ଶ୍ରମିକଙ୍କୁ ବାଟଖର୍ଚ୍ଚ ଦେବେ ନିଯୁକ୍ତିଦାତା
ନୂଆଦିଲ୍ଲୀ, ୨୨ା୧୧: ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ପରିବାର ପ୍ରତି ସେମାନଙ୍କ କର୍ତ୍ତବ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶ୍ରମ ନିୟମାବଳୀରେ କେତେକ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଏହି ଚିଠା ନିୟମାବଳୀ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଏହା ଉପରେ…
ପ୍ରୟାଗରାଜରେ ବିଷାକ୍ତ ମଦ ପିଇ ଚାଲିଗଲା ୬ ଜଣଙ୍କ ଜୀବନ
ପ୍ରୟାଗରାଜ, ୨୧।୧୧-ଉତ୍ତରପ୍ରଦେଶର ପ୍ରୟାଗରାଜ୍ ଅନ୍ତର୍ଗତ ଫୁଲପୁରରେ ବିଷାକ୍ତ ମଦ ୬ ଜୀବନ ନେଇଛି। ଶୁକ୍ରବାର ରାତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ଆଉ ଦୁଇଜଣଙ୍କ ଜୀବନ ଯାଇଛି। ଏହି ଘଟଣାରେ ଜଣେ ମଦ ଦୋକାନୀ ଓ ଯୋଗାଣକାରୀଙ୍କ ସମେତ ୭…
କମେଡିଆନ ଭାରତି ସିଂହଙ୍କୁ ଗିରଫ କଲା ଏନ୍ସିବି
ମୁମ୍ବାଇ,୨୧।୧୧-ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) କମେଡିଆନ ଭାରତି ସିଂହଙ୍କୁ ଶନିବାର ଜେରା କରିବା ପରେ ଶେଷରେ ଗିରଫ କରିଛି। ଆଜି ଏନ୍ସିବି ଭାରତିଙ୍କ ମୁମ୍ବାଇସ୍ଥିତ ବାସଭବନରେ ଅଚାନକ ଚଢାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ଗଞ୍ଜେଇ…
ଗୁଜରାଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୭ ଜଣଙ୍କ ଜୀବନ
ସୁରେନ୍ଦ୍ରନଗର,୨୧।୧୧-ଗୁଜରାଟର ସୁରେନ୍ଦ୍ରନଗର ଜିଲା ପଟାଡି ତହସିଲର ଖେରୱା ଗ୍ରାମ ନିକଟରେ ଶନିବାର ଏକ ଟ୍ରକ ସହିତ ଏକ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳାଙ୍କୁ ଉଦ୍ଧାର କରାଯାଇ…
୧୮ ମାସ ହେଲା ଟଏଲେଟ୍ ଯାଇନାହାନ୍ତି ଏହି ଯୁବକ, ପ୍ରତିଦିନ ଖାଉଛନ୍ତି ୧୮ରୁ ୨୦ ପଟ ରୁଟି
ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜଣେ ଯୁବକଙ୍କ କ୍ଷେତ୍ରରେ ଏକ ଅଜବ ରୋଗ ଦେଖିବାକୁ ମିଳିଛି। ସେ ଗତ ୧୮ ମାସ ଧରି ଟଏଲେଟ୍ ବା ଶୌଚ ଯାଇନାହାନ୍ତି। ମାତ୍ର ସେ ପ୍ରତିଦିନ ୧୮ରୁ ୨୦ଟି ରୁଟି ଖାଉଛନ୍ତି। ତଥାପି କୌଣସି ସମସ୍ୟାର ସମ୍ମୁଖୀନ…
କାନରେ ଇୟରଫୋନ୍ ଲଗାଇ ରେଳ ଟ୍ରାକ୍ରେ ଚାଲୁଥିଲେ ୨ ଯୁବକ, ଆଉ ତା’ ପରେ…
ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ବୁରହାନପୁର ଜିଲାର ରେଳ ଟ୍ରାକରେ କର୍ଣ୍ଣାଟକ ଏକ୍ସପ୍ରେସରେ କଟି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଉଭୟଙ୍କର ଶରୀର ୫୦ରୁ ୬୦ ଖଣ୍ଡ ହୋଇଯାଇଛି। ଫଳରେ ସୁରକ୍ଷା ଦୃଷ୍ଟିରୁ ୩ଟି ଟ୍ରେନ୍ ଅଧ ଘଣ୍ଟା ଅଟକି ରହିଥିଲା। ୧୯ ବର୍ଷୀୟ…
