ୟୁଟର୍ନ ନେଲେ ଟ୍ରମ୍ପ! ଏବେ ପାକିସ୍ତାନ ସହ ଫାଇନାଲ…
ନୂଆଦିଲ୍ଲୀ,୧୩।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ନିଶ୍ଚିତ ଭାବରେ ପାକିସ୍ତାନକୁ କିଛି ମୁହୂର୍ତ୍ତ ପାଇଁ ଆଶ୍ୱସ୍ତି ଦେଇଥିଲା, କିନ୍ତୁ ଏହି ଆଶ୍ୱସ୍ତି 24 ଘଣ୍ଟା ପାଇଁ…
ପାକିସ୍ତାନକୁ ଚିଡ଼ାଇଲେ ଓଓ୍ବାଇସି: ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ ଶରିଫ-ମୁନିରଙ୍କୁ ପଚାରିଦେଲେ ଏମିତି ପ୍ରଶ୍ନ
ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସକାଳେ ଆଦମପୁରସ୍ଥିତ ଭାରତୀୟ ବାୟୁସେନାର ଷ୍ଟେଶନରେ ଯବାନମାନଙ୍କୁ ଭେଟିଛନ୍ତି। ପୂର୍ବରୁ ପାକିସ୍ତାନ ଏହି ଏୟାରବେସ୍କୁ କ୍ଷତି ପହଞ୍ଚାଇଥିବା ଡିଣ୍ଡିମ ପିଟି ଆସୁଥିବା ବେଳେ ମୋଦିଙ୍କ ଏହି ଗସ୍ତ ପରୋକ୍ଷ ସମ୍ବାଦ ଦେଉଥିବା କୁହାଯାଉଛି। ଏସବୁ…
POK ଖାଲି କର! ପାକିସ୍ତନାକୁ ଚେତାବନୀ ଦେଲେ ଭାରତ ସରକାର
ନୂଆଦିଲ୍ଲୀ,୧୩।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଭାରତ କଶ୍ମୀର ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ କଡ଼ା ଆପତ୍ତି ପ୍ରକାଶ କରିଛି। ମଙ୍ଗଳବାର ଭାରତର ମତ ସ୍ପଷ୍ଟ କରିବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ…
ଅବସର ନେବାର ଦିନକ ପରେ ବୃନ୍ଦାବନରେ ବିରାଟ-ଅନୁଷ୍କା
ବୃନ୍ଦାବନ,୧୩।୫: ଟିମ୍ ଇଣ୍ଡିଆର ଷ୍ଟାର କ୍ରିକେଟର ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବାର ଦିନକ ପରେ ମଙ୍ଗଳବାର ବୃନ୍ଦାବନରେ ପହଞ୍ଚିଛନ୍ତି। ସ୍ତ୍ରୀ ଅନୁଷ୍କାଙ୍କ ସହିତ ବିରାଟ ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରୟ ସ୍ଥଳରେ ପହଞ୍ଚି ତାଙ୍କୁ ସାକ୍ଷାତ କରିଛନ୍ତି। ଏହାର ଭିଡିଓ…
ଭାରତର ବଡ଼ ଆକ୍ସନ, ପାକିସ୍ତାନକୁ ଚେତାବନୀ ଦେବା ଶୁଣି ବାଂଲାଦେଶରେ ଭୂକମ୍ପ!
ନୂଆଦିଲ୍ଲୀ,୧୩।୫: ମହମ୍ମଦ ୟୁନୁସ ବାଂଲାଦେଶର କମାଣ୍ଡ ଗ୍ରହଣ କରିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହେବାରେ ଲାଗିଛି। ମହମ୍ମଦ ୟୁନୁସ ଭାରତର ଅନୁଗ୍ରହକୁ ଭୁଲି ପାକିସ୍ତାନ ଏବଂ ଚାଇନା ସହିତ ହାତ ମିଳାଇଛନ୍ତି। କିନ୍ତୁ ଭାରତ ମଧ୍ୟ ଏପରି…
ଅଭେଦ୍ୟ କିଲ୍ଲାରେ ପରିଣତ ହେବ ଭାରତ: ରୁଷିଆଠାରୁ କିଣିବ ଅତିରିକ୍ତ S-400 କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ: ରିପୋର୍ଟ
ନୂଆଦିଲ୍ଲୀ,୧୩।୫: ଭାରତ ନିଜର ବାୟୁ ପ୍ରତିରକ୍ଷା କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ରୁଷିଆଠାରୁ ଅତିରିକ୍ତ S-400 କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ କିଣିବାକୁ ଯୋଜନା କରୁଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏହି ଅତ୍ୟାଧୁନିକ ପ୍ରତିରକ୍ଷା ପ୍ରଣାଳୀର…
ସୀମାରୁ ମୋଦିଙ୍କ ବଡ଼ ଘୋଷଣା, ଥରିଲା ପାକିସ୍ତାନ!
