ଏହି ଭାରତୀୟଙ୍କୁ ଭଗବାନ ପରି ମାନେ ଚାଇନା, ଜାଣନ୍ତୁ କାହିଁକି
ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ ପରି ହେବାକୁ ବିଶ୍ୱାସ କରୁଥିଲେ। ଏହାର ମୁଖ୍ୟ କାରଣ ଥିଲା ଡ....
ଖେଳନା ନୁହେଁ ‘ପରୀକ୍ଷା ପେ ଚର୍ଚ୍ଚା’ ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର
ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍ଇଇଟି ଏବଂ ଜେଇଇ...
ବିଶ୍ୱର ଖେଳନା ହବ୍ ହୋଇପାରିବ ଭାରତ
ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ କରିବା ପାଇଁ ପ୍ରତିଭା ଓ ସାମର୍ଥ୍ୟ ରହିଛି। ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗୀମାନେ...
ବିଦାହେବେ ଅପାରଗ, ଦୁର୍ନୀତିଗ୍ରସ୍ତ ବାବୁ
ନୂଆଦିଲ୍ଲୀ,୩୦ା୮- ଅପାରଗ ଓ ଦୁର୍ନୀତିଗ୍ରସ୍ତ ବାବୁମାନେ ଆଉ ଅଧିକ ସମୟ ଚାକିରିରେ ରହିପାରିବେ ନାହିଁ। ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଓ ୩୦ ବର୍ଷ ଚାକିରି କରିସାରିଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍)...
ଖେଳନା ନୁହେଁ, ପରୀକ୍ଷା ପେ ଚର୍ଚ୍ଚା ଶୁଣିବାକୁ ଚାହାନ୍ତି ଛାତ୍ରୀଛାତ୍ର: ରାହୁଲ
ନୂଆଦିଲ୍ଲୀ, ୩୦।୮(ପି.ଟି.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି ସେ ଆହ୍ବାନ ଦେଇଥିଲେ। କରୋନା ମହାମାରୀ ସମୟରେ ଏନ୍ଇଇଟି ଏବଂ ଜେଇଇ ପରୀକ୍ଷା...
ମୋଦିଙ୍କ ବାୟୋପିକ୍ ନିର୍ମାତାଙ୍କ ଡ୍ରଗ୍ସ ଲିଙ୍କ: ସିଂଘଭି
ନୂଆଦିଲ୍ଲୀ, ୩୦।୮-ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ମୃତ୍ୟୁ ସହ ଡ୍ରଗ୍ର ସମ୍ପର୍କ ଥିବା ନେଇ ତଦନ୍ତ ଜାରି ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍ ନିର୍ମାତା ସନ୍ଦିପ୍ ସିଂଙ୍କ ବିରୋଧରେ ଡ୍ରଗ୍ କାରବାର ଅଭିଯୋଗ ଆସିଛି। ସନ୍ଦିପ୍ଙ୍କର ଭାଜପା ଏବଂ...
ବାର୍ଥ ଡେ ପାର୍ଟି ବେଳେ ରେଷ୍ଟୁରାଣ୍ଟ ଭୁଶୁଡ଼ିଲା: ୨୯ ମୃତ
ବେଜିଂ,୩୦ା୮(ପି.ଟି.)- ଚାଇନାର ଶାଞ୍ଜି ପ୍ରଦେଶରେ ଏକ ରେଷ୍ଟୁରାଷ୍ଟ ଭୁଶୁଡ଼ିପଡ଼ିବାରୁ ୨୯ ଜଣଙ୍କ ମୃତ୍ୟୁ ଘଟିଛି। ଜିଆଙ୍ଗଫେନ୍ କାଉଣ୍ଟିସ୍ଥିତ ଚେନଝୁଆଙ୍ଗ ଗ୍ରାମର ଜୁଜିଆନ୍ ରେଷ୍ଟୁରାଷ୍ଟରେ ଶନିବାର ସକାଳେ ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କ ଜନ୍ମଦିନ ପାର୍ଟି ଚାଲିଥିବାବେଳେ ଏହି ଅଭାବନୀୟ ଘଟଣା...
ନକଲି ପ୍ରୋଭିଜିନାଲ ଆଡ୍ମିଶନ ତାଲିକାରେ ରହିଛି ସନ୍ନି ଲିଓନିଙ୍କ ନାମ
କୋଲକାତା, ୩୦।୮: ପଶ୍ଚିମବଙ୍ଗର ନର୍ଥ ୨୪ ପ୍ରଗଣାସ୍ଥିତ ବର୍ସାତ୍ ସରକାରୀ କଲେଜର ଆଡ୍ମିଶନ ଲାଗି ନକଲି ପ୍ରୋଭିଜିନାଲ ମେରିଟ୍ ଲିଷ୍ଟ ସୋସିଆଲ ମିଡିଆରେ ଘୂରି ବୁଲୁଛି। ଯେଉଁଥିରେ ଜଣାଶୁଣା ପର୍ନଷ୍ଟାର୍ ତଥା ବଲିଉଡ୍ ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ରହିଥିବା...
ରାମଲୀଳା ପାଇଁ ଚାଲିଛି ପ୍ରସ୍ତୁତି, ମନୋଜ ତିଓ୍ବାରୀ କରିବେ ଅଭିନୟ
ନୂଆଦିଲ୍ଲୀ,୩୦।୮: କରୋନା ସମୟରେ ଦେଶରେ ସବୁ ମହୋତ୍ସବ ଫିକା ପଡିଯାଇଛି। ମାସ ମାସ ଧରି ଠପ୍ ହୋଇଯାଇଛି ବିଭିନ୍ନ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମ। ଧୀରେ ଧୀରେ ସବୁକିଛି ସାଧାରଣ ହେବାକୁ ଲାଗିଛି। ଏବେ ରାମଲୀଳା ମଞ୍ଚସ୍ଥ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।...
ଦୁର୍ନୀତିଗ୍ରସ୍ତ, ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍ କରିବେ ମୋଦି ସରକାର
ନୂଆଦିଲ୍ଲୀ,୩୦।୮: ଦୁର୍ନୀତିଗ୍ରସ୍ତ ତଥା ଅପାରଗ ସରକାରୀ କର୍ମଚାରୀଙ୍କୁ ସାବାଡ୍ କରିବାକୁ ମୋଦି ସରକାର ବର୍ତ୍ତମାନ ପ୍ରସ୍ତୁତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଏଭଳି ସରକାରୀ କର୍ମଚାରୀଙ୍କୁ ଚିହ୍ନଟ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଦୁର୍ନୀତିଗ୍ରସ୍ତ ତଥା ଅଯୋଗ୍ୟ କର୍ମଚାରୀଙ୍କୁ...
କରୋନା ଆକ୍ରାନ୍ତ ଜଣାପଡିବା ପରେ ଏମିତି ନିଷ୍ପତ୍ତି ନେଲେ ସମାଜବାଦୀ ପାର୍ଟି ନେତା
ବରେଲି,୩୦।୮: ବରେଲିର ଏସଆରଏମଏସ ମେଡ଼ିକାଲ କଲେଜରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ସମାଜବାଦୀ ପାର୍ଟି ନେତା ରମଣ ଚୌଧୁରୀ ଦିଲ୍ଲୀ-ବରେଲି-ନୈନିତାଲ ରାଜପଥର ଏକ ଓଭରବ୍ରିଜରୁ ତଳକୁ ଡ଼େଇଁ ଆତ୍ମହତ୍ୟା କରିଛନ୍ତି। ଏହା ଏକ ଦୁର୍ଘଟଣା ହୋଇଥିବା ପୋଲିସ ସନ୍ଦେହ...
ନିଟ୍, ଜେଇଇ ପରୀକ୍ଷାକୁ ବିରୋଧ କରୁଥିବା ଏହି ୯ ବର୍ଷୀୟା ଝିଅ କିଏ ଜାଣନ୍ତି କି
ମଣିପୁରର ଲିସିପ୍ରିୟା କଙ୍ଗୁଜାମଙ୍କୁ ମାତ୍ର ୯ ବର୍ଷ ବୟସ। କଲେଜରେ ପଢିବାକୁ ତାଙ୍କର ପ୍ରାୟ ୧୦ ବର୍ଷ ଅଛି, ତଥାପି ସେ ଏନ୍ଇଇଟି ଏବଂ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରୁଛନ୍ତି। ଏହି କୁନି ଆକ୍ଟିଭିଷ୍ଟ(ଜଳବାୟୁ ପରିବର୍ତ୍ତନ କାର୍ଯ୍ୟକର୍ତ୍ତା)...
Archives


