ଜାତୀୟ

ଆସାମରେ ଚା’ପତ୍ର ତୋଳିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨।୩: ଆଗକୁ ଆସାମରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା, କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରଚାର ଅଭିଯାନ ଜାରି ରହିଛି। ପ୍ରତି ରାଜନୈତିକ ଦଳ ନିର୍ବାଚନୀ ରାଜନୀତି ଆରମ୍ଭ କରିଛନ୍ତି। କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା…

ପାକିସ୍ତାନରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ନୂଆଦିଲ୍ଲୀ,୨ ।୩: ଶରଜାହାରୁ ଲକ୍ଷ୍ନୌ ଆସୁଥିବା ଏକ ଇଣ୍ଡିଗୋ ବିମାନ ମଙ୍ଗଳବାର ପାକିସ୍ତାନର କରାଚି ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଏଥିରେ ଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇପଡିବାରୁ ବିମାନଟି ଜରୁରୀ ଅବତରଣ କରିଥିଲା । ହେଲେ ଅବତରଣ…

ଖରାଦିନ ତାପମାତ୍ରା ପୁଣି କନ୍ଦାଇବ: ପାଣିପାଗ ବିଭାଗ

ନୂଆଦିଲ୍ଲୀ,୨।୩: ଖରାଦିନ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ମାର୍ଚ୍ଚଠାରୁ ମେ ପର୍ଯ୍ୟନ୍ତ ୩ ମାସ ପାଇଁ ଦେଶର ତାପମାତ୍ରାର ପୂର୍ବାନୁମାନ କରାଯାଇଛି। ଏଥର ଖରାଦିନ ପୁଣି କନ୍ଦାଇବ ବୋଲି ପାଣିପାଗ ବିଭାଗ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦେଶର ଉତ୍ତର, ଉତ୍ତର-ପୂର୍ବ…

ମିଶିଲା ଲୋକ ସଭା, ରାଜ୍ୟ ସଭା ଟିଭି

ନୂଆଦିଲ୍ଲୀ,୨ ।୩: ଲୋକ ସଭା ଓ ରାଜ୍ୟ ସଭା ଟିଭି ମିଶି ସଂସଦ ଟିଭି ହୋଇଛି । ଅବସରପ୍ରାପ୍ତ ଆଇଏଏସ୍ ରବି କପୁର ଏହାର ଚିଫ୍ ଏକ୍‌ଜ୍ୟୁକିଟିଭ ଅଫିସର(ସିଇଓ) ଭାବେ ନିଯୁକ୍ତ ହୋଇଛନ୍ତି । ସେ ଏହି ପଦବୀରେ ଗୋଟିଏ ବର୍ଷ…

କମିବ ପେଟ୍ରୋଲ-ଡିଜେଲ ଦାମ !

ନୂଆଦିଲ୍ଲୀ,୨।୩: ଦେଶରେ ପେଟ୍ରୋଲ-ଡିଜେଲ ଦାମ ଦିନକୁ ଦିନ ବୃଦ୍ଧି ପାଉଥିବାର ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡ଼ିଛି। ବିଭିନ୍ନ ସମାଗ୍ରୀର ମୂଲ ବୃଦ୍ଧି ଯୋଗୁ ଖାଉଟି ହନ୍ତସନ୍ତ ହେଉଛନ୍ତି। ଏପରିସ୍ଥଳେ କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ପାଇଁ…

କରୋନାରେ ଆକ୍ରାନ୍ତ ହୋଇ ଭାଜପା ଏମ୍‌ପି ନନ୍ଦକୁମାରଙ୍କ ପରଲୋକ

ଭୋପାଳ,୨।୩: ମଧ୍ୟପ୍ରଦେଶର ଖଣ୍ଡଓ୍ବାର ଭାଜପା ଏମ୍‌ପି ନନ୍ଦକୁମାର ସିଂ ଚୌହ୍ବାନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।୧ ୧ ଜାନୁୟାରୀରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଭୋପାଳ ହସ୍ପିଟାଲରେ ସେ…

୧୦୦ ଦିନ ଆନ୍ଦୋଳନ

ନୂଆଦିଲ୍ଲୀ,୨ା୩: : ପାଣିରେ ଭିଜିଲେ, ହାଡ଼ଭଙ୍ଗା ଶୀତରେ ଥରିଲେ। ଶତାଧିକ ଆଖି ବୁଜିଦେଲେ। କେତେବେଳେ ଖଲିସ୍ତାନୀ ଅପମାନ ତ ପୁଣି କେବେ ଆନ୍ଦୋଳନଜୀବୀ ନଚେତ୍‌ ଟୁଲ୍‌କିଟ୍‌ ଉପାଖ୍ୟାନ। ୨୦୨୦ ନଭେମ୍ବର ୨୬ର ‘ଦିଲ୍ଲୀ ଚଲୋ’ ଡାକରାକୁ ୧୦୦ ଦିନ ପୂରିବାକୁ ଯାଉଛି।…

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଦାୟିତ୍ୱ ନେଲେ ଜୟଦୀପ

ନୂଆଦିଲ୍ଲୀ, ୨ା୩(ପିଆଇବି): ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଜୟଦୀପ ଭଟ୍ଟନାଗର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୮୬ ବ୍ୟାଚର ଭାରତୀୟ ସୂଚନା ସେବା ଅଧିକାରୀ ଭଟ୍ଟନାଗର ପୂର୍ବରୁ ଦୂରଦର୍ଶନ ସମାଚାର ବିଭାଗରେ କାର୍ଯ୍ୟ କରିବା ସହ ବାଣିଜ୍ୟ,…

ପ୍ରଶାନ୍ତ କିଶୋରଙ୍କୁ ଆପଣାଇଲେ ଅମରିନ୍ଦର

ଚଣ୍ଡିଗଡ଼, ୨।୩: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପୁଣି ଥରେ ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ ପ୍ରମୁଖ ଉପଦେଷ୍ଟା ନିଯୁକ୍ତ କରିଛନ୍ତି। ୨୦୨୨ରେ ପଞ୍ଜାବରେ କଂଗ୍ରେସ ପାଇଁ ରାଜନୈତିକ ପ୍ରଚାରକୁ ପରିଚାଳନା କରିବେ…

୮ ପର୍ଯ୍ୟାୟ ନିର୍ବାଚନକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨।୩(ପି.ଟି.): ପଶ୍ଚିମବଙ୍ଗରେ ୮ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ କରିବା ଲାଗି ନିର୍ବାଚନ କମିଶନ (ଇସି) ନେଇଥିବା ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଇସିଙ୍କ ନିଷ୍ପତ୍ତି ବିରୋଧରେ ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ସୋମବାର ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ୮…

ମାଲାଲାଙ୍କ ସ୍ବପ୍ନ ଭାରତ-ପାକ୍‌ ବନ୍ଧୁତା

ନୂଆଦିଲ୍ଲୀ, ୨ା୩: ସୀମା ଓ ବିଭାଜନର ପୁରୁଣା ଫିଲୋସୋଫି ଆଉ କାମ କରୁନାହିଁ। ଭାରତ ଏବଂ ପାକିସ୍ତାନର ଲୋକେ ଶାନ୍ତିରେ ବଞ୍ଚତ୍ବାକୁ ଚାହଁ।ନ୍ତି। ଏହି ଦୁଇ ଦେଶ ମଧ୍ୟରେ ଉତ୍ତମ ବନ୍ଧୁତା ମୋ ସ୍ବପ୍ନ ବୋଲି କହିଛନ୍ତି ନୋବେଲ ଶାନ୍ତି ବିଜେତା…

ମାସକରେ ବଢ଼ିଲାଣି ୧୦୦

ନୂଆଦିଲ୍ଲୀ,୨ା୩: କରୋନା ମହାମାରୀ ଯୋଗୁ ଲୋକଙ୍କ ଆର୍ଥିକ ଅବସ୍ଥା ଅତ୍ୟନ୍ତ ଦୟନୀୟ ହୋଇପଡ଼ିଛି। ଏଭଳି ସମୟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ସମେତ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ଦର କ୍ରମାଗତ ଭାବେ ବଢ଼ି ଚାଲିଛି। ଦେଶର ପ୍ରମୁଖ ଗ୍ୟାସ୍‌ ବିତରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri