କୁମ୍ଭ ମେଳାରେ କରୋନା ମାଡ: ପୁଣି ୧୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ, ୨୦ ସାଧୁସନ୍ଥ କରୋନା ପଜିଟିଭ୍
ଲକ୍ଷ୍ନୌ,୧୪।୪: ଦେଶରେ କରୋନା ପରିସ୍ଥିତି ପୁଣି ବିଗିଡିବାରେ ଲାଗିଛି। କୁମ୍ଭ ମେଳାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବୁଧବାର ପୁଣି ୧୦୦ରୁ ଅଧିକ ଶ୍ରଦ୍ଧାଳୁ ଏବଂ ୨୦ ସାଧୁସନ୍ଥ କରୋନା ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ଏହି ମେଳାରେ ଭାଗ ନେଇଥିବା ୧୮୦୦ରୁ…
ଅଖିଳେଶ କରୋନା ଆକ୍ରାନ୍ତ
ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବୁଧବାର ସକାଳେ ଅଖିଳେଶ ଟୁଇଟ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହେବା ପରେ ଅଖିଳେଶ ନିଜକୁ ହୋମ୍ ଆଇସୋଲେଶନ୍ କରିନେଇଛନ୍ତି।…
ମହାରାଷ୍ଟ୍ରରେ ଜନତା କର୍ଫ୍ୟୁ
ମୁମ୍ବାଇ,୧୪ା୪: ମହାରାଷ୍ଟ୍ରରେ କରୋନା ଭୂତାଣୁର ଉଗ୍ରରୂପକୁ ଦେଖି ‘ଜନତା କର୍ଫ୍ୟୁ’ ଜାରି କରିଛନ୍ତି ଉଦ୍ଧବ ସରକାର। ମଙ୍ଗଳବାର ୬୦,୨୧୨ ସଂକ୍ରମିତ ହୋଇଥିବାବେଳେ ୨୮୧ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ କେତେକ ନୂଆ କଟକଣା ଘୋଷଣା…
ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟରେ ଲେଖିଛନ୍ତି, ଆମ୍ବେଦକର ଜୟନ୍ତୀ ଅବସରରେ ମୁଁ ଡା. ବାବାସାହେବ ଆମ୍ବେଦକରଙ୍କୁ…
ପ୍ରବାସୀ ଶିଶୁଙ୍କ ସଂଖ୍ୟା ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୪ା୪: ଦେଶବ୍ୟାପୀ କୋଭିଡ୍-୧୯ ମହାମାରୀ ସଂକ୍ରମଣ ବଢ଼ିଚାଲିଥିବାବେଳେ ପ୍ରବାସୀ ଶ୍ରମିକମାନଙ୍କ ଦୁଃଖ ବହୁଗୁଣିତ ହେବାରେ ଲାଗିଛି। ଗତବର୍ଷ ଲକ୍ଡାଉନ୍ ବେଳେ ମହାମାରୀ ପ୍ରବାସୀ ପରିବାରଗୁଡ଼ିକର ଦୁର୍ଦ୍ଦଶା ବଢ଼ାଇଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀଙ୍କ ଛୋଟ ଛୋଟ ପିଲାଙ୍କ ସଂଖ୍ୟା କେତେ ଓ…
ଭୂତାଣୁ ବାଣ୍ଟିଲା କୁମ୍ଭମେଳା
ନୂଆଦିଲ୍ଲୀ, ୧୪ା୪: ଭାରତରେ କରୋନା ସଂକ୍ରମଣ ବ୍ରାଜିଲକୁ ଟପି ଦ୍ୱିତୀୟ ସ୍ଥାନକୁ ଉଠିଥିବାବେଳେ ଭୂତାଣୁ ବାଣ୍ଟିବାରେ ଲାଗିଛି ଉତ୍ତରାଖଣ୍ଡର ହରିଦ୍ୱାର କୁମ୍ଭମେଳା। ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଗୋଟିଏ ସ୍ଥାନରେ ଏକାଠି ହେବା ଯୋଗୁ କଟକଣା ବାଟହୁଡ଼ା ହୋଇଛି। ଆଗାମୀ ଦିନରେ…
