ଜାତୀୟ

ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା: ମୃତଦେହକୁ ଜଳାଇଲେ ଘରେ !

ଆଗ୍ରା, ୩୧।୮: ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା କରି ଘରେ ଜଳାଇ ଦିଆଯାଇଛି। ସୋମବାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧାଜଳା ମୃତଦେହଗୁଡ଼ିକ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଆଗ୍ରାର ଏତ୍ମାଦୋଲା ଥାନା ଅନ୍ତର୍ଗତ ନଗଲା...

ରିଆ ଜଣେ ବିଷକନ୍ୟା: ସ୍ବାମୀ

ନୂଆଦିଲ୍ଲୀ, ୩୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିଆ ଚକ୍ରବର୍ତ୍ତୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସ୍ବାମୀ କହିଛନ୍ତି...

ରେକର୍ଡ ଭାଙ୍ଗୁଛି କରୋନା: ଦିନକୁ ୮୦ ହଜାର ହେବାକୁ ଯାଉଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଶ୍ରୀନଗର, ୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ୮୦ ହଜାର ମୁହାଁ ହେବାରେ...

ଅମିତ ଶାହାଙ୍କୁ ଏମ୍ସ୍‌ରୁ ମିଳିଲା ଛୁଟି

ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍‌ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ ତାଙ୍କୁ ଡିସଚାର୍ଜ କରାଯାଇଥିବା ସମ୍ପର୍କରେ ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୧୮ରେ ଜ୍ୱର...

ଯୁବକଙ୍କୁ ପିଟି ମାରିଦେଲେ

ନୂଆଦିଲ୍ଲୀ,୩୧ା୮: ପଶ୍ଚିମ ଦିଲ୍ଲୀର ନାରାଇନାରେ ମୋବାଇଲ୍‌ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦିଆଯାଇଛି। ହତ୍ୟା ଅଭିଯୋଗରେ ପୋଲିସ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି। ନାରାଇନାସ୍ଥିତ ଲୋହାମଣ୍ଡିରେ ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ନିଖୋଜ...

ପ୍ରଶାନ୍ତଙ୍କ ରାୟର ପୁନର୍ବିଚାର ହେଉ

ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ ଛାତ୍ରୀଛାତ୍ର ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେ ଏବଂ ସୁପ୍ରିମକୋର୍ଟର ଅନ୍ୟ...

୨୦୨୦ରେ ହେବନି ଜନଗଣନା

ନୂଆଦିଲ୍ଲୀ, ୩୧।୮(ପି.ଟି.): ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସମେତ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ଚଳିତ ବର୍ଷ ହେବାକୁ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ଯୋଗୁ ଏହା ବିଳମ୍ବିତ ହୋଇଛି। ମହାମାରୀ କମିବାର ନଁା ନେଉ...

ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି

ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ ପରି ହେବାକୁ ବିଶ୍ୱାସ କରୁଥିଲେ। ଏହାର ମୁଖ୍ୟ କାରଣ ଥିଲା ଡ....

ଖେଳନା ନୁହେଁ ‘ପରୀକ୍ଷା ପେ ଚର୍ଚ୍ଚା’ ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର

ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍‌ଇଇଟି ଏବଂ ଜେଇଇ...

ବିଶ୍ୱର ଖେଳନା ହବ୍‌ ହୋଇପାରିବ ଭାରତ

ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ କରିବା ପାଇଁ ପ୍ରତିଭା ଓ ସାମର୍ଥ୍ୟ ରହିଛି। ଷ୍ଟାର୍ଟଅପ୍‌ ଏବଂ ଉଦ୍ୟୋଗୀମାନେ...

ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ

ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ ଚାକିରି କରିସାରିଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌)...

ଖେଳନା ନୁହେଁ, ପରୀକ୍ଷା ପେ ଚର୍ଚ୍ଚା ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର: ରାହୁଲ

ନୂଆଦିଲ୍ଲୀ, ୩୦।୮(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍‌ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri