ଗିରୀଶ ମୁର୍ମୁ ଆଇପିୟୁ ଏକ୍ସଟରନାଲ ଅଡିଟର ନିର୍ବାଚିତ
ନୂଆଦିଲ୍ଲୀ, ୨୧।୧୧: ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ଜେନେଭାସ୍ଥିତ ଇଣ୍ଟରପାର୍ଲାମେଣ୍ଟାରୀ ୟୁନିୟନ (ଆଇପିୟୁ)ର ଏକ୍ସଟରନାଲ ଅଡିଟର ନିର୍ବାଚିତ ହୋଇଛନ୍ତି। ଓଡ଼ିଶାରେ ଜନ୍ମିତ ୧୯୮୫ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ଉକ୍ତ ପଦରେ ୩ ବର୍ଷ…
ନେତାଙ୍କୁ ଚିଠିରେ ଭୂତାଣୁ ପଠାଯାଇପାରେ
ନୂଆଦିଲ୍ଲୀ,୨୧ା୧୧: ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରି ବିପର୍ଯ୍ୟୟ ଆଣିଥିବାବେଳେ ଶୁକ୍ରବାର ଏହି ଘାତକ ଭାଇରସ୍ ସମ୍ପର୍କିତ ଆଉ ଏକ ଆସନ୍ନ ବିପଦକୁ ନେଇ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ ବା ଇଣ୍ଟରପୋଲ ସତର୍କ କରାଇଛି। ଅପରାଧୀମାନେ ଭାରତ ସମେତ ଅନେକ…
କପ୍ପାନଙ୍କୁ ଭେଟିବା ଲାଗି ଓକିଲଙ୍କୁ ଅନୁମତି
ନୂଆଦିଲ୍ଲୀ, ୨୧।୧୧: ୟୁଏପିଏ ଆଇନ ବଳରେ ଗିରଫ ହୋଇ ଉତ୍ତରପ୍ରଦେଶର ଏକ ଜେଲରେ ଥିବା କେରଳ ଖବରଦାତା ସିଦ୍ଦିକ୍ କପ୍ପାନଙ୍କୁ ଭେଟିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଆଇନଜୀବୀଙ୍କୁ ଅନୁମତି ଦେଇଛନ୍ତି। ଜାମିନ ପାଇବା ପାଇଁ ତାଙ୍କ ସ୍ବାକ୍ଷରର ଆବଶ୍ୟକତା ଥିଲା। ଉତ୍ତରପ୍ରଦେଶ…
ଚାଇନା ଋଣ ଜାଲରେ ମାଳଦ୍ୱୀପ
ନୂଆଦିଲ୍ଲୀ, ୨୧।୧୧: ମାଳଦ୍ୱୀପ ଏବେ ଚାଇନା ଋଣ ଜାଲରେ ଛନ୍ଦି ହୋଇ ପଡ଼ିଛି। ଆମେ ଆମ ଜେଜେମା’ମାନଙ୍କର ଗହଣା ବିକିଲେ ମଧ୍ୟ ତାହାକୁ ପରିଶୋଧ କରିପାରିବା ନାହିଁ ବୋଲି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ପାର୍ଲାମେଣ୍ଟ ବାଚସ୍ପତି ମହମ୍ମଦ ନଶିଦ୍ କହିବା…
ସୀମାରେ ବଳ ବଢ଼ାଉଛି ଚାଇନା
ନୂଆଦିଲ୍ଲୀ, ୨୧।୧୧: ଲଦାଖକୁ ବିଶ୍ୱ ନଜରରେ ରଖି ଚାଇନା ଗୋପନରେ କେନ୍ଦ୍ରୀୟ, ସିକିମ୍ ଓ ପୂର୍ବ ସେକ୍ଟରରେ ବୃହତ୍ ସାମରିକ ଭିତ୍ତିଭୂମିର ବିକାଶ କରିବା ସହିତ ମିସାଇଲ୍ ମୁତୟନ ସ୍ଥଳଗୁଡ଼ିକର ସୁଦୃଢ଼ୀକରଣ କରିଛି। କେବଳ ସେତିକି ନୁହେଁ, ଏହା ମାନବବିହୀନ ଏରିଏଲ୍…
ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା
ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ ସର୍ବସାଧାରଣଙ୍କ ଲାଗି ଉପଲବ୍ଧ ହେବ। ଏହାର ୨ଟି ଡୋଜ୍ର ଦାମ୍ ସର୍ବାଧିକ ହଜାରେ ଟଙ୍କା…
ସ୍ବାମୀକୁ ଛାଡପତ୍ର ଦେବେ ଆଇଏଏସ୍ ଟିନା ଡାବି