ପ୍ରଶ୍ନ ଘେରରେ ନିର୍ବାଚନ ଆୟୋଗ
କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ‘ଗଣତନ୍ତ୍ରର ଉତ୍ସବ’ ରୂପେ ଉତ୍ସାହଜନକ ହୋଇନାହିଁ। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ନେତାଙ୍କ ବୟାନବାଜି ସମଗ୍ର ପ୍ରଚାରକୁ ତିକ୍ତ ଓ ଅରୁଚିକର କରିଦେଇଛି। ମୁଖ୍ୟ ଦୁଇ ଦଳ ପରସ୍ପର ବିରୋଧରେ ହିଂସା ଭିଆଇବା…
କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା
ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି।…
୬ ମାସ ହେଲା ନାବାଳିକାଙ୍କୁ ବଳାତ୍କାର କରୁଥିଲେ ୫ ଯୁବକ
ଚେନ୍ନାଇ, ୧୩ା୪- ଗତ ୬ ମାସ ହେଲା ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଡରାଇ ଧମକାଇ ବଳାତ୍କାର କରୁଥିଲେ ୫ ଯୁବକ। ତାମିଲନାଡୁର କୁଡ଼ାଲୋରରୁ ଆସିଛି ଏଭଳି ଅଭିଯୋଗ। ପୀଡ଼ିତାଙ୍କ ବାପା ଚେନ୍ନାଇରେ କାମ କରୁଥିବାରୁ ସେ ସମ୍ପର୍କୀୟଙ୍କ ଘରେ ରହୁଥିଲେ।…
ନିର୍ବାଚନ ପ୍ରଚାର ପାଇଁ କୁକୁର ଦେହରେ ମାରିଲେ ପୋଷ୍ଟର
ରାଇ ବରେଲି, ୧୩ା୪- ମତଦାତାଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ଖୁବ୍ ଅନନ୍ୟ ଓ ଅଦ୍ଭୁଦ ଉପାୟ ଆପଣେଇବା କିଛି ନୂଆ କଥା ନୁହେଁ। କିନ୍ତୁ ନିର୍ବାଚନ ପ୍ରଚାର ଲାଗି ମାନବିକତା ଭୁଲି କୁକୁରଙ୍କ ବ୍ୟବହାର କରିବା କେଉଁ ଆଡ଼ୁ ଠିକ୍?…
କୁକୁରର ଗୁପ୍ତାଙ୍ଗ କାଟିଦେଲେ ଦମ୍ପତି
କାନପୁର, ୧୩ା୪- ଉତ୍ତର ପ୍ରଦେଶର କାନପୁର ଜିଲାରେ ଏକ ଦମ୍ପତି ପଡ଼ୋଶୀଙ୍କ ପୋଷା କୁକୁରର ଗୁପ୍ତାଙ୍ଗ କାଟି ଦେଇଥିବା ଅଭିଯୋଗ ଆସିଛି। ରସୁଲାବାଦ୍ ଥାନା ଅନ୍ତର୍ଗତ ସୁଜାନପୁର ଅଞ୍ଚଳରେ ସୋମବାର ଘଟିଛି ଏହି ଘଟଣା। ଗୁରୁତର କୁକୁରକୁ ଉଦ୍ଧାର କରାଯାଇ ପଶୁ…
ଆଇସୋଲେଶନରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ
ଲକ୍ଷ୍ନୌ, ୧୩ା୪- କାର୍ଯ୍ୟାଳୟର କିଛି ଅଧିକାରୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଉତ୍ତର ପ୍ରଦେଶ (ୟୁପି) ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆଇସୋଲେଶନରେ ଅଛନ୍ତି। ମୋ କାର୍ଯ୍ୟାଳୟର କିଛି ଅଧିକାରୀ କୋଭିଡ୍-୧୯ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କିଛି ମୋ…