ନୂଆଦିଲ୍ଲୀ, ୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ଆଦମପୁର ଏୟାରବେସ ପରିଦର୍ଶନ କରି ଭାରତୀୟ ବାୟୁସେନାର ସୈନିକମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଅପରେଶନ ସିନ୍ଦୁରର ସଫଳତା ପାଇଁ ଯବାନମାନଙ୍କ ସାହସିକତା ଓ ନିଷ୍ଠାକୁ ଉଚ୍ଚ ପ୍ରଶଂସା କରିଛନ୍ତି।…
ଆଦମପୁର ଏୟାରବେସରେ S-400 ସମ୍ମୁଖରେ ପ୍ରଧାନମନ୍ତ୍ରୀଙ୍କ ଫଟୋ, ପାକିସ୍ତାନକୁ ଭାରତର କଡ଼ା ସନ୍ଦେଶ
ଆଦମପୁର,୧୩।୫: ପଞ୍ଜାବର ଆଦମପୁର ଏୟାରବେସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକସ୍ମିକ ଗସ୍ତ ସମୟରେ ଏକ ଫଟୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଏଥିରେ ପ୍ରଧାନମନ୍ତ୍ରୀ ମୋଦି ଜବାନମାନଙ୍କୁ ସାଲ୍ୟୁଟ୍ କରୁଥିବା ଏକ ଫଟୋରେ ପଛରେ ଏକ ମିଗ-୨୯ ଯୁଦ୍ଧବିମାନ ଓ ଅକ୍ଷତ…
ଅପରେଶନ କିଲର: ଜମ୍ମୁ କାଶ୍ମୀରର ସୋପିଆନରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୧୩।୫: ଜମ୍ମୁ କାଶ୍ମୀରର ସୋପିଆନ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏକ ଜୋରଦାର ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅପରେଶନ, ଯାହାକୁ ‘ଅପରେଶନ କିଲର’ ନାମ ଦିଆଯାଇଛି, ସୋପିଆନର ଜଙ୍ଗଲ ଅଞ୍ଚଳରେ ଆରମ୍ଭ…
ଦେଶପ୍ରେମର ଅନନ୍ୟ ଉଦାହରଣ: ୧୭ ନବଜାତ କନ୍ୟାଙ୍କ ନାମ ରଖାଗଲା ‘ସିନ୍ଦୂର’
ଲକ୍ଷ୍ନୌ,୧୩।୫: ୨୨ ଏପ୍ରିଲରେ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ପରେ, ଭାରତୀୟ ସେନା ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୂର ନାମକୁ ଲୋକମାନେ ପସନ୍ଦ କରୁଛନ୍ତି। ସେମାନେ ସେମାନଙ୍କ ଝିଅଙ୍କ ନାମ ସିନ୍ଦୂର ରଖିଛନ୍ତି। କୁଶୀନଗର ଜିଲାରେ, ମେ…
ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ
ଭୁବନେଶ୍ୱର,୧୩।୫: ଦ୍ୱାଦଶ ପରେ ଏପେ ପ୍ରକାଶ ପାଇଛି CBSE ଦଶମ ରେଜଲ୍ଟ। ଏଥିରେ ପାସ ହାର ୯୩.୬୬ ପ୍ରତିଶତ ରହିଛି। CBSE ୱେବସାଇଟରେ ଛାତ୍ରୀଛାତ୍ରମାନେ ରେଜଲ୍ଟ ପାଇପାରିବେ। ସୂଚନାଯୋଗ୍ୟ, ଏଥର CBSE ଦଶମରେ ୨୪ ଲକ୍ଷ ୧୨ ହଜାର ଛାତ୍ରୀଛାତ୍ର ପରୀକ୍ଷା…
ଅବସର ନେଲେ CJI, ଇମୋଶନାଲ ହେଲେ କପିଲ ସିବଲ, SG ତୁଷାର ମେହେଟା
ନୂଆଦିଲ୍ଲୀ,୧୩।୫: ମୁଖ୍ୟ ବିଚାରପତି (CJI) ସଞ୍ଜିବ ଖାନ୍ନା ମଙ୍ଗଳବାର (୧୩ ମଇ, ୨୦୨୫) ରେ ଅବସର ନେଇଛନ୍ତି। ସୁପ୍ରିମକୋର୍ଟର ସମସ୍ତ ବିଚାରପତି ଏବଂ ବରିଷ୍ଠ ଓକିଲମାନେ ସିଜେଆଇଙ୍କ ଅବସର ଉପରେ ଭାଷଣ ଦେଇଥିଲେ। ଆଟର୍ଣ୍ଣି ଜେନେରାଲ ଆର. ଭେଙ୍କଟରମଣି, ବରିଷ୍ଠ ଓକିଲ…
Archives


