ଗାୟତ୍ରୀ ପ୍ରଜାପତିଙ୍କ ଘରେ ଚଢ଼ାଉ: ୧୧ ଲକ୍ଷ ଅଚଳ ଟଙ୍କା ସହିତ ୧୦୦ ବେନାମୀ ସମ୍ପତ୍ତି ଜବତ
ଲକ୍ଷ୍ନୌ,୩୧।୧୨: ଉତ୍ତରପ୍ରଦେଶର ସମାଜବାଦୀ ପାର୍ଟି ନେତା ଗାୟତ୍ରୀ ପ୍ରଜାପତିଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଖଣି ଦୁର୍ନୀତିରେ ତାଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ପ୍ରବତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଥିଲା। ଆମେଠି ସ୍ଥିତ ବାସଭବନରେ ଚଢ଼ାଉ ସମୟରେ ୧୧ ଲକ୍ଷ ଟଙ୍କାର…
ସାଧାରଣତନ୍ତ୍ର ଦିବସ ପରେଡରେ ୨୫ ହଜାର ଦର୍ଶକଙ୍କୁ ଅନୁମତି!
ନୂଆଦିଲ୍ଲୀ,୩୧ ।୧୨: କରୋନା ମହାମାରୀ କାରଣରୁ ଆସନ୍ତା ମାସରେ ପାଳନ ହେବାକୁ ଯାଉଥିବା ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ । ସବୁବର୍ଷ ଅପେକ୍ଷା ଏଥର ପରେଡରେ ମାର୍ଚିଙ୍ଗ ସ୍କାଡଙ୍କ ସଂଖ୍ୟା କମ୍ ରହିବ ବୋଲି…
ନୂଆବର୍ଷ ପାର୍ଟିକୁ ମନା: ୧୪୪ ଧାରା ସହିତ ନାଇଟ୍ କର୍ଫ୍ୟୁ ଜାରି
ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତରେ ନୂଆବର୍ଷ ପାର୍ଟିକୁ ମନା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ଥିତି ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦେଶରେ କରୋନାର ନୂଆ ଷ୍ଟ୍ରେନ୍ ସଂକ୍ରମଣ…
କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ଭାରତରେ
ନୂଆଦିଲ୍ଲୀ,୩୧।୧୨: ଗୋଇନ୍ଦା ବିଭାଗକୁ ବଡ଼ ସଫଳତା ମିଳିଛି। କୁଖ୍ୟାତ ଖଲିସ୍ତାନ ଆତଙ୍କବାଦୀ ସୁଖ ବିକରିଓ୍ବାଲଙ୍କୁ ଭାରତକୁ ଅଣାଯାଇପାରିଛି। ଗୁରୁବାର ତାଙ୍କୁ ଦୁବାଇରୁ ଭାରତକୁ ଅଣାଯାଇଛି। ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ନିର୍ଦ୍ଦେଶରେ ସେ ପଞ୍ଜାବରେ ଟାର୍ଗେଟ କିଲିଂ କରୁଥିବା ଅଭିଯୋଗ ହୋଇଛି।…
ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା
ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର ଜିଲାର ଦୋରାନା ଗ୍ରାମରେ ଏକ ମସ୍ଜିଦ ଭାଙ୍ଗିବାକୁ ଗୋଟିଏ ଗୋଷ୍ଠୀ ଉଦ୍ୟମ କରିଥିଲେ। ସେମାନଙ୍କ…
ବିଦେଶକୁ ରପ୍ତାନି ହେବ ‘ଆକାଶ’
ନୂଆଦିଲ୍ଲୀ, ୩୧।୧୨(ଆଇଏଏନ୍ଏସ୍): ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ମିସାଇଲ୍ ସିଷ୍ଟମ୍ ବିଦେଶକୁ ରପ୍ତାନି ହେବ। ବୁଧବାର କେନ୍ଦ୍ର କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ୨୫ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିଶିଷ୍ଟ ଭୂପୃଷ୍ଠରୁ ଆକାଶକୁ…
ଲିଭ୍ ଇନ୍ରେ ରହିପାରିବେ ପ୍ରେମୀଯୁଗଳ
ଚଣ୍ଡୀଗଡ, ୩୧ା୧୨: ବିବାହ ବୟସ ହୋଇ ନ ଥିଲେ ବି ଯୁବତୀଯୁବକ ଏକାଠି ଲିଭ୍ ଇନ୍ ରିଲେଶନଶିପ୍ରେ ରହିପାରିବେ ବୋଲି କହିଛନ୍ତି ପଞ୍ଜାବ ହରିୟାଣା ହାଇକୋର୍ଟ। ଏକ ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ଜଣେ ବ୍ୟକ୍ତି କିପରି ଜୀବନଶୈଳୀରେ ବଞ୍ଚିବେ…
କୋଭିଡ୍ ପ୍ରଭାବ କମାଇବା ନେଇ ସରକାରଙ୍କ ଯୋଜନା: ଖର୍ଚ୍ଚ ଉପରେ ରହିପାରେ ଫୋକସ
ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ଯୋଗୁ ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) -୨୩.୯% ଖସିଥିବା ବେଳେ ଦ୍ୱିତୀୟ ତ୍ରୈମାସରେ ଏହା…
ଆସନ୍ତା ୬ ମାସ ପାଇଁ ନାଗାଲାଣ୍ଡକୁ ଅଶାନ୍ତ ଅଞ୍ଚଳ ଘୋଷଣା କଲା କେନ୍ଦ୍ର
ନୂଆଦିଲ୍ଲୀ,୩୦।୧୨-ଆସନ୍ତା ୬ ମାସ ପାଇଁ ନାଗାଲାଣ୍ଡକୁ କେନ୍ଦ୍ର ସରକାର ଅଶାନ୍ତ ଅଞ୍ଚଳ ବୋଲି ଘୋଷଣା କରିଛନ୍ତି। ଏ ନେଇ ବୁଧବାର କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସଶସ୍ତ୍ର ବାହିନୀ (ସ୍ବତନ୍ତ୍ର ଶକ୍ତି) ଏଏଫଏସପି ଆଇନ ଏହି ସମୟ ମଧ୍ୟରେ…
ଯୋଗ ଦେବାର ଘଣ୍ଟାକ ପରେ ଭାଜପାରୁ ତଡ଼ା ଖାଇଲେ ଶାହିନବାଗ ଶୁଟର
ନୂଆଦିଲ୍ଲୀ,୩୦ା୧୨- ନାଗରିକତା ଆଇନକୁ ନେଇ ଶାହିନବାଗରେ ଚାଲିଥିବା ବିରୋଧ ପ୍ରଦର୍ଶନସ୍ଥଳରେ ଗୁଳି ମାଡ଼ କରିଥିବା କପିଲ ଗୁରଜାର ବୁଧବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଥିଲେ। ହେଲେ ଘଣ୍ଟାକ ପରେ ଭାଜପା ପକ୍ଷରୁ ତାଙ୍କୁ ବହିଷ୍କୃତ କରାଯାଇଛି। ‘ ବିଏସ୍ପି…
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ
ଶ୍ରୀନଗର,୩୦।୧୨-ଜାମ୍ମୁ-କାଶ୍ମୀରର ଶ୍ରୀନଗର ଉପକଣ୍ଠରେ ଥିବା ଲାଓପୋରାରେ ବୁଧବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଲୁଚି ରହିଥିବା ଖବରପାଇ ମଙ୍ଗଳବାର ସାରେ ସୁରକ୍ଷାକର୍ମୀ ଜାତୀୟ ରାଜପଥ…
ରୋଡ଼ ସାଇଡ୍ ଢାବାରେ ରୋଷେଇ କଲେ ମୁଖ୍ୟମନ୍ତ୍ରୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ନିକଟରେ ବୀରଭୂମ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଭିନ୍ନ ଶୈଳୀରେ ଦେଖିବାକୁ ମିଳିଥିଲା। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ଢାବାରେ ରୋଷେଇ କରିଥିଲେ।…
Archives


