ଜାତୀୟ

ଆମ୍ବୁଲାନ୍ସ ଯୋଗେ ମତଦାନ କେନ୍ଦ୍ରରେ ପହଞ୍ଚିଲେ ଏମ୍‌ପି

ଚେନ୍ନାଇ, ୬ା୪- ଭୋଟ ଦେବା ପାଇଁ ମତଦାନ କେନ୍ଦ୍ରରେ ଆମ୍ବୁଲାନ୍ସ ଯୋଗେ ପହଞ୍ଚିଛନ୍ତି ଡିଏମ୍‌କେ ଏମ୍‌ପି କାନିମୋଝି। ଡିଏମ୍‌କେ ଦଳର ପ୍ରତିଷ୍ଠାତା ଏମ୍‌. କରୁଣାନିଧିଙ୍କ ଝିଅ ବର୍ତ୍ତମାନ କରୋନାରେ ଆକ୍ରାନ୍ତ। ସେ ପିପିଇ (ବ୍ୟକ୍ତିଗତ ସୁରକ୍ଷା ଉପକରଣ) ସୁଟ୍‌ ପିନ୍ଧି ଦକ୍ଷିଣ…

ପଗଡ଼ି ଦ୍ୱାରା ଆହତ ସୈନ୍ୟଙ୍କ ଜୀବନ ବଞ୍ଚାଇଲେ ଶିଖ୍‌ ଯବାନ

ରାୟପୁର, ୬ା୪- ମାଓବାଦୀଙ୍କ ଆକ୍ରମଣରେ ଆହତ ହୋଇଥିବା ସୈନ୍ୟଙ୍କ ଜୀବନ ବଞ୍ଚାଇଛନ୍ତି ଶିଖ୍‌ ଯବାନ। ଆହତ ସୈନ୍ୟଙ୍କ ରକ୍ତ ରୋକିବା ପାଇଁ ଶିଖ ଯବାନ ପଗଡ଼ି ଖୋଲିଥିଲେ। ଏହାର କିଛି ସମୟ ପରେ ସାଥି ସୈନ୍ୟଙ୍କ ଜୀବନ ବଞ୍ଚାଇଥିତ୍ବା ଶିଖ ଯବାନଙ୍କୁ…

ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ ଉପରେ ରୋକ

ହାଇଦ୍ରାବାଦ,୬।୪: ଆନ୍ଧ୍ରପ୍ରଦେଶରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ସ୍ଥଗିତ କରିଦିଆଯାଇଛି। ବିଜ୍ଞପ୍ତିର ୮ ଦିନ ମଧ୍ୟରେ ଭୋଟିଂ ହେଉଥିବାରୁ ଆନ୍ଧ୍ର ହାଇକୋର୍ଟ ମଙ୍ଗଳବାର ଏହା ଉପରେ ରୋକ ଲଗାଇଛନ୍ତି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଲାଗି ଗତ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।…

ମତଦାନ ସାବ୍ୟସ୍ତ କଲେ ସାଉଥ୍‌ ସୁପରଷ୍ଟାର: ଫ୍ୟାନଙ୍କ ଭିଡ଼କୁ ହଟାଇବା ପାଇଁ ଲାଠିଚାର୍ଜ କଲା ପୋଲିସ

ନୂଆଦିଲ୍ଲୀ, ୬ା୪- ତାମିଲନାଡୁ ବିଧାନସଭା ନିର୍ବାଚନରେ ମତଦାନ ସାବ୍ୟସ୍ତ କରିବା ପାଇଁ ସାଇକେଲରେ ପହଞ୍ଚିଥିଲେ ସାଉଥ୍‌ ସୁପର ଷ୍ଟାର ବିଜୟ। ଏଥି ଯୋଗୁ ପୂରା ରାସ୍ତାରେ ଭିଡ ଜମାଇଥିଲେ ବିଜୟଙ୍କ ଫ୍ୟାନ। ରାସ୍ତାରେ ସୃଷ୍ଟି ହୋଇଥିଲା ଟ୍ରାଫିକ୍‌ ଜାମ୍‌ ଭଳି ପରିସ୍ଥିତି।…

ଅକ୍ସିଜେନ ସପୋର୍ଟରେ ଥିବା ରୋଗୀଙ୍କୁ ମିଳୁନି ବେଡ୍‌

ପୁଣେ, ୬ା୪- ମହାରାଷ୍ଟ୍ର ପୁଣେର ପିମ୍ପରି ଠାରେ ଥିବା ମେଡିକାଲରେ ରୋଗୀଙ୍କ ବେଡ୍‌ର ଅଭାବ ଦେଖାଦେଇଛି। ସ୍ଥିତି ଏଭଳି ଯେ, ଗୁରୁତର ଓ ତୁରନ୍ତ ଚିକିତ୍ସା ଆବଶ୍ୟକ କରୁଥିବା ରୋଗୀଙ୍କୁ ବେଡ୍‌ ପାଇଁ କରିବାକୁ ପଡ଼ୁଛି ଅପେକ୍ଷା। ଏପରି କି ଅକ୍ସଜେନ…