ଜୟପୁର,୨୦।୧୧-୨୦୧୫ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ରେ ଟପ୍ପର ହୋଇଥିବା ଟିନା ଡାବି ତାଙ୍କ ସ୍ବାମୀ ଅଥର ଅମିର ଖାନଙ୍କଠୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଜୟପୁରର ଏକ ଫ୍ୟାମିଲି କୋର୍ଟରେ ଉଭୟେ ସ୍ବାମୀ ସ୍ତ୍ରୀ ସହମତି ଭିତ୍ତିରେ ଛାଡପତ୍ର ପାଇଁ ଆବେଦନ…
ଅହମଦାବାଦରେ ୬୦ ଘଣ୍ଟା କର୍ଫ୍ୟୁ
ଅହମଦାବାଦ, ୨୦ା୧୧-ଗୁଜରାଟର ଅହମଦାବାଦରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଗୁଜରାଟ ସରକାର ଶୁକ୍ରବାର ରାତି ୯ଟାରୁ ଏଠାରେ ୬୦ ଘଣ୍ଟା ଲାଗି କର୍ଫ୍ୟୁ ଜାରି କରିଛନ୍ତି। ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। କେବଳ ଔଷଧ,…
ଦୀର୍ଘ ୧୬ ଘଣ୍ଟାର ଅପରେସନ ପରେ କୂଅରୁ ଉଦ୍ଧାର ହେଲା ହାତୀ ଛୁଆ: ଦେଖନ୍ତୁ ଭିଡିଓ
ତାମିଲନାଡୁ,୨୦।୧୧-ବନବିଭାଗ କର୍ମଚାରୀଙ୍କ ଦୀର୍ଘ ୧୬ ଘଣ୍ଟାର ଅପରେସନ ପରେ ୫୦ ଫୁଟ୍ କୂଅରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛି ହାତୀ ଛୁଆ। ଏପରି ଘଟଣା ତାମିଲନାଡୁ ଧରମାପୁରୀ ଜିଲାର ପଞ୍ଚପାଲ୍ଲୀ ଗ୍ରାମରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗୁରୁବାର ରାତିରେ ପଞ୍ଚପାଲ୍ଲୀ ଗ୍ରାମ…
ଛଟ ପୂଜା: ଅସ୍ତଗାମୀ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ନୀତୀଶ, ମୋଦି ଜଣାଇଲେ ଶୁଭେଚ୍ଛା
ପାଟନା,୨୦ ।୧୧: ଲୋକଙ୍କ ଆସ୍ଥାର ମହାପର୍ବ ଛଟ ପୂଜା ଶୁକ୍ରବାର ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୋଇଛି । କରୋନା ସଙ୍କଟ ମଧ୍ୟରେ ବି ଲୋକେ ସମ୍ପୂର୍ଣ୍ଣ ଭକ୍ତିଭାବ ସହ ଏହି ପର୍ବକୁ ପାଳନ କରିଛନ୍ତି । ବିଶେଷ ଭାବେ ବିହାରରେ…
ଚାଇନା-ପାକିସ୍ତାନର ଗୁପ୍ତଚର ହେଉଛି ଗୁପକାର ସଙ୍ଗଠନ: ଶିବରାଜ
ଭୋପାଳ,୨୦ ।୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର କହିଛନ୍ତି ଜମ୍ମୁ-କଶ୍ମୀରରେ ଗଠନ ହୋଇଥିବା ‘ଗୁପକାର ସଙ୍ଗଠନ’ ଅସଲରେ ହେଉଛି ଏକ ଗୁପ୍ତଚର ସଙ୍ଗଠନ । ଯାହାର ଲୋକେ ପାକିସ୍ତାନ ଓ ଚାଇନା ପାଇଁ ଗୁଇନ୍ଦାଗିରି କରୁଛନ୍ତି । ଆଉ…
ପଣ୍ଡ ହେଲା ଆତଙ୍କବାଦୀଙ୍କ ଆକ୍ରମଣ ଯୋଜନା: ମୋଦି
ନୂଆଦିଲ୍ଲୀ,୨୦ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀରର ନଗରୋଟାରେ ଗୁରୁବାର ଭାରତୀୟ ସେନାଙ୍କ ଦ୍ୱାରା ୪ ଆତଙ୍କବାଦୀ ନିହତ ହେବା ଘଟଣାକୁ ପ୍ରଶଂସା କରିଛନ୍ତି । ସେ ଟୁଇଟ୍ କରି କହିଛନ୍ତି, ଆତଙ୍କବାଦୀମାନେ ପୁଣିଥରେ ଦେଶକୁ ଦୋହଲାଇବା ଭଳି ଯାଜନା କରୁଥିଲେ…
Archives


