ଜାତୀୟ

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ ୭୪ ଲକ୍ଷ ଟଙ୍କାରେ ପହଞ୍ଚିବାରୁ ସେ ନିଜ କିଡନୀ ବିକ୍ରି କରିବାକୁ ବାଧ୍ୟ ହୋଇଛନ୍ତି।…

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା ମାଗିଛନ୍ତି। ସେ କହିଛନ୍ତି ଯେ ୯-୧୦ ମାସ ମଧ୍ୟରେ କୌଣସି ନିର୍ବାଚିତ ସରକାର ପାଇଁ…

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ ବଡ଼ ପଦକ୍ଷେପ ନିଆଯାଇଛି। ପଶ୍ଚିମବଙ୍ଗର କ୍ରୀଡ଼ା ମନ୍ତ୍ରୀ ଅରୂପ ବିଶ୍ଵାସ ଘଟଣାର ନିରପେକ୍ଷ ତଦନ୍ତ…

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ ଅବତରଣ କରିବା ମାତ୍ରେ ଗୋଆ ପୋଲିସ ତୁରନ୍ତ ଦୁଇ ଭାଇଙ୍କୁ ଗିରଫ କରିବା ପ୍ରକ୍ରିୟା…

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିବା ସମୟରେ ଅନୁଷ୍କା ଶର୍ମା ବହୁତ ଭାବପ୍ରବଣ ଦେଖାଯାଉଥିବା ବେଳେ କୋହଲିଙ୍କ ମୁହଁରେ…

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ ନାମ ବାଦ ଦିଆଯାଇଥିବା ଭୋଟରଙ୍କ ତାଲିକା ପ୍ରକାଶ କରିଛନ୍ତି। ଏହି ନାମଗୁଡ଼ିକ ୨୦୨୫ ଭୋଟର…

National Herald Case: ସୋନିଆ-ରାହୁଲଙ୍କୁ ଆଶ୍ୱସ୍ତି, କୋର୍ଟ କହିଲେ…

ନୂଆଦିଲ୍ଲୀ,୧୬।୧୨: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ରାଉଜ୍ ଆଭେନ୍ୟୁ କୋର୍ଟ ବର୍ତ୍ତମାନ ନ୍ୟାସନାଲ ହେରାଲ୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ…

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରାଷ୍ଟ୍ରଦୂତ ହରିଶ ପି. ସ୍ପଷ୍ଟ ଭାବରେ କହିଛନ୍ତି ଯେ…

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ…

ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା ଶୈଳୀକୁ ନେଇ “ଅସହଜ” ଅନୁଭବ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, କୋଟି କୋଟି…

ଡାକ୍ତରଙ୍କ ମୁହଁରୁ ହିଜାବ ଟାଣିଦେଲେ ନୀତୀଶ କୁମାର, ମାନସିକ ସ୍ଥିତି ଉପରେ ପ୍ରଶ୍ନ ଉଠାଇଲା ବିରୋଧୀ

ନୂଆଦିଲ୍ଲୀ,୧୫।୧୨: ଦଶମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କିଛି ସପ୍ତାହ ପରେ, ନୀତୀଶ କୁମାର ଏକ ସରକାରୀ କାର୍ଯ୍ୟକ୍ରମରେ ଜଣେ ମହିଳା ଡାକ୍ତରଙ୍କ ମୁହଁରୁ ହିଜାବ ଟାଣି ଦେବା ଘଟଣାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?