ଜାତୀୟ

କଂଗ୍ରେସରେ ନେତୃତ୍ୱ ସଙ୍କଟ: ପରିବର୍ତ୍ତନ ପାଇଁ ସୋନିଆଙ୍କୁ ଚିଠି ଲେଖିଲେ ୨୩ ନେତା

ନୂଆଦିଲ୍ଲୀ, ୨୩।୮: କଂଗ୍ରେସରେ ଏବେ ନେତୃତ୍ୱ ସଙ୍କଟ ଦେଖାଦେଇଛି। ଦଳର ସାଂଗଠନିକ କ୍ଷେତ୍ରରେ ଉପର ତଳ ପର୍ଯ୍ୟନ୍ତ ପରିବର୍ତ୍ତନର ଆବଶ୍ୟକତା ଥିବା ଦଳରେ ଚର୍ଚ୍ଚା ହେଉଛି। ଏନେଇ ୫ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ଦଳର ୨୩ ଜଣ ନେତା ଅଧ୍ୟକ୍ଷା...

ଦିଲ୍ଲୀରୁ ଆସିଲା ଖୁସି ଖବର: ୭୩ ଦିନ ମଧ୍ୟରେ ମାଗଣାରେ ମିଳିବ କରୋନା ଟୀକା

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଇତିମଧ୍ୟରେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୭୮୩...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୭୦...

ଦିନକୁ ୧୦ ଲକ୍ଷ କରୋନା ପରୀକ୍ଷା

ନୂଆଦିଲ୍ଲୀ, ୨୩ା୮: ମହାମାରୀ କରୋନାର ଉଗ୍ରରୂପ ଜାରି ରହିଥିବାବେଳେ କରୋନା ପରୀକ୍ଷାରେ ଭାରତ ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଗୋଟିଏ ଦିନକରେ ଦେଶରେ ୧୦ ଲକ୍ଷରୁ ଅଧିକ କରୋନା ପରୀକ୍ଷା କରାଯାଇଛି। ଏହାକୁ ମିଶାଇ ଅଦ୍ୟାବଧି ଭାରତରେ ୩.୪୫...

ଦାଉଦ୍‌ କରାଚୀରେ ଥିବା ମାନିଲା ପାକିସ୍ତାନ

ମୁମ୍ବାଇ, ୨୩ା୮ : ପାକିସ୍ତାନ ଶେଷରେ ୧୯୯୩ ମୁମ୍ବାଇ ବିସ୍ଫୋରଣ ମାମଲାର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ୍‌ ଇବ୍ରାହିମ୍‌ କରାଚୀରେ ରହୁଥିବା କଥା ସ୍ବୀକାର କରିଛି। ଏଫ୍‌ଏଟିଏଫ୍‌ କଳା ତାଲିକାକୁ ଡରି ଆତଙ୍କବାଦୀଙ୍କ ନାମ ତାଲିକାରେ ପାକିସ୍ତାନ ଦାଉଦ୍‌୍‌ଙ୍କ ନାମକୁ ଯୋଡ଼ିଛି।...

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଏକ ନ୍ୟୁଜ୍‌ ରିପୋର୍ଟ’ର ଦାବିକୁ ଆଧାରକରି...

‘ତବ୍‌ଲିଘିରେ ଯୋଗଦେଇଥିବା ବିଦେଶୀଙ୍କୁ ବଳିବୋଦା କରାଯାଇଛି’

ମୁମ୍ବାଇ, ୨୩।୮: ଦିଲ୍ଲୀର ନିଜାମୁଦ୍ଦିନରେ ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବିଦେଶୀ ନାଗରିକଙ୍କୁ ବଳିବୋଦା କରାଯାଇ ସେମାନେ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ଦାୟୀ ବୋଲି ଅଭିଯୋଗ ଅଣାଯାଇଥିଲା। ବମ୍ବେ ହାଇକୋର୍ଟର ଔରଙ୍ଗାବାଦ...

