ଜାତୀୟ

ପୁଣି କରୋନା ଆତଙ୍କ: ଘରମୁହାଁ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣ ପୁଣି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଗତବର୍ଷ ତୁଳନାରେ କରୋନା ସଂକ୍ରମଣ ଅଧିକ ବେଗରେ ବ୍ୟାପୁଥିବାରୁ ଦିଲ୍ଲୀ, ପୁଣେ, ସୁରଟ ଆଦି ସହରରେ କାମ କରୁଥିବା ପ୍ରବାସୀ ଶ୍ରମିକ ଏବେ ଲକ୍‌ଡାଉନ୍‌ ଭୟରେ ଘରମୁହାଁ ହେବାରେ…

ଲକ୍‌ଡାଉନରେ ଟିକେଟ୍‌ ବୁକିଂ ଟଙ୍କା ଖୁବ୍‌ଶୀଘ୍ର ହେବ ଫେରସ୍ତ

ନୂଆଦିଲ୍ଲୀ,୮।୪: ଗତ ବର୍ଷ ଲାଗୁ ହୋଇଥିବା ଦେଶବ୍ୟାପୀ ଲକ୍‌ଡାଉନ ସମୟରେ ବୁକ ହୋଇଥିବା ବିମାନ ଟିକେଟ ଫେରସ୍ତରେ ବିଳମ୍ବ ହୋଇଥିବାରୁ ନାଗରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି। ବିମାନ କମ୍ପାନୀଗୁଡିକ ମନୋଭାବକୁ ନେଇ ମନ୍ତ୍ରଣାଳୟ ଅସନ୍ତୋଷ ବ୍ୟକ୍ତ କରିଛି।…

ଦ୍ୱିତୀୟ ଲହର ବେକାବୁ: ହସ୍ପିଟାଲରେ ବେଡ୍‌-ଭେଣ୍ଟିଲେଟର ଅଭାବ

ନୂଆଦିଲ୍ଲୀ,୮।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ଏହା ପୂର୍ବାପେକ୍ଷା ୩ଗୁଣା ଅଧିକ ବେଗରେ ବ୍ୟାପୁଥିବାରୁ ଏହାକୁ ଆୟତ୍ତ କରିବା କଷ୍ଟକର ହେଉଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ଏବଂ ଭେଣ୍ଟିଲେଟରର ଅଭାବ…

ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଟିକାକରଣ ଲାଗି ଡୋଜ୍‌ର…

୫ ରାଜ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ମୁମ୍ବାଇ ପୋଲିସରେ କୋକୁଆ ଭୟ

ମୁମ୍ବାଇ,୮ା୪ :ଆଣ୍ଟିଲିଆ ବାହାରେ ବିସ୍ଫୋରକ ଭର୍ତ୍ତି ସ୍କର୍ପିଓ ରଖିବା ଓ ପୁଣେ ବ୍ୟବସାୟୀ ମନ୍‌ସୁଖ ହିରେନଙ୍କୁ ହତ୍ୟା କରିବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ହାଜତରେ ଅଛନ୍ତି ମୁମ୍ବାଇ ପୋଲିସର ନିଲମ୍ବିତ ଆସିଷ୍ଟାଣ୍ଟ ପୋଲିସ ଇନ୍‌ସ୍ପେକ୍ଟର (ଏପିଆଇ) ସଚିନ ଓ୍ବାଜେ।…

ଏଫ୍‌ସିଏଟିକୁ ଉଚ୍ଛେଦ କଲା କେନ୍ଦ୍ର

ନୂଆଦିଲ୍ଲୀ/ମୁମ୍ବାଇ,୮ା୪ : ଫିଲ୍ମ ସାର୍ଟିଫିକେଶନ ଆପିଲେଟ୍‌ ଟ୍ରିବ୍ୟୁନାଲ (ଏଫ୍‌ସିଏଟି)କୁ କେନ୍ଦ୍ର ସରକାର ତତ୍କାଳ ଉଚ୍ଛେଦ କରିଛନ୍ତି। ଫଳରେ ସେନ୍ସର ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ (ସିବିଏଫ୍‌ସି)ର ରାୟକୁ ଚ୍ୟାଲେଞ୍ଜ କରିବା ଅଧିକାର ପ୍ରଯୋଜକମାନେ ହରାଇଛନ୍ତି। ସେନ୍ସର ବୋର୍ଡର…

୧୧ରୁ କାର୍ଯ୍ୟସ୍ଥଳରେ ଟିକା

ନୂଆଦିଲ୍ଲୀ, ୮।୪: ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଟିକାକରଣକୁ ଅଧିକ ବ୍ୟାପକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୧ରୁ ସରକାରୀ ଓ ଘରୋଇ କାର୍ଯ୍ୟସ୍ଥଳରେ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ଲାଗି…

କରୋନାର ଲଙ୍ଗ୍‌ ଜମ୍ପ୍‌: ଗୋଟିଏ ଦିନରେ ଲକ୍ଷେ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୮।୪: ଦେଶରେ କରୋନାର ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ଭାକ୍ସିନର ଦ୍ୱିତୀୟ ଡୋଜ୍‌ ନେଲେ ମୋଦି

ନୂଆଦିଲ୍ଲୀ,୮।୪: ଦେଶରେ ଲଗାତର ଭାବେ ବୃଦ୍ଧି ପାଉଥିବା କରୋନା ମାମଲା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କୋଭିଡର ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ଏନେଇ ଖୋଦ୍‌ ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି ସୂଚନା ଦେଇଛନ୍ତି। ଟିକା ନେବା ପାଇଁ ଦେଶବାସୀଙ୍କୁ ମୋଦି…

ଗୋଟିଏ ମାସରେ ମହାରାଷ୍ଟ୍ରରେ ଆକ୍ରାନ୍ତ ହେଲେଣି ୬୦ ହଜାର ଶିଶୁ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ି ଚାଲିଥିବା ବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର…

ପରୀକ୍ଷାକୁ ଡରିବା ଉଚିତ ନୁହେଁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ବୋର୍ଡ ପରୀକ୍ଷା ପୂର୍ବରୁ ଦେଶର ଛାତ୍ରୀଛାତ୍ରଙ୍କ ସହ ପରୀକ୍ଷା ପେ ଚର୍ଚ୍ଚା କରିଛନ୍ତି। ପରୀକ୍ଷା ପୂର୍ବରୁ ଆତ୍ମବିଶ୍ୱାସ ବଡାଇବା ପାଇଁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଛାତ୍ରୀଛାତ୍ରଙ୍କୁ ଗୁରୁମନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?