ଭାଜପାର ମିଶନ ତାମିଲନାଡୁ: ଦୁଇ ଦିନିଆ ଗସ୍ତରେ ଚେନ୍ନାଇ ପହଞ୍ଚିଲେ ଶାହା
ଚେନ୍ନାଇ,୨୧ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ୨ଦିନିଆ ତାମିଲନାଡୁ ଗସ୍ତରେ ଚେନ୍ନାଇ ପହଞ୍ଚିଛନ୍ତି । ଶାହା ସେଠାରେ କେତୋଟି ବିକାଶମୂଳକ ପରିଯୋଜନାର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ତାମିଲନାଡୁ ଭାଜପା ପ୍ରତିନିଧି ଓ ସହଯୋଗୀ ଏଆଇଏଡିଏମ୍କେର…
ବେଡ୍ରୁମ ପାଲଟିଛି ଆଇସିୟୁ, କାର୍ ହୋଇଛି ଆମ୍ବୁଲାନ୍ସ; ପୂରା ଘଟଣା ଜାଣିଲେ ହେବେ ଭାବୁକ
ଭୋପାଳ,୨୧ା୧୧: ମଧ୍ୟପ୍ରଦେଶର ଜବଲପୁରରେ ଅବସରପ୍ରାପ୍ତ ଇଞ୍ଜିନିୟର ଅସୁସ୍ଥ ସ୍ତ୍ରୀଙ୍କ ପାଇଁ ତାଙ୍କ ଘରର ସମସ୍ତ ମାନଚିତ୍ର ପରିବର୍ତ୍ତନ କରି ଦେଇଛନ୍ତି। ସେ ତାଙ୍କ ବେଡ୍ରୁମକୁ ଆଇସିୟୁରେ ପରିଣତ କରିଥିବା ବେଳେ ତାଙ୍କ କାର୍କୁ କରିଛନ୍ତି ଆମ୍ବୁଲାନ୍ସ। ବୃତ୍ତିରେ ସେ ଜଣେ ଇଞ୍ଜିନିୟର।…
ଦିଲ୍ଲୀ ପରେ ଏବେ ନଏଡ଼ାରେ ବି ବିବାହ ଭୋଜିରେ ସାମିଲ ହେବେ କେବଳ ଶହେ ଲୋକ
ନଏଡା,୨୧ ।୧୧: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏବେ ଗୌତମ ବୁଦ୍ଧ ନଗର ଜିଲା ପ୍ରଶାସନ ସତର୍କ ହୋଇ ଯାଇଛି । ଗୋଟିଏ ପଟେ ଦିଲ୍ଲୀ-ନଏଡ଼ା ସୀମାରେ ସ୍ୱାସ୍ଥ୍ୟ ବିଭାଗର ଟିମ୍ ର୍ୟାଣ୍ଡମ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଜିଲା ପ୍ରଶାସନ…
ମିଥ୍ୟା ବଳାତ୍କାର ଅଭିଯୋଗ: ଯୁବକଙ୍କୁ ୧୫ ଲକ୍ଷ କ୍ଷତିପୂରଣ ଦେବେ ଯୁବତୀ
ଚେନ୍ନାଇ,୨୧।୧୧: ଜଣେ ଯୁବକଙ୍କ ବିରୋଧରେ ମିଥ୍ୟା ବଳାତ୍କାର ଅଭିଯୋଗ ଆଣିଥିବା ଅପରାଧରେ ଦୋଷୀ ସାବ୍ୟସ୍ତ୍ୟ ହୋଇଥିବା ଯୁବତୀଙ୍କୁ ଚେନ୍ନାଇର ଏକ କୋର୍ଟ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସନ୍ତୋଷ ନାମକ ଜନୈକ ଯୁବକଙ୍କ ବିରୋଧରେ ତାଙ୍କ ପଡ଼ିଶା ଘରେ ବାସ କରୁଥିବା…
ଡ୍ରଗ୍ସ ମାମଲା: କମେଡିଆନ ଭାରତି ସିଂଙ୍କ ଫ୍ଲାଟରୁ ମିଳିଲା ଗଞ୍ଜେଇ!
ମୁମ୍ବାଇ,୨୧ ।୧୧: ବଲିଉଡ୍ ଡ୍ରଗ୍ସ ମାମଲାରେ ନର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଯାଞ୍ଚ ଜାରି ରଖିଛି । ଏଥିରେ ଜଣକ ପରେ ଜଣେ ବଲିଉଡ୍ ସେଲିବ୍ରିଟିଙ୍କ ନାଁ ଆସୁଥିବା ବେଳେ ଶନିବାର କମେଡିଆନ୍ ଭାରତି ସିଂଙ୍କ ଘରେ ଏନ୍ସିବି ଚଢାଉ କରିଛି ।…
ନବଜାତକଙ୍କୁ ମା’ କୋଳରୁ ଉଠାଇ ନେଉଛି ବିଲେଇ: ଲୋକେ ଆତଙ୍କିତ
ଜବଲପୁର,୨୧।୧୧: ମଧ୍ୟପ୍ରଦେଶ ଜବଲପୁରର ସମ୍ଭାଗସ୍ଥିତ ଲେଡ଼ି ଏଲଗିନ୍ ହସ୍ପିଟାଲରେ ଏବେ ଆତଙ୍କ ଦେଖାଦେଇଛି। ଏଠାରେ ଗୋଟିଏ ବିଲେଇ ନବଜାତକଙ୍କୁ ମା’ କୋଳରୁ ଉଠାଇ ନେଉଛି। ଗତ ଏକ ସପ୍ତାହ ମଧ୍ୟରେ ଏଭଳି ୨ଟି ଘଟଣା ଘଟିଛି। ତେବେ ହସ୍ପିଟାଲ କର୍ମଚାରୀ ବିଲେଇ…
Archives


