ଜାତୀୟ

ଚାଇନା-ପାକିସ୍ତାନର ଗୁପ୍ତଚର ହେଉଛି ଗୁପକାର ସଙ୍ଗଠନ: ଶିବରାଜ

ଭୋପାଳ,୨୦ ।୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର କହିଛନ୍ତି ଜମ୍ମୁ-କଶ୍ମୀରରେ ଗଠନ ହୋଇଥିବା ‘ଗୁପକାର ସଙ୍ଗଠନ’ ଅସଲରେ ହେଉଛି ଏକ ଗୁପ୍ତଚର ସଙ୍ଗଠନ । ଯାହାର ଲୋକେ ପାକିସ୍ତାନ ଓ ଚାଇନା ପାଇଁ ଗୁଇନ୍ଦାଗିରି କରୁଛନ୍ତି । ଆଉ…

ପଣ୍ଡ ହେଲା ଆତଙ୍କବାଦୀଙ୍କ ଆକ୍ରମଣ ଯୋଜନା: ମୋଦି

ନୂଆଦିଲ୍ଲୀ,୨୦ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀରର ନଗରୋଟାରେ ଗୁରୁବାର ଭାରତୀୟ ସେନାଙ୍କ ଦ୍ୱାରା ୪ ଆତଙ୍କବାଦୀ ନିହତ ହେବା ଘଟଣାକୁ ପ୍ରଶଂସା କରିଛନ୍ତି । ସେ ଟୁଇଟ୍ କରି କହିଛନ୍ତି, ଆତଙ୍କବାଦୀମାନେ ପୁଣିଥରେ ଦେଶକୁ ଦୋହଲାଇବା ଭଳି ଯାଜନା କରୁଥିଲେ…

୨୬/୧୧ ଆକ୍ରମଣକୁ ଦୋହରାଇବାକୁ ଯୋଜନା କରୁଥିଲେ ଆତଙ୍କବାଦୀ ମୋଦି ଡାକିଲେ ଜରୁରୀ ବୈଠକ

ନୂଆଦିଲ୍ଲୀ,୨୦ ।୧୧: ଜମ୍ମୁ-କଶ୍ମୀରର ନଗରୋଟାରେ ଟ୍ରକରେ ଯାଉଥିବା ଜୈଶ-ଇ-ଆତଙ୍କବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କର ହୋଇଥିବା ମୁକାବିଲା ପରେ କେନ୍ଦ୍ର ସରକାର ସତର୍କ ହୋଇଯାଇଛନ୍ତି । ଏହି ଆତଙ୍କବାଦୀମାନେ ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ଯୋଜନାରେ ଥିବା ଜଣାପଡିଛି । ଏହାକୁ ନେଇ ଶୁକ୍ରବାର…

ମହାରାଷ୍ଟ୍ର: ଡିସେମ୍ବର ଶେଷ ପର୍ଯ୍ୟନ୍ତ ବିଏମ୍‌ସିର ସମସ୍ତ ସ୍କୁଲ ବନ୍ଦ

ମୁମ୍ବାଇ,୨୦ ।୧୧: ମହାରାଷ୍ଟ୍ର ସରକାର ବୃହନମୁମ୍ବଇ ମହାନଗରପାଳିକା(ବିଏମ୍‌ସି) ଅନ୍ତର୍ଗତ ସମସ୍ତ ସ୍କୁଲକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ମୁମ୍ବାଇ ମେୟର କିଶୋର ପେଡନେକର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି କରୋନା ସଂକ୍ରମଣ ବୃଦ୍ଧିକୁ…

ବିବାହ ଉତ୍ସବକୁ ଆସନ୍ତୁ ନାହିଁ, ଏମିତି କହି ନିବେଦନ କରୁଛନ୍ତି କନ୍ୟାଙ୍କ ମାତାପିତା; କାରଣ…

ନୂଆଦିଲ୍ଲୀ,୨୦ା୧୧: ଦିଲ୍ଲୀରେ ଶାସକ ଆମ ଆଦ୍‌ମୀ ପାର୍ଟି ସରକାର ବିବାହ ସମାରୋହରେ କେବଳ ୫୦ ଅତିଥି ଯୋଗ ଦେବା ପାଇଁ ଆଦେଶ ଦେଇଛନ୍ତି। ଏହା ପରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏକ କନ୍ୟାଘର ପକ୍ଷରୁ କୁହାଯାଇଛି ଯେ, ସରକାର ଏହି…

