ବିହାର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା
ପାଟନା, ୨୦ା୧୧:ବିହାରର ନବନିଯୁକ୍ତ ଶିକ୍ଷାମନ୍ତ୍ରୀ ମଓ୍ବୋଲାଲ୍ ଚୌଧରୀ ଶପଥ ନେବାର ୩ ଦିନ ପରେ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଓ୍ବୋଲାଲ୍ଙ୍କ ବିରୋଧରେ ଦୁର୍ନୀତି ମାମଲା ଥିବାରୁ ତୁରନ୍ତ ତାଙ୍କୁ ବହିଷ୍କାର କରାଯିବାକୁ ବିରୋଧୀ ଦଳ ପକ୍ଷରୁ ଦାବି ହୋଇଥିଲା।…
ଭାରତର ଭାକ୍ସିନ୍ ଆଶା
ନୂଆଦିଲ୍ଲୀ, ୨୦ା୧୧:କରୋନା ମହାମାରୀର ମୁକାବିଲା ଲାଗି ଟିକା ପ୍ରସ୍ତୁତିକୁ ନେଇ ବିଶ୍ୱବ୍ୟାପୀ ଚାଲିଥିବା ପ୍ରତିଯୋଗିତା ଏବେ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆମେରିକୀୟ କମ୍ପାନୀ ଫାଇଜର ଏବଂ ମଡର୍ନା ଇତିମଧ୍ୟରେ ସେମାନଙ୍କ ଟିକାର ଚୂଡ଼ାନ୍ତ ପରୀକ୍ଷା ଫଳାଫଳ ଘୋଷଣା କରି ବିଭିନ୍ନ ଦେଶ…
ବିଗିଡ଼ିବ ଭାରତୀୟ ଅର୍ଥ ବ୍ୟବସ୍ଥା
ନୂଆଦିଲ୍ଲୀ,୨୦ା୧୧:କୋଭିଡ୍-୧୯ ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏବେ ଆମେରିକା ପରେ ଭାରତ ଦ୍ୱିତୀୟ ସର୍ବାଧିକ କ୍ଷତିଗ୍ରସ୍ତ ଦେଶ ଭାବେ ଉଭା ହୋଇଛି। ମହାମାରୀ ପ୍ରଭାବରେ ଘରୋଇ ବଜାର ଚାପଗ୍ରସ୍ତ ହୋଇଥିବା ବେଳେ ଏଥିରୁ…
ପିଓକେରେ ଭାରତର ଷ୍ଟ୍ରାଇକ ଖବରକୁ ଖଣ୍ଡନ କଲା ସେନା
ନୂଆଦିଲ୍ଲୀ,୧୯ା୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍ପଏଣ୍ଟ ଷ୍ଟ୍ରାଇକ୍’ କରିଛି ବୋଲି କେତେକ ଜାତୀୟ ଗଣମାଧ୍ୟମରେ ମିଛ ରିପୋର୍ଟ ପ୍ରକାଶ ପାଇଛି। ନିୟନ୍ତ୍ରଣରେଖା (ଏଲ୍ଓସି) ସେପଟେ ଥିବା ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ସେନା ଭାରତକୁ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ ଚଳାଇଥିବାବେଳେ…
କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡାଙ୍କୁ କରୋନା
ନୂଆଦିଲ୍ଲୀ,୧୯।୧୧-କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଗୁରୁବାର ଗୌଡା ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ଆଇସୋଲେଶନରେ ଅଛନ୍ତି। ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁ ଲୋକମାନେ…
ପିଓକେରେ ଆକ୍ରମଣ କଲା ଭାରତ
ନୂଆଦିଲ୍ଲୀ,୧୯।୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍ପଏଣ୍ଟ ଷ୍ଟ୍ରାଇକ୍’ କରିଛି। ନିୟନ୍ତ୍ରଣରେଖା (ଏଲ୍ଓସି) ସେପଟେ ଥିବା ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ସେନା ଭାରତକୁ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ ଚଳାଇଥିବାବେଳେ ଆର୍ଟିଲିଏରି ଓ ଟ୍ୟାଙ୍କ୍ ନିରୋଧୀ କ୍ଷେପଣାସ୍ତ୍ର ପ୍ରୟୋଗ କରି ଏହି…
ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦକୁ ୧୦ ବର୍ଷ ଜେଲ୍
ନୂଆଦିଲ୍ଲୀ,୧୯।୧୧- ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍ ଉଦ୍ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍ ସଇଦଙ୍କୁ ଗୁରୁବାର ୧୦ ବର୍ଷ ଜେଲ ଦଣ୍ଡାଦେଶ ମିଳିଛି। ପାକିସ୍ତାନର ଆତଙ୍କବାଦ ବିରୋଧୀ ଅଦାଲତ ଦୁଇଟି ଆତଙ୍କବାଦୀ ମାମଲାରେ ତାଙ୍କୁ ଦୋଷୀସାବ୍ୟସ୍ତ…
ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ
ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ଘଟଣାସ୍ଥଳରେ…
କେଜରିୱାଲ ସରକାରଙ୍କ ନିଷ୍ପତ୍ତି: ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଦୁଇ ହଜାର ଟଙ୍କା ଜରିମାନା
ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ପୁଣିଥରେ ମାଡି ଯାଇଛି । ସଂକ୍ରମିତଙ୍କ ମୃତ୍ୟୁକୁ ଦେଖିଲେ ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି । ବୁଧବାର ଦିଲ୍ଲୀରେ କରୋନା ସଂକ୍ରମଣରେ ୧୩୧ ଜଣଙ୍କ ମୃ୍ତ୍ୟୁ ସରକାରଙ୍କୁ ଚିନ୍ତାରେ…
କରୋନା ଯୋଦ୍ଧାଙ୍କ ପିଲା ପାଇବେ ଏମ୍ବିବିଏସ୍ ପାଠ୍ୟକ୍ରମରେ ସ୍ୱତନ୍ତ୍ର ସୁବିଧା: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ବ୍ୟାଚେଲର ଅଫ୍ ମେଡିସିନ ଆଣ୍ଡ ବ୍ୟାଚେଲର ଅଫ୍ ସର୍ଜରୀ(ଏମ୍ବିବିଏସ୍) ପାଠ୍ୟକ୍ରମରେ କରୋନା…
ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ!
ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣିଥରେ ବଢି ଯାଇଛି । ଏହାକୁ ଦେଖି ବୁଧବାର ସରକାର ହାଇକୋର୍ଟଙ୍କୁ କହିଛନ୍ତି ଯେ ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏପ୍ରିଲ ମାସରେ ଏହା ଲଗୁ କରାଯାଇଥିବା…
କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କରୋନା ସଂକ୍ରମଣରେ ଭାରତ ଅନ୍ୟ ଦେଶଠାରୁ…
Archives


