ଭାରତ ଗସ୍ତ ବାତିଲ କଲେ ବୋରିସ୍
ନୂଆଦିଲ୍ଲୀ, ୬।୧: ଆଗାମୀ ସାଧାରଣତନ୍ତ୍ର ଦିବସରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଅତିଥି ହେବେନାହିଁ। ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ସେ ବାତିଲ କରିଛନ୍ତି। କରୋନା ମହାମାରୀ ବେଳେ ନିଜ ଦେଶରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ…
ଅଲ୍-କାଏଦା ସହଯୋଗୀଙ୍କୁ ପାଣ୍ଠି ଯୋଗାଉଥିଲା ଓବାମା ପ୍ରଶାସନ
ଓ୍ବାଶିଂଟନ, ୫।୧: ବିଶ୍ୱକୁ ଆତଙ୍କବାଦ ମୁକ୍ତ କରିବା କଥା କହୁଥିବା ଆମେରିକା ପରୋକ୍ଷରେ ଉକ୍ତ ସଂଗଠନ ସହ ଜଡ଼ିତ ସଂସ୍ଥାକୁ ଆର୍ଥତ୍କ ସହାୟତା ଯୋଗାଉଥିବା ଏକ ତଦନ୍ତରୁ ଜଣାପଡ଼ିଛି। ବେଆଇନ ଇସ୍ଲାମୀୟ ଆତଙ୍କବାଦୀ ସଂଗଠନ ଅଲ୍-କାଏଦାର ସହଯୋଗୀ ସଂସ୍ଥାକୁ ଆମେରିକାର ପୂର୍ବତନ…
ତାମିଲନାଡୁ: ଅବିଭାବକଙ୍କ ଉପରେ ନିର୍ଭର କରେ ସ୍କୁଲ ଖୋଲିବ କି ନାହିଁ
ଚେନ୍ନାଇ,୫ା୧- ପୋଙ୍ଗଲ ଉତ୍ସବ ପରେ ଦଶମ ଓ ଦ୍ୱାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ଖୋଲିବାକୁ ଚିନ୍ତା କରୁଛନ୍ତି ତାମିଲନାଡୁ ସରକାର। ଏ ନେଇ ସରକାର ସ୍କୁଲ ସ୍ତରରେ ଅବିଭାବକଙ୍କ ମତାମତ ଲୋଡ଼ିଛନ୍ତି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି।…
୨୯ରୁ ବଜେଟ ଅଧିବେଶନ ଆରମ୍ଭ, ଏପ୍ରିଲ ୮ରେ ଶେଷ
ନୂଆଦିଲ୍ଲୀ,୫।୧: ଚଳିତ ଜାନୁୟାରୀ ୨୯ରୁ ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ସଂସଦୀୟ ବ୍ୟାପାର କମିଟି(ସିସିପିଏ) ପକ୍ଷରୁ ସୁପାରିଶ କରାଯାଇଛି। ସଂସଦର ବଜେଟ ଅଧିବେଶନ ୨ଟି ଭାଗରେ ହେବ। ପ୍ରଥମ ଭାଗ ୨୯ ଜାନୁୟାରୀରୁ ଆରମ୍ଭ ହୋଇ ୧୫ ଫେବୃୟାରୀ…
ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ନିଜର ଭାରତ ଗସ୍ତକୁ ବାତିଲ କରିଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି ଥିଲେ। ହେଲେ ବ୍ରିଟେନରେ କରୋନାର ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଗସ୍ତ…
ଶୁକ୍ଳାଙ୍କୁ କ୍ରୀଡ଼ା ଉପରେ ଧ୍ୟାନ ଦେବାକୁ କହିଲେ ମମତା
କୋଲକତା,୫।୧: ପଶ୍ଚିମବଙ୍ଗ ରାଜ୍ୟ କ୍ରୀଡ଼ାମନ୍ତ୍ରୀ ଲକ୍ଷ୍ମୀ ରତନ ଶୁକ୍ଳା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ଶୁକ୍ଳାଙ୍କ ଇସ୍ତଫା ଗ୍ରହଣ କରିବାକୁ ରାଜ୍ୟପାଳଙ୍କୁ ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଶୁକ୍ଳାଙ୍କ ଇସ୍ତଫାକୁ ନେଇ ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି ଯେ,…
ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ ପରେ ହିମାଚଳ ପ୍ରଦେଶ ଏବଂ କେରଳରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ୧୦ ଦିନ ମଧ୍ୟରେ ଟିକାକରଣ
ନୂଆଦିଲ୍ଲୀ,୫।୧: ଆଗାମୀ ୧୦ ଦିନ ମଧ୍ୟରେ ଟିକାକରଣ ଆରମ୍ଭ ହୋଇପାରେ। ଏନେଇ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିତ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ଟିକାକୁ ମଞ୍ଜୁରୀ ମିଳିବାର ୧୦ ଦିନ ପରେ ରୋଲ୍ଆଉଟ୍ ହୋଇପାରେ।…
ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍, ଘଟିଲା ଏମିତି
ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ ହେତୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୌତମ ନାମକ ଜଣେ ଯୁବକ ତାଙ୍କ…
ମମତାଙ୍କ ସରକାରକୁ ପୁଣି ଝଟ୍କା: ଲକ୍ଷ୍ମୀ ରତନ ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା
କୋଲକାତା,୫।୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ମଙ୍ଗଳବାର ପୁଣି ଏକ ଝଟ୍କା ଲାଗିଛି। ମନ୍ତ୍ରୀ ପଦରୁ ତୃଣମୂଳ କଂଗ୍ରେସ ନେତା ଲକ୍ଷ୍ମୀ ରତନ ଶୁକ୍ଳା ଇସ୍ତଫା ଦେଇଛନ୍ତି। ପୂର୍ବତନ କ୍ରିକେଟର ଲକ୍ଷ୍ମୀ ରତନ ମମତାଙ୍କୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ଥିଲେ।…
ଗୋଟିଏ ଦିନ ପରେ ଡାକ୍ତରଖାନାରୁ ଡିସ୍ଚାର୍ଜ ହେବେ ଗାଙ୍ଗୁଲି
କୋଲକତା,୫।୧: ହୃଦଘାତରେ ପୀଡିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ବୁଧବାର ଡାକ୍ତରଖାନାରୁ ଡିସଚାର୍ଜ ହେବେ। ଗାଙ୍ଗୁଲି ଉଡ୍ଲାଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଚିକିତ୍ସା କରୁଥିବା ଡକ୍ଟର ରୁପାଲି ବସୁ ଆଜି ମଧ୍ୟାହ୍ନ ପ୍ରାୟ…
ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ପ୍ରସ୍ତୁତ !
ନୂଆଦିଲ୍ଲୀ,୫।୧: କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ଗ୍ରହଣ କରିବାକୁ ରାହୁଲ ଗାନ୍ଧୀ ପ୍ରସ୍ତୁତି ଆରମ୍ଭ କରିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଦଳରେ ଦୀର୍ଘ ଦିନ ଧରି ଦେଖାଦେଇଥିବା କନ୍ଦଳକୁ ସମ୍ଭାଳିବାରେ ରାହୁଲ ସକ୍ଷମ ହେବେ ବୋଲି କୁହାଯାଉଛି। ଗତ ଶନିବାର…
Archives