ଖେଳନାରେ ବିଆଇଏସ୍‌ ମାନ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୩।୮: ୧୪ ବର୍ଷରୁ କମ୍‌ ବୟସର ପିଲାଙ୍କ ବ୍ୟବହାର ପାଇଁ ଭାରତରେ ତିଆରି ହେଉଥିବା ଏବଂ ବିଦେଶରୁ ଆମଦାନି ହେଉଥିବା ଖେଳନାଗୁଡ଼ିକୁ ସେପ୍ଟେମ୍ବର ୧ରୁ ବିଆଇଏସ୍‌ ମାନ ପୂରଣ କରିବାକୁ ପଡ଼ିବ। ଏହା ଚାଇନା କମ୍ପାନୀଗୁଡ଼ିକ ପାଇଁ ବଡ଼...

ଆନ୍ତଃରାଜ୍ୟ ପରିବହନ ବନ୍ଦ କରନାହିଁ

ନୂଆଦିଲ୍ଲୀ, ୨୩।୮: ଅନ୍‌ଲକ୍‌ ୩ ବା କରୋନାଜନିତ ଲକ୍‌ଡାଉନ କଟକଣା କୋହଳ ହେବାର ତୃତୀୟ ପର୍ଯ୍ୟାୟରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଜନସାଧାରଣଙ୍କ ଯାତାୟାତ ଓ ମାଲ୍‌ ପରିବହନ ଉପରେ କେନ୍ଦ୍ରୀୟ ଗାଇଡ୍‌ଲାଇନରେ କୌଣସି କଟକଣା ଲାଗୁ ହୋଇନାହିଁ। ତେଣୁ...

ଶିବୁ ସୋରେନ୍‌ କରୋନା ଆକ୍ରାନ୍ତ

ରାଞ୍ଚତ୍, ୨୨ା୮- ଝାଡ଼ଖଣ୍ଡ ମୁକ୍ତମୋର୍ଚ୍ଚା(ଜେଏମ୍‌ଏମ୍‌) ଅଧ୍ୟକ୍ଷ ଶିବୁ ସୋରେନ୍‌(୭୬) ଓ ତାଙ୍କ ସ୍ତ୍ରୀ ରୂପୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ତଥା ପୁଅ ହେମନ୍ତ ସୋରେନ୍‌ ଟୁଇଟର ଯୋଗେ ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ସାମ୍ପଲ...

କାହିଁକି ଗିରଫ ହେଲେ ହରିୟାଣା ପୋଲିସ ଆଇଜି

ଚଣ୍ଡିଗଡ଼, ୨୨।୮: ଜବରଦସ୍ତି ଘରେ ପଶି ୨ଜଣ ମହିଳାଙ୍କ ସହ ଖରାପ ବ୍ୟବହାର କରିବା ଅଭିଯୋଗରେ ହରିୟାଣା ପୋଲିସର ଜଣେ ବରିଷ୍ଠ ଆଇଜି ଗିରଫ ହୋଇଛନ୍ତି। ସୂଚନା ମୁତାବକ ହରିୟାଣା ପୋଲିସର ଇନ୍ସପେକ୍ଟର ଜେନେରାଲ (ଆଇଜି) ହେମନ୍ତ କଲସନ ଶୁକ୍ରବାର...

୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମୀ ହେଲା ଗାନ୍ଧୀଙ୍କ ଚଷମା

ଲଣ୍ଡନ, ୨୨।୮: ସାରା ବିଶ୍ୱରେ ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ଓ ଆଦର୍ଶକୁ ସମ୍ମାନ ଦେଉଥିବା ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ଇହଲୀଳା ସମ୍ବରଣ କରିବାର ଏତେବର୍ଷ ପରେ ମଧ୍ୟ ତାଙ୍କର ବିଚାରଧାରାକୁ ଏବେ ମଧ୍ୟ ପୂଜା କରାଯାଏ। ଗାନ୍ଧୀଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri