ଜାତୀୟ

ସାଇବର ଠକଙ୍କୁ ଚାକିରି ଦେବେ ସୋନୁ ସୁଦ୍‌

ନୂଆଦିଲ୍ଲୀ, ୭ା୪ : ନିରୀହ ଲୋକଙ୍କୁ ଠକିବା ବଦଳରେ ମୋ ପାଖକୁ ଆସ। ମୁଁ ତୁମକୁ ସମ୍ମାନଜନକ ଚାକିରି ଦେବି। ଟଙ୍କା ପାଇଁ ଲୋକଙ୍କୁ ଠକିବା ବନ୍ଦ କର। ଏହା ଦ୍ୱାରା କାହାରି ଭଲ ହେବ ନାହିଁ। କାହାକୁ ଦୁଃଖ ଦେଇ…

ନିଜ ବିଫଳତା ପାଇଁ କେନ୍ଦ୍ର ଉପରେ ଦୋଷ ଲଦୁଛି ମହାରାଷ୍ଟ୍ର ସରକାର

ନୂଆଦିଲ୍ଲୀ, ୭ା୪ : ଆଗାମୀ ୩ ଦିନ ମଧ୍ୟରେ ଟିକା ଯୋଗାଇ ଦିଆ ନ ଗଲେ ମହାରାଷ୍ଟ୍ରରେ ଦେଖାଦେଇପାରେ ଅଭାବ। ମହାରାଷ୍ଟ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜେଶ ତୋପଙ୍କ ଏଭଳି ମନ୍ତବ୍ୟକୁ ସମାଲୋଚନା କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ। ନିଜ…

ଫସିଲେ ମମତା

କୋଲକାତା,୭।୪: ଧର୍ମକୁ ଆଧାର କରି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ରାଲିରେ ଭୋଟ ମାଗିଥିବାରୁ ନିର୍ବାଚନ କମିଶନ ଜବାବ ମାଗିଛନ୍ତି। ଏନେଇ ତାଙ୍କୁ ୪୮ ଘଣ୍ଟାର ମହଲତ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମମତା ଏକ ନିର୍ବାଚନ ରାଲିରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁସଲମାନ…

କାର୍ଯ୍ୟ ସ୍ଥଳରେ ଦିଆଯିବ ଟିକା

ନୂଆଦିଲ୍ଲୀ,୭ା୪ : କାର୍ଯ୍ୟ ସ୍ଥଳ (ଅଫିସ)ରେ ଯୋଗ୍ୟ ବିବେଚିତ ବର୍ଗର କର୍ମଚାରୀଙ୍କୁ ଦିଆଯିବ କୋଭିଡ୍‌-୧୯ ଟିକା। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବୁଧବାର କୁହାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି ସରକାର।…

ରିକ୍ସା ଚାଳକଙ୍କ ଘରେ ତଳେ ବସି ଭୋଜନ କଲେ ସ୍ବରାଷ୍ଟମନ୍ତ୍ରୀ

କୋଲକାତା,୭।୪: ବିଧାନସଭା ନିର୍ବାଚନ ପାଇଁ ପଶ୍ଚିମବଙ୍ଗ ଏବେ ସରଗରମ ରହିଛି। ଚତୃର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ପ୍ରଚାର ପାଇଁ ଭାଜପାର ଚାଣକ୍ୟ ତଥା ଖୋଦ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଇଦାନକୁ ଓହ୍ଲାଇଛନ୍ତି। ବୁଧବାର…

ପୁଣି ଫେରିଲା ଲକ୍‌ଡାଉନ

ରାୟପୁର,୭।୪: ଦେଶରେ କରୋନା ସଂକ୍ରମଣ ଆତଙ୍କ ଖେଳାଇ ଚାଲିଛି। ଛତିଶଗଡ଼ ରାଜଧାନୀ ରାୟପୁରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ତେବେ ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ବୁଧବାର ଜିଲାପାଳ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଏପ୍ରିଲ…

କରୋନା କହର: ଟଲିଉଡ୍‌ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୭।୪: ଦେଶରେ କରୋନା ସ୍ଥିତି ପୁଣି ଥରେ ସଙ୍ଗୀନ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବା ସହ ପ୍ରତିଦିନ ପ୍ରାୟ ଏକ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏହି ମହାମାରୀର ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଥିବା…

ଇଟାଓ୍ବା ଜେଲରେ କରୋନା ଆତଙ୍କ: ୩୦ କଏଦୀ ଆକ୍ରାନ୍ତ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଇଟାଓ୍ବା ଜିଲା ଜେଲ୍‌ରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଜେଲ୍‌ର ୩୦ ଜଣ କଏଦୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଯୋଗୁ ପୋଲିସ ବାହିନୀ ସମେତ ଅନ୍ୟ ସୁରକ୍ଷାକର୍ମୀ ବିଭିନ୍ନ…

ପଦ୍ମଶ୍ରୀ ଫାତିମା ଆର ଜାକରିଆଙ୍କ ପରଲୋକ

ନୂଆଦିଲ୍ଲୀ,୭।୪: ବିଶିଷ୍ଟ ଖବରଦାତା-ଲେଖକ ଫାତିମା ଆର ଜାକରିଆଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଛି। କିଛି ଦିନ ପୂର୍ବରୁ ଫାତିମାଙ୍କ କରୋନା ଆକ୍ରାନ୍ତ ହୋଇଥିଲେ। ଏହା ପରେ ସେ ମହାରାଷ୍ଟ୍ରର ଔରଙ୍ଗାବାଦର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସମସ୍ତ କରୋନା ନିୟମ…

ଏହି ରାଜ୍ୟରେ ଲାଗୁ ହେଲା ଲକ୍‌ଡାଉନ

ରାୟପୁର,୭।୪: ଛତିଶଗଡ଼ରେ କରୋନା ମାମଲା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସନ୍ଧ୍ୟା ୫ଟାରୁ ସୋମବାର ରାତି ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ…

ନିଖୋଜ କମାଣ୍ଡୋଙ୍କ ଫଟୋ ଛାଡିଲେ ମାଓବାଦୀ

ବିଜାପୁର,୭।୪: ଛତିଶଗଡର ବସ୍ତର ଅଞ୍ଚଳରେ ଶନିବାର ଏନ୍‌କାଉଣ୍ଟର ବେବେଳ ନିଖୋଜ ହୋଇଥିବା କୋବ୍ରା କମାଣ୍ଡୋ ରାକେଶ୍ୱର ସିଂ ମନ୍‌ହାସ ମାଓବାଦୀମାନଙ୍କ କବ୍‌ଜାରେ ରହିଛନ୍ତି। ବୁଧବାର ମାଓବାଦୀ ସୋସିଆଲ ମିଡିଆ ମାଧ୍ୟମରେ ରାକେଶ୍ୱର ସିଂଙ୍କ ଫଟୋ ଶେୟାର କରିଛନ୍ତି। ଫଟୋ ରାକେଶ୍ୱର ବସି…

ପଞ୍ଜାବରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ଚଣ୍ଡିଗଡ଼,୭।୪: ଦିଲ୍ଲୀ ପରେ ଏବେ ପଞ୍ଜାବରେ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପଞ୍ଜାବ ସରକାରଙ୍କ ପକ୍ଷରୁ ରାଜ୍ୟରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ନାଇଟ୍‌ କର୍ଫ୍ୟୁ ରାତ୍ର ୯ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?