ଦିଲ୍ଲୀରେ ରହିବେ ନାହିଁ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୦।୧୧: ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ଯୋଗୁ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଦିଲ୍ଲୀ ବାହାରେ ରହିବେ। ଡାକ୍ତରଙ୍କ ପରାମର୍ଶରେ ଏକ ଅନୁକୂଳ ପରିବେଶରେ ଦିଲ୍ଲୀ ବାହାରେ କିଛି ସମୟ ସେ ଅତିବାହିତ କରିବେ। ଫଳରେ ସୋନିଆ ଗାନ୍ଧୀ…

କରୋନା ଭାକ୍ସିନ୍‌ର ପରୀକ୍ଷାମୂଳକ ଡୋଜ୍‌ ନେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋହତକ,୨୦।୧୧: କରୋନା ଲଢେଇ ମଧ୍ୟରେ ଭାରତ ବାୟୋଟେକର କୋଭାକ୍ସିନର ତୃତୀୟ ପରୀକ୍ଷା ଶୁକ୍ରବାରଠାରୁ ହରିୟାଣାର ରୋହତକରୁ ଆରମ୍ଭ ହୋଇଛି। କରୋନା ଟିକା କୋଭାକ୍ସିନ୍‌ର ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ପ୍ରଥମ ସ୍ବେଚ୍ଛାସେବୀ ହୋଇଛନ୍ତି ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ଭିଜ୍‌। ତୃତୀୟ ପର୍ଯ୍ୟାୟରେ ପ୍ରାୟ…

ଚାଇନାର ନୂଆ ଚାଲ: ଡୋକଲାମ ନିକଟରେ ଗଢିଲାଣି ଗାଁ!

ନୂଆଦିଲ୍ଲୀ,୨୦ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ ପୁଣିଥରେ ଉତ୍ତେଜନା ପରିସ୍ଥିତି ଉପୁଜି ପାରେ ବୋଲି ଆଣଙ୍କା କରାଯାଉଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଚାଇନା ସିକ୍କିମ ନିକଟରେ ଏକ ଗାଁ ଗଢିଥିବା ଜଣାପଡିଛି । ଏହା ପଡୋଶୀ ଦେଶ…

୪ ମାସ ମଧ୍ୟରେ ଭାରତକୁ ମିଳିଯିବ କରୋନା ଟିକା, ଜାଣନ୍ତୁ କେତେ ରହିବ ଦାମ୍‌

ନୂଆଦିଲ୍ଲୀ,୨୦।୧୧: କରୋନା ଟିକା କେବେ ଆସିବ ତାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି। ବିଶ୍ୱର ଅନେକ ଦେଶ ଟିକା ପରୀକ୍ଷଣରେ ଲାଗିପଡିଛନ୍ତି। ସେହିପରି ଭାରତରେ ମଧ୍ୟ ଟିକା ପରୀକ୍ଷଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ତିଆରି କରିଥିବା କରୋନା ଟିକା…

ବିଗୁଡୁଛି କରୋନା ସ୍ଥିତି: ଶବଦାହ ପାଇଁ ଘଣ୍ଟା ଘଣ୍ଟା ଧରି କରିବାକୁ ପଡୁଛି ଅପେକ୍ଷା

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ଭାଇରସ ମାମଲା ହ୍ରାସ ହୋଇଥିଲେ ମଧ୍ୟ ରାଜଧାନୀ ଦିଲ୍ଲୀରେ ସ୍ଥିତି ବହୁତ ଖରାପ ହୋଇଯାଇଛି। କରୋନା ଏବେ ଦିଲ୍ଲୀରେ ଏକ ବିପଜ୍ଜନକ ରୂପ ନେଇଛି। ମୃତ୍ୟୁ ପରିସଂଖ୍ୟାନ ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତି…

ପୁଣି ବଢୁଛି କରୋନା ଗ୍ରାଫ୍‌: ଦିନକରେ ୪୫ ହଜାରରୁ ଅଧିକ ଚିହ୍ନଟ, ୫୮୪ ମୃତ୍ୟୁ

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୮୮୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୮୪…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ୬ ଜଣ ଛୋଟ ପିଲା ଥିବା ଜଣାପଡିଛି। ମୃତକମାନେ ଗୋଟିଏ ପରିବାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri