ଜାତୀୟ

ରାସାୟନିକ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଭରୁଚ,୨୩।୨: ଗୁଜରାଟର ଭରୁଚ ଜିଲାର ଝଗଡ଼ିଆଠାରେ ଥିବା ଜିଆଇଡିସିର ରାସାୟନିକ କାରଖାନାରେ ମଙ୍ଗଳବାର ଭୋର୍‌ ୨ଟାରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। କାରଖାନାର ୟୁପିଏଲ୍‌-୫ ପ୍ଲାଣ୍ଟ୍‌ରେ ଏଭଳି ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିସ୍ଫୋରଣ ପରେ କାରଖାନାରେ ନିଆଁ ଲାଗି ଯାଇଥିଲା। ଏଥିରେ…

ରୁତୋଗରେ ଶିବିର ନିର୍ମାଣ କରୁଛି ଚାଇନା

ଲଦାଖ,୨୩।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ଜାରି ରହିଥିବା ସୀମା ବିବାଦ ନେଇ ଆଲୋଚନା ପରେ ଦୁଇପକ୍ଷ ପଛକୁ ହଟିବାକୁ ନିଷ୍ପତ୍ତି ହୋଇଥିଲା। ଭାରତ ଏହାକୁ ପାଳନ କରିଥିବାବେଳେ ଚାଇନା ବିବାଦୀୟ ଅଞ୍ଚଳରୁ ହଟି ଏବେ ରୁତୋଗଠାରେ ସୈନ୍ୟ ଶିବିର…

‘କୃଷି ଆଇନ ଚାଷୀଙ୍କୁ ବରବାଦ କରିଦେବ’

ଥିରୁଭାନନ୍ତପୁରମ୍‌, ୨୩ା୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ କେରଳର ଓ୍ବାୟନାଡ୍‌ରେ ଟ୍ରାକ୍ଟର ରାଲି କହିଛନ୍ତି। ଏଥିରେ ଶହେରୁ ଊର୍ଦ୍ଧ୍ୱ ଟ୍ରାକ୍ଟର ସହ ଚାଷୀ, ଶ୍ରମିକ ଓ କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ସାମିଲ ହୋଇଥିଲେ। କଂଗ୍ରେସ ବିଧାୟକ ଆଇ. ସି.…

ଭାରତ ଜଳସୀମାରେ ରୋହିଙ୍ଗ୍ୟା

ନୂଆଦିଲ୍ଲୀ, ୨୩ା୨: ପ୍ରାୟ ୯୦ ରୋହିଙ୍ଗ୍ୟା ଏବଂ ୩ ବାଲାଂଦେଶ କ୍ରିଉ ସଦସ୍ୟଙ୍କ ସହ ଏକ ବୋଟ୍‌ ସୋମବାର ଭାରତର ଜଳସୀମା ଆଣ୍ଡାମାନ ନିକଟରେ ପହଞ୍ଚିଛି। ଜାତିସଂଘ ଏଜେନ୍ସି ଏବଂ ମାନବାଧିକାର ଗୋଷ୍ଠୀ ପକ୍ଷରୁ ଏ ନେଇ ଚିନ୍ତା ବ୍ୟକ୍ତ କରାଯିବା…

ଓ୍ବାରାଓ୍ବାରା ରାଓଙ୍କୁ ଜାମିନ

ମୁମ୍ବାଇ, ୨୩ା୨: ଭୀମା କୋରେଗାଁଓ ମାମଲାରେ ଅଭିଯୁକ୍ତ ଓ୍ବାରାଓ୍ବାରା ରାଓଙ୍କୁ ବମ୍ବେ ହାଇକୋର୍ଟ ସୋମବାର ୬ ମାସ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତେଲୁଗୁ କବି ତଥା ସାମାଜିକ କର୍ମୀ ଓ୍ବାରାଓ୍ବାରାଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ଜାମିନ ପ୍ରଦାନ କରାଯାଇଛି। ଓ୍ବାରାଓ୍ବାରା…

ଗ୍ରାହକଙ୍କ ପାଇଁ ଚାଟ ବିକାଳିଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ବାଗପାଟ, ୨୨।୨- ଗ୍ରାହକଙ୍କ ପାଇଁ ଦୋକାନୀଙ୍କ ମଧ୍ୟରେ ଟଣାଓଟରା କିମ୍ବା ଯୁକ୍ତିତର୍କ ଦେଖିଯିବା କିଛି ନୂଆ ଘଟଣା ନୁହେଁ। କିନ୍ତୁ ଉତ୍ତର ପ୍ରଦେଶର ବାଗପାଟ ଜିଲାରୁ ଅତିଥି ଭବନ ମାର୍କେଟ ଅଞ୍ଚଳରୁ ଆସିଛି ଏକ ଭୟଙ୍କର ଭିଡିଓ। ଉକ୍ତ ଭିଡିଓରେ ଗ୍ରାହକଙ୍କ…

