ଛଗନ ଭୁଜବଳ କରୋନା ପଜିଟିଭ୍
ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସରକାରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ଏନ୍ସିପି ନେତା ଛଗ୍ ଭୁଜବଳଙ୍କ ନମୁନା ପରୀକ୍ଷା ରିପୋର୍ଟ…
ପୁଣି ଫେରିଲା କରୋନା: ୨୪ ଘଣ୍ଟାରେ ୮୩ ମୃତ
ନୂଆଦିଲ୍ଲୀ,୨୨।୨: ପୁଣି କରୋନା ଫେରିଛି। ଏବେ ସଂକ୍ରମଣକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ନୂଆ…
ଆସ୍ଥାଭୋଟ ପୂର୍ବରୁ ୨ ବିଧାୟକଙ୍କ ଇସ୍ତଫା
ପୁଡୁଚେରୀ, ୨୨।୨: ଆସ୍ଥା ଭୋଟ୍ର ଦିନକ ପୂର୍ବରୁ ପୁଡ଼ୁଚେରୀର ଆଉ ଦୁଇଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା କଂଗ୍ରେସ ବିଧାୟକ ଲକ୍ଷ୍ମୀନାରାୟଣନ ଇସ୍ତଫା ଦେବା ସହ ଦଳ ଛାଡ଼ିବେ ବୋଲି କହିଛନ୍ତି। ଏଥିସହିତ ସହଯୋଗୀ ଦଳ…
୨୩ରୁ ଜୋର୍ଦାର ହେବ ଚାଷୀ ଆନ୍ଦୋଳନ
ନୂଆଦିଲ୍ଲୀ, ୨୨।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଆହୁରି ଜୋର୍ଦାର କରାଯିବ। ଏଥିପାଇଁ ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକାଧିକ କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ସରକାର ଆନ୍ଦୋଳନକୁ ଚପାଇ ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି…
ଫେରିପାରେ କଟକଣା
ନୂଆଦିଲ୍ଲୀ, ୨୨।୨: ଗତ ୭ ଦିନ ମଧ୍ୟରେ କରୋନା ଭୂତାଣୁରେ ୮୭,୭୧୧ ଜଣ ସଂକ୍ରମିତ ହୋଇଥିବାରୁ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ସଂକ୍ରମଣର ଦ୍ୱିତୀୟ ଲହର ନେଇ ଆଶଙ୍କା ପ୍ରକାଶ ପାଇଥିବାବେଳେ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ସୁରକ୍ଷା ନିୟମକୁ ପୁଣି ଥରେ…
ପୋଷା କୁକୁରକୁ ଛାଡ଼ନ୍ତୁ ନାହିଁ ବାହାରକୁ
କୋଲକାତା, ୨୧।୨: ଗତ ଦୁଇ ସପ୍ତାହରେ କୋଲକାତାରେ ମଲେଣି ୬୦ ବୁଲା କୁକୁର ଓ ୧୨ରୁ ଅଧିକ ପୋଷା କୁକୁର। ଗ୍ୟାଷ୍ଟ୍ରୋଏଣ୍ଟରାଇଟିସ ପୀଡ଼ିତ ହୋଇ ଏତେ ସଂଖ୍ୟାରେ କୁକୁରମାନେ ମୃତ୍ୟୁ ମୁଖରେ ପଡ଼ିଥିବା କୁହାଯାଉଛି। ଏହି ରୋଗ ଗୋଟେ କୁକୁର ଠାରୁ…
ଲିଟର ପିଛା ୧ ଟଙ୍କା ଶସ୍ତା ହେବ ପେଟ୍ରୋଲ, ଡିଜେଲ
କୋଲକାତା,୨୧।୨: ସମଗ୍ର ଦେଶରେ ପେଟ୍ରୋଲ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲ ଡିଜେଲ ଉପରେ ଲଗାଯାଇଥିବା ‘ରାଜ୍ୟ ଟିକସ’ରେ ୧ ଟଙ୍କା କାଟିବା ପାଇଁ ନିଷ୍ପତ୍ତି ନେଇଛନ୍ତି।…
ଆସନ୍ତାକାଲି ପୁଣି ପଶ୍ଚିମବଙ୍ଗ ଯିବେ ମୋଦି
ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଆସନ୍ତାକାଲି ଅର୍ଥାତ୍ ସୋମବାର ପଶ୍ଚିମବଙ୍ଗ ଗସ୍ତ କରିବେ। ପଶ୍ଚିମବଙ୍ଗରେ ହେବାକୁ ଥିବା ନିର୍ବାଚନକୁ ନେଇ ଦଳୀୟ ପ୍ରଚାର ଅଭିଯାନ ପାଇଁ ମୋଦି ଏହି ଗସ୍ତ କରିବେ। ହୁଗୁଳି…
ମହାରାଷ୍ଟ୍ରର ଏହି ଦୁଇ ସହର ସପ୍ତାହ ପାଇଁ ସମ୍ପୂର୍ଣ୍ଣ ଲକ୍ଡାଉନ୍
ମୁମ୍ବାଇ,୨୧।୨: ମହାରାଷ୍ଟ୍ରରେ ପୁଣି ଥରେ କରୋନା ସଂକ୍ରମଣ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି ଅମରାବତୀ ସହର ଏବଂ ଅଚଲପୁରରେ ସପ୍ତାହକ ପାଇଁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯାଇଛି। ଏହି ଅଞ୍ଚଳରେ ସବୁଠୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନଜରରେ ରଖି…
ପ୍ରେମିକାଙ୍କ ସହ କୁକୁରକୁ ହତ୍ୟା କଲେ ଡାକ୍ତର, କ୍ଲିନିକ୍ ପରିସରରେ ଗାତ କରି ପୋତିଦେଲେ
ଭୋପାଳ,୨୧।୨: ମଧ୍ୟପ୍ରଦେଶରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ଅବୈଧ ସମ୍ପର୍କକୁ ଲୁଚାଇବା ପାଇଁ ପ୍ରେମିକାଙ୍କୁ ହତ୍ୟା କରି ପୋତି ପକାଇଥିଲେ। ତେବେ ପୋଲିସ ଖୋଳତାଡ଼ କରି ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଡାକ୍ତରଙ୍କ ନିକଟରେ…
ଚନ୍ଦ୍ରାୟଣ-୩ ଉତ୍କ୍ଷେପଣରେ ବିଳମ୍ବ
ନୂଆଦିଲ୍ଲୀ,୨୧।୨: କୋଭିଡ୍-୧୯ କଟକଣା ଯୋଗୁ ଭାରତର ତୃତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟନ-୩ ଉତ୍କ୍ଷେପଣ ବିଳମ୍ବ ହେବା ନେଇ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନର (ଇସ୍ରୋ) ମୁଖ୍ୟ କେ. ସିଭାନ ରବିବାର ପ୍ରକାଶ କରିଛନ୍ତି। ଏହାର ଉତ୍କ୍ଷେପଣ ୨୦୨୨ରେ ହେବା ନେଇ ସେ…
ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର: ଏକାସାଙ୍ଗରେ ୨ଟି ପାଠ୍ୟକ୍ରମରେ ଲେଖାଇ ପାରିବେ ନାମ
ନୂଆଦିଲ୍ଲୀ,୨୧।୨: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶିକ୍ଷାର୍ଥୀମାନଙ୍କ ପାଇଁ ଖୁସି ଖବର ଆସିଛି। ଏଣିକି ଶିକ୍ଷାର୍ଥୀମାନେ ଦେଶରେ କୌଣସି ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବାବେଳେ ବିଦେଶର ଯେ କୌଣସି ବିଶ୍ୱବିଦ୍ୟାଳୟରେ ନିଜ ପସନ୍ଦର ପାଠ୍ୟକ୍ରମରେ ନାମ ଲେଖାଇ ଏକାସାଙ୍ଗରେ ପାଠପଢ଼ି ଡିଗ୍ରୀ ହାସଲ କରିପାରିବେ।…
Archives


