ଦୀପାବଳୀ ସୁଦ୍ଧା କମିଯିବ କରୋନା ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣ ଏବେ ବେଳକୁ ବେଳ ବଢି ଚାଲିଛି। ସଂକ୍ରମିତଙ୍କ ତୁଳନାରେ ସୁସ୍ଥତାହାର ମଧ୍ୟ ବଢିଛି। ହେଲେ ବର୍ଦ୍ଧିତ ସଂକ୍ରମଣକୁ ଦେଖି ଲୋକେ ଏବେବି କରୋନା ଭାଇରସ ନାଁ ଶୁଣି ଭୟ କରି ଯାଉଛନ୍ତି। ହେଲେ କରୋନା...
ଗୋଟିଏ ଡୋଜ୍ରେ ଭଲ ହେବନାହିଁ କରୋନା ଭାଇରସ !
ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ସାରା ବିଶ୍ୱରେ ଏହି ମହାମାରୀର ଶିକାର ହୋଇ ହଜାର ହଜାର ଜନତାଙ୍କ ଜୀବନ ଯାଉଛି। ହେଲେ ଏଥିରୁ ମୁକ୍ତି ପାଇବାକୁ ବିଶେଷଜ୍ଞମାନେ ଦିନରାତି ଏକାଠି କରି ସାରିଲେଣି। ଏବେ...
ବର୍ଷାରେ ଉବୁଟୁବୁ ସହର: ଦେଶର ୫୬ ପ୍ରତିଶତ ସହରରେ ସ୍ବିରେଜ ବ୍ୟବସ୍ଥା ଖରାପ
ନୂଆଦିଲ୍ଲୀ, ୩୧।୮: ବର୍ଷା ହେଲେ ଦେଶର ବହୁ ସହରର ଅବସ୍ଥା ଖରାପ ହୋଇଯାଇଥାଏ। କେତେକ ସହରରେ ଉବୁଟୁବୁ ସ୍ଥିତି ଦେଖାଦେଇଥାଏ। ଏକ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର ୫୬.୪ ସହରରେ ସ୍ବିରେଜ ବ୍ୟବସ୍ଥା ଅତି ଖରାପ ଅବସ୍ଥାରେ ରହିଛି। ବହୁ...
ବିଗୁଡୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା
ନୂଆଦିଲ୍ଲୀ,୩୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବେଳକୁ ବେଳ ବିଗିଡିବାରେ ଲାଗୁଛି। ରବିବାର ଅପେକ୍ଷା ସୋମବାର ସେ ଆହୁରି ଅଧିକ ଅସୁସ୍ଥ ହୋଇ ପଡିଥିବା ସୂଚନା ଦେଇଛନ୍ତି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍। ଫୁସ୍ଫୁସ୍ରେ ସଂକ୍ରମଣ ଯୋଗୁ...
ପ୍ରାକୃତିକ ବିପର୍ଯ୍ୟୟକୁ ଶୀଘ୍ର ଭୁଲି ପାରନ୍ତି ଭାରତୀୟ !
ନୂଆଦିଲ୍ଲୀ, ୩୧।୮: ପୃଥିବୀରେ ଦକ୍ଷିଣ ଏସିଆ ବାସିନ୍ଦାଙ୍କର ଏକ ସ୍ବତନ୍ତ୍ର ସ୍ଥିତି ରହିଛି। ଏଠାରେ ବହୁ ସମୟରେ ପ୍ରାକୃତିକ ବିପର୍ଯ୍ୟୟ ଅନୁଭୁତ ହୋଇଥାଏ। କେବେ ଭୂମିକମ୍ପ ତ କେବେ ବାତ୍ୟା। ପୁଣି କେବେ ମହାମାରୀ ଅବା ସୁନାମୀ। ଏସବୁ ପ୍ରାକୃତିକ...
୫ କୋଟି ଟଙ୍କାର ରାଜ ସିଂହାସନ ଗାଏବ
ଲକ୍ଷ୍ନୌ,୩୧ା୮: ସମସ୍ତେ ଜାଣିଛନ୍ତି ସ୍ବାଧୀନତା ପୂର୍ବରୁ ଭାରତରେ ଅନେକ ରାଜା ଶାସନ କରୁଥିଲେ। ୧୯୪୭ ପରେ ଏହି ଶାସନରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା। ମାତ୍ର ଆଜି ମଧ୍ୟ ରାଜପରିବାରରେ ସମ୍ପତ୍ତିକୁ ନେଇ ତୁମ୍ବି ତୋଫାନ ଚାଲିଛି। ଏମିତି ଏକ ଘଟଣା ଉତ୍ତରପ୍ରଦେଶରେ...
ଜେଲ୍ରେ ବଢୁଛି କଏଦୀଙ୍କ ଭିଡ଼: କର୍ମଚାରୀଙ୍କ ସଂଖ୍ୟା ଆବଶ୍ୟକତାଠାରୁ କମ୍
ନୂଆଦିଲ୍ଲୀ, ୩୧।୮: ଭାରତୀୟ ଜେଲ୍ଗୁଡ଼ିକରେ କଏଦୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଜେଲ୍ଗୁଡ଼ିକରେ କ୍ଷମତାଠାରୁ ଅଧିକ ସଂଖ୍ୟକ କଏଦୀ ରହିଛନ୍ତି। ରାଷ୍ଟ୍ରୀୟ ଅପରାଧ ରେକର୍ଡ ବ୍ୟୁରୋ ରିପୋର୍ଟ ଅନୁସାରେ ୨୦୧୯ରେ ଜେଲ୍ରେ କଏଦୀଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ରହିଛି।...
ସ୍ଥାୟୀଭାବେ ଘରେ ରହି କାମ କରିବାକୁ ଅନୁମତି ଦେଲା ଏହି କମ୍ପାନୀ!
ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ଅଧିକାଂଶ କମ୍ପାନୀ ତା’ର କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍ ହୋମ୍ ସୁବିଧା ଯୋଗାଇ ଦେଇଛି। ଏମିତିକି ଗୁଗଲ ଓ ଫେସବୁକ୍ ତା’ର କର୍ମଚାରୀଙ୍କୁ ଆସନ୍ତା ବର୍ଷ ଜୁନ ମାସ ପର୍ଯ୍ୟନ୍ତ ଘରେ...
ପ୍ରଶାନ୍ତ ଭୂଷଣଙ୍କୁ ଟଙ୍କାଏ ଜରିମାନା: ଜମା ନ କଲେ ୩ ମାସ ଜେଲଦଣ୍ଡ
ନୂଆଦିଲ୍ଲୀ, ୩୧।୮: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ମାମଲାର ବିଚାର କରି ସୁପ୍ରିମ୍କୋର୍ଟ ସୋମବାର ଟଙ୍କାଏ ଜରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୧୫ ସୁଦ୍ଧା ଏହାକୁ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜମା ନ କଲେ ୩...
ଏମିତି ଶିକ୍ଷକ ମିଳିଥିଲେ ୟୁପିଏସ୍ସି ପରୀକ୍ଷାରେ ଥାଆନ୍ତି ସବୁଠୁ ଆଗରେ: ଅରୁଣ ବୋଥ୍ରା
ପାଟନା,୩୧।୮: ପିଲାବେଳେ ପାଠପଢା ଅନେକଙ୍କୁ କଷ୍ଟ ଲାଗିଥାଏ। କେହି କେହି ବାହାନା କରି ସ୍କୁଲ ନ ଯିବା ପୁଣି ମୁଣ୍ଡ ବିନ୍ଧିବା ଭଳି ସମସ୍ୟା ପିଲାମାନଙ୍କ ପାଖରେ ଦେଖାଯିବା ଏକ ସାଧାରଣ କଥା ହୋଇଥାଏ। ଏବେ କିନ୍ତୁ କରୋନା ଭାଇରସ...
ଜାମିନ ପାଇଁ ନିଆରା ସର୍ତ୍ତ: ଦାନ ଦିଅ, ଗଛ ଲଗାଅ
ଭୋପାଳ, ୩୧।୮: ଅପରାଧିଙ୍କୁ ଜାମିନ ଦେବା ପାଇଁ ମଧ୍ୟପ୍ରଦେଶ ହାଇକୋର୍ଟର ଗ୍ବାଲିୟର ଖଣ୍ଡପୀଠର ୨ ଜଣ ବିଚାରପତି ଶୀଲ ନାଗୁ ଏବଂ ଆନନ୍ଦ ପାଠକ ଗତ କିଛି ମାସ ଧରି ନିଆରା ସର୍ତ୍ତ ଜାରି ରଖିଛନ୍ତି। ଏହା ଦ୍ୱାରା ଇତିମଧ୍ୟରେ...
ଚାଇନାର ଦାଦାଗିରି: ପୂର୍ବ ଲଦାଖରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ
ଲଦାଖ, ୩୧।୮: ସୀମାରେ ଚାଇନା ପୁଣି ଦାଦାଗିରି ଆରମ୍ଭ କରିଛି। ପୂର୍ବ ଲଦାଖର ପଙ୍ଗୋଙ୍ଗ୍ ହ୍ରଦ ଅଞ୍ଚଳରେ ଥିବା ଚୁଶୁଲଠାରେ ଚାଇନା ସୈନ୍ୟ ଭାରତ ସୀମାକୁ ଶନିବାର ବିଳମ୍ବିତ ରାତ୍ରରେ ଅନୁପ୍ରବେଶ କରୁଥିଲେ। ତେବେ ଏହାକୁ ଭାରତୀୟ ଯବାନମାନେ ପଣ୍ଡ...
Archives


