିଛନ୍ତି। ଏଥିରୁ…
ଚଳନ୍ତା ଟ୍ରେନରୁ ସ୍ତ୍ରୀକୁ ପକେଇ ହତ୍ୟା କରିଥିବା ସ୍ବାମୀ ଗିରଫ
ମୁମ୍ବାଇ,୧୩।୧: ସ୍ତ୍ରୀ ପୁନମ ଚୋହ୍ବାନଙ୍କ ହତ୍ୟା ମାମଲାରେ ସ୍ବାମୀ ଅନଓ୍ବର ଅଲି ଶେଖଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ୩୭ ବର୍ଷୀୟା ପୁନମଙ୍କୁ ଟ୍ରେନରୁ ଠେଲି ହତ୍ୟା କରିଥିବା ଶେଖଙ୍କ ବିରୋଧରେ ଅଭିଯୋଗ ଆସିଥିଲା। ଟ୍ରେନରୁ ପଡ଼ିବା ଯୋଗୁ ପୁନମଙ୍କ ମୃତ୍ୟୁ…
ଏସ୍ଏଫ୍ଜେ ଓ୍ବେବସାଇଟ୍କୁ ବ୍ଲକ କଲେ ସରକାର
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ସିଙ୍ଗୁ ସୀମାରେ ଆନ୍ଦୋଳନ କରୁଥିତ୍ବା ଶିଖ ଯୁବକଙ୍କୁ ଦେଶର ୭୨ତମ ସାଧାରଣତନ୍ତ୍ର ଦିବସରେ ଇଣ୍ଡିଆ ଗେଟ୍ରେ ଖଲିସ୍ତାନ ପତାକା ଉଡାଇବାକୁ ଆହ୍ବାନ ଦେଇଥିଲା ଆତଙ୍କବାଦୀ ସଂଗଠନ ‘ଶିଖ ଫର ଜଷ୍ଟିସ୍’। ଏ ନେଇ ପୁରସ୍କାର ବାବଦକୁ ୧.୮ କୋଟି…
Archives


