ଜମ୍ମୁ ଶାନ୍ତି ସମ୍ମିଳନୀରେ ରାଜ ବବର କହିଲେ ଆମେ ଜି ୨୩ ନୁହେଁ ଗାନ୍ଧୀ ୨୩
ଜମ୍ମୁ,୨୭ ।୨: ଜମ୍ମୁରେ ଆୟୋଜିତ ଶାନ୍ତି ସମ୍ମିଳନୀରେ ଯୋଗ ଦେଇଥବା କଂଗ୍ରେସ ନେତା ରାଜ ବବର କହିଛନ୍ତି ଆମକୁ ଜି-୨୩ କହୁଛନ୍ତି ହେଲେ ମୁଁ କହୁଛି ଆମେ ଗାନ୍ଧୀ ୨୩ । ମହାତ୍ମା ଗାନ୍ଧୀଙ୍କ ବିଶ୍ୱାସ, ସଂକଳ୍ପ ଓ ଚିନ୍ତାଧାରା ସହ…
କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍
ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ…
ନ୍ୟାୟପାଳିକା ଉପରେ ଲୋକଙ୍କର ଭରସା ନାହିଁ: ରାହୁଲ
ଥୁତୁକୁଡି,୨୭ ।୨: ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହେବା ପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ଥୁତୁକୁଡି ଜିଲାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ କଂଗ୍ରେସ ସମର୍ଥକ ତାଙ୍କୁ ଜୋରଦାର ସ୍ୱାଗତ କରିଛନ୍ତି…
କୃଷକ କରିବେ ସାଇକେଲ ରାଲି: କନ୍ୟାକୁମାରୀରୁ କଶ୍ମୀର
ନୂଆଦିଲ୍ଲୀ,୨୭।୨: କୃଷି ଆଇନ ବିରୋଧରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ଦେଶର ପ୍ରତି ଲୋକଙ୍କୁ ଆନ୍ଦୋଳନ ସମ୍ପର୍କରେ ଅବଗତ କରାଇବା ପାଇଁ କୃଷକମାନଙ୍କ ପକ୍ଷରୁ କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଦୀର୍ଘ ୮,୩୦୮ କିଲୋମିଟରର ସାଇକେଲ ରାଲି କରାଯିବା…
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ
ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି । ଡାଇରେକ୍ଟର ଜେନରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩୧…
ସଜ ହେଲେଣି କମଲ ହାସନ
ଚେନ୍ନାଇ,୨୭ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆଉ ଶନିବାର ସବୁଠି ଦେଖିବାକୁ ମିଳିଲାଣି ନିର୍ବାଚନୀ ସଜବାଜ । ସବୁ ରାଜନୈତିକ ଦଳ ଭୋଟରଙ୍କୁ…
ଆମାଜୋନିଆ-୧ ଉତ୍କ୍ଷେପଣ ପାଇଁ କାଉଣ୍ଟଡାଉନ୍ ଆରମ୍ଭ
ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍କ୍ଷେପଣ କରାଯିବ। ଏନେଇ ଶନିବାର ୮ଟା ୫୪ରୁ ସାଢ଼େ ୨୫ ଘଣ୍ଟିଆ କାଉଣ୍ଟଡାଉନ୍ ଆରମ୍ଭ ହୋଇଛି। ପିଏସ୍ଏଲଭି-ସି-୫୧ ରକେଟ ସହାୟତାରେ…
ସନ୍ଧାନୀ କୁକୁରକୁ ରାଜକୀୟ ବିଦାୟ
ନାସିକ,୨୭।୨: ଚାକିରିରୁ ଅବସର ନେବା ସମୟରେ ବିଦାୟ ଉତ୍ସବର ଆୟୋଜନ କରାଯାଇଥାଏ। ନାସିକ ପୋଲିସ ବିଭାଗରେ ଗତ ୧୧ ବର୍ଷ ଧରି କାର୍ଯ୍ୟ କରୁଥିବା ସ୍ପାଇକ୍ ନାମକ ସନ୍ଧାନୀ କୁକୁରକୁ ଫେବୃୟାରୀ ୨୪ରେ ରାଜକୀୟ ବିଦାୟ ଦିଆଯାଇଛି। ବମକ ଡିଟେକଶନ୍ ଆଣ୍ଡ…
ଆମ୍ମାଙ୍କ ବିନା ଏଥର ହେବ ତାମିଲନାଡୁ ନିର୍ବାଚନ: ଅଣ୍ଟା ଭିଡିଲାଣି ଭାଜପା
ଚେନ୍ନାଇ,୨୭ ।୨: ଏଥର ତାମିଲନାଡୁ ବିଧାନସଭା ନିର୍ବାଚନ ନୂଆ କଳେବର ନେଇ ସାମ୍ନାକୁ ଆସିବ ବୋଲି ଆଲୋଚନା ହେଉଛି । ଏଥର ନିର୍ବାଚନରେ ଦଶକ ଦଶକ ଧରି ନିଜର ଉପସ୍ଥିତି ଜାହିର କରୁଥିବା କରୁନାନିଧି ଥିବେ ନା ତାଙ୍କ ବିରୋଧି ଜୟାଲଳିଥା…
ବେକାବୁ ହେଉଛି କରୋନା: ୨୪ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୨୭।୨: ଦେଶର ୬ଟି ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନାର ସ୍ଥିତି ବେକାବୁ ହେଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ସମୟ ମଧ୍ୟରେ ୧୬,୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ସ୍ବଦେଶୀ ଖେଳନା ନିର୍ମାଣରେ ଭାରତ ହେବ ଆତ୍ମନିର୍ଭର: ମୋଦି
ନୂଆଦିଲ୍ଲୀ,୨୭।୨: ଭାରତ ସମସ୍ତ କ୍ଷେତ୍ରରେ ଆତ୍ମନିର୍ଭର ହେବାର ପଥ ଏବେ ପ୍ରଶସ୍ତ ହୋଇଛି। ଅନ୍ୟାନ୍ୟ ସାମଗ୍ରୀ ସହିତ ଛୋଟ ପିଲାଙ୍କ ଖେଳନା ନିର୍ମାଣ କ୍ଷେତ୍ରରେ ମଧ୍ୟ ଭାରତରେ ଆତ୍ମନିର୍ଭର ଧାରା ଆରମ୍ଭ ହୋଇଛି। ସ୍ବଦେଶୀ ଖେଳନାର ଚାହିଦା ବୃଦ୍ଧି ପାଇଁ ପ୍ରୟାସ…
ଖାଦ୍ୟ ଅପମିଶ୍ରଣ କଲେ ଆଜୀବନ କାରାଦଣ୍ଡ
ଭୋପାଳ,୨୭।୨: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟରେ ଖାଦ୍ୟ ଅପମିଶ୍ରଣକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯିବ ବୋଲି ଶିବରାଜଙ୍କ କ୍ୟାବିନେଟ୍ରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି। ପୂର୍ବରୁ ରାଜ୍ୟରେ…
Archives