କଂଗ୍ରେସ ବିଧାୟକଙ୍କ ସମ୍ପତ୍ତି ୪୫୦ କୋଟି

ଭୋପାଳ, ୨୨।୨- ମଧ୍ୟପ୍ରଦେଶର କଂଗ୍ରେସ ବିଧାୟକ ନୀଲୟ ଡାଗାଙ୍କ ପରିବାର ମାଲିକାନରେ ଥିବା କମ୍ପାନୀ ଉପରେ ଆୟକର ଚଢ଼ାଉରୁ ୪୫୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ ହୋଇଛି। ଏ ନେଇ ଆୟକର ବିଭାଗ ପକ୍ଷରୁ ସୋମବାର ସନ୍ଧ୍ୟାରେ ସୂଚନା…

ଯୁବତୀଙ୍କୁ ଅପହରଣ ପରେ ଗଣବଳାତ୍କାର: ବହିଷ୍କୃତ ହେଲେ ଭାଜପା କର୍ମକର୍ତ୍ତା

ଭୋପାଳ, ୨୨ା୨- ଜଣେ ୨୦ ବର୍ଷୀୟା ଯୁବତୀଙ୍କୁ ୪ ଜଣ ଦୁର୍ବୃତ୍ତ ଗଣବଳାତ୍କାର କରିଥିବା ଅଭିଯୋଗ ଆସିଛି। ଅଭିଯୁକ୍ତଙ୍କ ମଧ୍ୟରେ ରହିଛନ୍ତି ମଧ୍ୟପ୍ରଦେଶର ଶାହଦୋଲ ଜିଲାର ଜଣେ ଭାଜପା କର୍ମକର୍ତ୍ତା। ଅଭିଯୋଗ ଦାୟର ହେବା ପରେ ରାଜ୍ୟର ଶାସକ ଦଳ ରବିବାର…

ବିମାନବନ୍ଦରରେ ଆର୍‌ଟି-ପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ, ୨୨ା୨: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ, ବ୍ରାଜିଲ, ଦକ୍ଷିଣ ଆଫ୍ରିକା ସମେତ ସମସ୍ତ ୟୁରୋପୀୟ ଦେଶଗୁଡ଼ିକରୁ ଭାରତ ଆସୁଥିବା ଯାତ୍ରୀ କ୍ୱାରାଣ୍ଟାଇନରେ ରହିବା ପୂର୍ବରୁ ସେମାନଙ୍କ ଆର୍‌ଟି-ପିସିଆର୍‌ ଟେଷ୍ଟ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ…

ପୁଣି ବାବା ରାମଦେବଙ୍କୁ ଲାଗିଲା ଝଟ୍‌କା: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ମାଗିଲା ଆଇଏମଏ

ନୂଆଦିଲ୍ଲୀ,୨୨।୨: କରୋନା ଭାଇରସ ସହିତ ଲଢିବା ପାଇଁ ପତଞ୍ଜଳିଙ୍କ କରୋନିଲକୁ ସମର୍ଥନ କରିଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ନିନ୍ଦା କରିଛି ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)। ସୋମବାର ଆଇଏମଏ କହିଛି ଯେ, ମେଡିକାଲ କାଉନସିଲ ଅଫ ଇଣ୍ଡିଆ (ଏମସିଆଇ)ର ନିୟମ ଅନୁଯାୟୀ…

ଲାଲକିଲ୍ଲାରେ ଖଣ୍ଡା ବୁଲାଇଥିବା ବ୍ୟକ୍ତିଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ଲାଲକିଲ୍ଲାରେ ଚଳିତବର୍ଷ ଜାନୁୟାରୀ ୨୬ରେ ଟ୍ରାକ୍ଟର ରାଲି ବେଳେ ହୋଇଥିବା ହିଂସା ଘଟଣାରେ ଦିଲ୍ଲୀ ପୋଲିସ ଆଉ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣଙ୍କ ଦିଲ୍ଲୀର ଜଶପ୍ରୀତ ସିଂହ ବୋଲି ଜଣାପଡିଛି। ହିଂସା ଦିନ ଲାଲକିଲ୍ଲା ଉପରେ…

ହୋଟେଲ ରୁମରୁ ମିଳିଲା ସ୍ବାଧୀନ ଏମ୍‌ପିଙ୍କ ମୃତଦେହ

ମୁମ୍ବାଇ, ୨୨ା୨- ଦାଦର ଓ ନଗର ହାଭେଳିର ୭ ଥର ଏମ୍‌ପି ମୋହନ ଡେଲକରଙ୍କ ମୃତଦେହ ସୋମବାର ମୁମ୍ବାଇର ଏକ ହୋଟେଲ ରୁମରୁ ଉଦ୍ଧାର କରାଯାଇଛି। ସେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି। କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri