‘କିରଣ ବେଦୀଙ୍କୁ ବହିଷ୍କାର କର’
ପୁଡ଼ୁଚେରୀ, ୧୧।୧: ଉପରାଜ୍ୟପାଳ କିରଣ ବେଦୀଙ୍କ ବହିଷ୍କାର ଦାବିରେ ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଧାରଣା ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ସେ ବେଦୀଙ୍କ ସରକାରୀ ବାସଭବନ ନିକଟରେ ବସି ରହିଛନ୍ତି। ଆସନ୍ତା ମେ’ ମାସରେ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ଥିବାବେଳେ…
ଟୁଇଟରରେ ମୋଦି ଏକ ନମ୍ବର
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟର ଆକାଉଣ୍ଟରେ ସର୍ବାଧିକ ଫଲୋଅର୍ସ ରହିବା…
୩ୟ ଦିନରେ ପହଞ୍ଚିଲା ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ଆନ୍ଦୋଳନ
ପୁଡୁଚେରୀ,୧୦।୧- ଗଭର୍ନର କିରନ ବେଦୀଙ୍କୁ ହଟାଇବା ଦାବିରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚତ୍ଛି। ପୁଡୁଚେରୀର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ସେ ବାଧା ଦେଉଛନ୍ତି। କୋଭିଡ୍-୧୯ କଟକଣା ଯୋଗୁ ଆମକୁ ରାଜଭବନ…
ଭଙ୍ଗାରୁଜା ପରେ ଖଟରଙ୍କ କିଷାନ ବୈଠକ ବାତିଲ
ଚଣ୍ଡିଗଡ଼,୧୦।୧- କର୍ନାଲଠାରେ ରବିବାର ହେବାକୁ ଥିବା ‘କିଷାନ ମହାପଞ୍ଚାୟତ’ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରୁଥିବା ଚାଷୀମାନେ ତାଙ୍କ କାର୍ଯ୍ୟକ୍ରମ ହେବାକୁ ଥିବା ଭେନ୍ୟୁରେ ବ୍ୟାପକ…
ସୁରିନାମର ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ
ନୂଆଦିଲ୍ଲୀ,୧୦।୧: ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବାତିଲ ପରେ ସରକାର ସାଣ୍ଟୋଖିଙ୍କୁ ଅତିଥି ଭାବେ ଯୋଗଦେବା…
ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ
ମୁମ୍ବାଇ,୧୦।୧- ମହାରାଷ୍ଟ୍ରର ଭନ୍ଦରାସ୍ଥିତ ଜିଲା ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ୧୦ ଜଣ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଉ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ପୂରା…
କାନ ଧରି ଭୁଲ ମାଗିଲେ ପୂର୍ବତନ ଭାଜପା ବିଧାୟକ
ବାରାଣସୀ,୧୦।୧: ଉତ୍ତରପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଜଣେ ପୂର୍ବତନ ଭାଜପା ବିଧାୟକଙ୍କୁ ମାଡ ଦିଆଯିବା ସହ କାନ ଧରି କ୍ଷମା ମଗାଯାଇଥିଲା।ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମାମଲା ବାରାଣସୀର ଚୌବେପୁର ପୋଲିସ…
ଟିକାକରଣ ପରିଚାଳନାରେ ଭାଗ ନେବେ ୨୩ଟି ସରକାରୀ ବିଭାଗ
ନୂଆଦିଲ୍ଲୀ,୧୦।୧: କରୋନା ମହାମାରୀରୁ ରକ୍ଷା ପାଇଁ ଦେଶରେ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଟିକାକରଣ ଅଭିଯାନ। ଏହି ଅଭିଯାନରେ ସରକାରଙ୍କ ୨୩ଟି ବିଭାଗ ଅଂଶଗ୍ରହଣ କରିବେ। ଏହା ବିଶ୍ୱର ସବୁଠାରୁ ବଡ ଟିକାରଣ ଅଭିଯାନ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ମୁମ୍ବାଇରେ କରୋନାର ନୂଆ ଷ୍ଟ୍ରେନ୍!
ମୁମ୍ବାଇ,୧୦ ।୧: କରୋନା ଭ୍ୟାକ୍ସିନ ଆସିବା ପରେ ଏବେ ଅଧିକାଂଶ ଦେଶ ଟିକାକରଣ ପାଇଁ ବ୍ୟସ୍ତ ହୋଇ ପଡିଛନ୍ତି । ଏହାପରେ ବି ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଲୋକଙ୍କ ମନରେ ଆଉ ଏକ ଭୟ ସୃଷ୍ଟି କରିଛି ।…
ସାନ ଭାଇଙ୍କୁ ଦେଖାଇ ବଡ଼ଙ୍କ ସହ କଲେ ବାହାଘର, ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ ଶାଶୁ କରୁଥିଲେ ବାଧ୍ୟ
ଲକ୍ଷ୍ନୌ,୧୦।୧: ଉତ୍ତରପ୍ରଦେଶର ଗାଜିଆବାଦରେ ଅନନ୍ୟ ବିବାହର ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ମଧ୍ୟସ୍ଥି ସାନ ଭାଇକୁ ଦେଖାଇ ଜଣେ କନ୍ୟାଙ୍କର ବଡ଼ଙ୍କ ସହ ବିବାହ କରାଇଥିଲେ। ଶାଶୁଘରେ ପହଞ୍ଚିବା ପରେ ଶାଶୁ ତାଙ୍କୁ ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ…
୨୦ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କୁ ମିଳିଛି କିଷାନ ଯୋଜନା ଲାଭ
ନୂଆଦିଲ୍ଲୀ,୧୦।୧: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ରେ ପ୍ରଣୟନ କରାଯାଇଥିବା ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅନ୍ତର୍ଗତ ଦେଶର ୨୦ ଲକ୍ଷ ୪୮ ହଜାର ଅଯୋଗ୍ୟ ହିତାଧିକାରୀଙ୍କୁ ଲାଭ ମିଳିଛି। ଏଥିରେ ୧,୩୬୪ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସୂଚନା ଅଧିକାର ଆଇନ ଆଧାରରେ…
ଫଡ଼ନଭୀସ୍-ରାଜ୍ ଠାକ୍ରେଙ୍କ ସୁରକ୍ଷା ବ୍ୟବସ୍ଥା କମିଲା
ମୁମ୍ବାଇ,୧୦।୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ ରବିବାର ଏକ ବିବାଦୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ କେତେକ ବରିଷ୍ଠ ନେତାଙ୍କର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍, ଏମ୍ଏନ୍ଏସ୍ ପ୍ରମୁଖ ରାଜ୍…
Archives