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କାହାକୁ ମିଳିବ ଇ-ପାସ୍‌

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମଙ୍ଗଳବାରଠୁଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାତ୍ର ୧୦ଟାରୁ ସକାଳ ୫ଟା ଯାଏଁ ଏହି କର୍ଫ୍ୟୁ…

ପ୍ରାର୍ଥୀ ଶେୟାର କଲେ ଛିଣ୍ଡା ଚପଲ: କହିଲେ, ସରିଲା ନିର୍ବାଚନ ପ୍ରଚାର

ଚେନ୍ନାଇ,୬।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। କରୋନା ନିୟମ ପାଳନ କରି ସକାଳୁ ମତଦାତାମାନେ ଲାଇନ୍‌ରେ ଠିଆ ହୋଇ ମତଦାନ କରିଛନ୍ତି। ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ପାଇଁ ଗତ କିଛି ଦିନରୁ ରାଜନୈତିକ…

ପ୍ରତ୍ୟେକ ମିନିଟ୍‌ରେ ୨ଜଣ ସଂକ୍ରମିତ: କର୍ଫ୍ୟୁ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଅହମଦାବାଦ,୬।୪: ଭାରତରେ ପୁଣି ଥରେ କରୋନା କାୟା ମେଲାଇ ଚାଲିଛି। କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗୁଜରାଟରେ ପ୍ରତିଦିନ ପ୍ରାୟ ୩ହଜାର ଆକ୍ରାନ୍ତ…

ଅଚେତ ମହିଳାଙ୍କ ପାଇଁ ଅଧାରୁ ଭାଷଣ ବନ୍ଦ କଲେ ମୋଦି

କୋଲକାତା,୬।୪: ପଶ୍ଚିମବଙ୍ଗ କୁଚବିହାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗସ୍ତ କରିଛନ୍ତି। କୁଚବିହାରରେ ପହଞ୍ଚି ମୋଦି ସେଠାରେ ଆୟୋଜିତ ଏକ ଜନସଭାକୁ ସମ୍ଭୋଧିତ କରିଥିଲେ। ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ମୋଦିଙ୍କ ଭାଷଣ ସମୟରେ ଭୀଷଣ…

୯ ବର୍ଷର ପୁଅକୁ ପାଇଲଟ ହେବାର ଟିପ୍ସ ଦେଲେ ରାହୁଲ ଗାନ୍ଧୀ

ନୂଆ ଦିଲ୍ଲୀ, ୬।୪: ରାହୁଲ ଗାନ୍ଧୀ ବର୍ତ୍ତମାନ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ନିଜର ବ୍ୟସ୍ତ ସମୟ ମଧ୍ୟରୁ ସେ କିଛି ସମୟ ବାହାର କରି ଯୁବକଙ୍କ ସହ ବିତାଇଥାନ୍ତି। ନିକଟରେ ଏମିତି କିଛି ଦେଖିବାକୁ ମିଳିଛି। ଜଣେ ୯ ବର୍ଷର…

ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୪୩ ଲକ୍ଷରୁ ଅଧିକ ଲୋକେ ନେଇଛନ୍ତି କରୋନା ଟିକା

ନୂଆଦିଲ୍ଲୀ,୬।୪: ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଲକ୍ଷରୁ ଅଧିକ ଲୋକଙ୍କୁ ଆଣ୍ଟି-କୋଭିଡ ଟିକା ଦିଆଯାଇଛି। ଏହି ଗୋଟିଏ ଏହା ସର୍ବାଧିକ ବୋଲି ଜଣାପଡିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ସମୁଦାୟ ୮,୩୧,୧୦,୯୨୬ ଡୋଜ ଟିକା ଦିଆଯାଇଛି। ଗତ…

ସ୍ବାମୀଙ୍କ ଶହୀଦ ହେବା କଥା ଶୁଣି ଚେତାଶୂନ୍ୟ ଗର୍ଭବତୀ ସ୍ତ୍ରୀ

ଲକ୍ଷ୍ନୌ,୬।୪: ଛତିଶଗଡର ବିଜାପୁରରେ ନକ୍ସଲ ଆକ୍ରମଣରେ ଉତ୍ତର ପ୍ରଦେଶର ଚାନ୍ଦୁଲିର କୋବ୍ରା ବ୍ୟାଟାଲିଅନର କମାଣ୍ଡୋ ଧର୍ମଦେବ ଶହୀଦ ହୋଇଛନ୍ତି। ତାଙ୍କ ମୃତଦେହ ମଙ୍ଗଳବାର ସକାଳେ ଠେକାହାଁ ଗ୍ରାମରେ ପହଞ୍ଚିଛି। ଏହି ସମୟରେ ହଜାର ହଜାର ଲୋକ ଲୁହ ଭିଜା ଆଖିରେ ଶହୀଦଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?